ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା ଆକ୍ରମଣରେ ମଧ୍ୟପ୍ରାଚ୍ୟର ୮ରୁ ଅଧିକ ଦେଶରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲରେ ୮ ଥରର ଚାମ୍ପିୟନ କର୍ନାଟକକୁ…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମାତୃଭୂମିର ରକ୍ଷା ପାଇଁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ, ତାହା ଆଜି(ଶନିବାର) ଖେଳାଯାଉଥିବା ମ୍ୟାଚ୍‌ରୁ ସ୍ପଷ୍ଟ…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର…

ଖାମନେଇ ନା ଡୋନାଲ୍ଡ ଟ୍ରମ୍ପ, କାହାର ଟ୍ରେଜେରୀରେ ଅଛି ଅଧିକ ଟଙ୍କା?

ନୂଆଦିଲ୍ଲୀ,୨୮।୨:ଆମେରିକା ଏବଂ ଇସ୍ରାଏଲର ଇରାନ ଉପରେ ଆକ୍ରମଣ ପରେ, ଇରାନ ଏକ ପ୍ରତିଆକ୍ରମଣ ଆରମ୍ଭ କରିଛି। ଇରାନ ଏକକାଳୀନ ଇସ୍ରାଏଲ ଏବଂ ଅନ୍ୟ ସାତଟି ଦେଶ ଉପରେ ଆକ୍ରମଣ କରିଛି। ଏହି ବିବାଦରେ ଡୋନାଲ୍ଡ ଟ୍ରମ୍ପ ଏବଂ ଖାମନେଇଙ୍କୁ ନେଇ ବ୍ୟାପକ…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଅପରେସନ ସିନ୍ଦୂର ପାର୍ଟ-୨ରେ ଥରିଲା ପାକିସ୍ତାନ, ପୋଖରାନରେ ଭାରତୀୟ ବାୟୁସେନା କଲା…

ନୂଆଦିଲ୍ଲୀ,୨୮।୨: ଅପରେସନ ସିନ୍ଦୂରର ସଫଳତା ପରେ, ଭାରତୀୟ ବାୟୁସେନା ଏହାର ସବୁଠାରୁ ଶକ୍ତିଶାଳୀ ଫାୟାରିଂ ଡ୍ରିଲର ମୋଟ ୨୭୭ଟି ଆଧୁନିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଏହାର ସଠିକ ଆକ୍ରମଣ କ୍ଷମତା ପ୍ରଦର୍ଶନ କରିଛି। ଅପରେସନ ସିନ୍ଦୂର କେବଳ ବନ୍ଦ ହୋଇଛି, ଶେଷ…

ଇରାନ ଉପରେ ଇସ୍ରାଏଲର ବଡ଼ ଆକ୍ରମଣ, ଜରୁରୀକାଳିନ ପରିସ୍ଥିତି ଘୋଷଣା କରି…

ତେହରାନ,୨୮ା୨: ଇରାନ ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଛି ଇସ୍ରାଏଲ। ଯାହାକୁ ଏହା ‘ପୂର୍ବ ଆକ୍ରମଣ’ ବୋଲି କହିଛି। ଏହି ଘଟଣା ଅଞ୍ଚଳରେ ଉତ୍ତେଜନାକୁ ବୃଦ୍ଧି କରିଛି। ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ ସାରା ଦେଶରେ ବିଶେଷ ଏବଂ…

ଆଫଗାନିସ୍ତାନ-ପାକିସ୍ତାନ ଯୁଦ୍ଧରେ ଟ୍ରମ୍ପ ଦେଲେ ବଡ଼ ବୟାନ: କହିଲେ, ମୁଁ ହସ୍ତକ୍ଷେପ…

ଓ୍ବାଶିଂଟନ୍‌,୨୮।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ବିବାଦ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ସେ ଏହି ମାମଲାରେ ହସ୍ତକ୍ଷେପ କରିବେ। ପାକିସ୍ତାନ ବର୍ତ୍ତମାନ ଏକ ଉତ୍ତମ କାମ କରୁଛି। ପାକିସ୍ତାନ…

ଖଣି ବାବୁଙ୍କ କଳାଧନର ଖୋଲୁଛି ଗୁମର: ୪ କୋଟି ଟଙ୍କାରେ କିଣିଥାନ୍ତେ……

ଭୁବନେଶ୍ୱର,୨୮ା୨(ତ୍ରିନାଥ ମହାନ୍ତି):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ କଳାଧନର ଗୁମର ଫିଟିବାରେ ଲାଗିଛି। ସାଧାରଣ କର୍ମଚାରୀଙ୍କ ଭଳି ବେଶଭୂଷାରେ ଅଫିସ୍‌ ଆସୁଥିବା ଦେବବ୍ରତ କିନ୍ତୁ ବିଳାସପୂର୍ଣ୍ଣ ଜୀବନଯାପନ କରୁଥିଲେ। ଶହୀଦନଗରରେ…

ଶୁକ୍ରୁ, ଶୀଳାଙ୍କୁ ଫାଇନାଲ୍‌ ଚେତାବନୀ ଦେଲେ ଡିଜିପି

ଭୁବନେଶ୍ୱର/ଫୁଲବାଣୀ,୨୮ା୨(ତ୍ରିନାଥ ମହାନ୍ତି/ରାକେଶ କୁମାର ରାଉତ): ମାଓବାଦୀଙ୍କୁ ଡିଜିପି ଓ୍ବାଇ.ବି. ଖୁରାନିଆ ଶୁକ୍ରବାର ଅନ୍ତିମ ଚେତାବନୀ ଦେଇଛନ୍ତି। ହିଂସା ଛାଡ଼ି ଆତ୍ମସମର୍ପଣ କର, ନ ହେଲେ ଏନ୍‌କାଉଣ୍ଟରର ଶିକାର ହେବ। ଡିଜିପି କହିଛନ୍ତି, ମାଓବାଦୀ ବନ୍ଧୁକ ନ ଛାଡ଼ିଲେ ଯେସାକୁ ତେସା ନୀତି…

୬ ଗ୍ରହର ବିରଳ ମହାଜାଗତିକ ଦୃଶ୍ୟ: ଆଜିଠାରୁ ଆକାଶରେ ଦେଖାଯିବ ପ୍ଲାନେଟ୍‌ ପରେଡ୍‌

ଭୁବନେଶ୍ୱର,୨୮ା୨(ସୁଚିସ୍ମିତା ସାହୁ):ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ ଏହି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri