ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ଚାଲିଗଲା ରୋଗୀଙ୍କ ଜୀବନ, ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ମଧ୍ୟାହ୍ନରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ନେଇ ପାଟଣା ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ପ୍ରକାଶ…

ନିଜେ ନିଜେ କାହିଁକି କୋର୍ଟ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ? ୭ ବର୍ଷ ପୁରୁଣା ମାମଲା ସହିତ ରହିଛି ସମ୍ପର୍କ

ହାଇଦ୍ରାବାଦ,୧।୩: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ହାଇଦ୍ରାବାଦର ନାମପାଲିରେ ଥିବା ସ୍ବତନ୍ତ୍ର ଲୋକ ପ୍ରତିନିଧି କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଏହି ହାଜର ୨୦୧୯ ହୁଜୁରନଗର ଉପନିର୍ବାଚନ ସମୟରେ ନିର୍ବାଚନ ଆଚରଣ…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ଇରାନ ଉପରେ ବଡ଼ ଆକ୍ରମଣ…

ଇସଲାମବାଦ,୧।୩: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଥିଲେ, ଯାହା ଫଳରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ବାତାବରଣ ଖେଳିଯାଇଛି। ଶନିବାର ସକାଳେ ଆମେରିକା ଏବଂ ଇସ୍ରାଏଲ ଏକ ବଡ଼ ଆକ୍ରମଣ…

ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…

ବାଲିଆପାଳ,୧ା୩(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ପେଟ୍ରୋଲ ଦରରେ ନିଆଁ! ଭାରତରେ ମହଙ୍ଗା ହେବ…

ନୂଆଦିଲ୍ଲୀ,୧।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି, ଏବଂ ଏହା ଭାରତର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବ ବୋଲି ଆଶଙ୍କା କରାଯାଉଛି। ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ…

ମୃତ୍ୟୁ ସମୟରେ କ’ଣ କରୁଥିଲେ ଖାମନେଇ, କେଉଁଠି ଥିଲେ, ସାଙ୍ଗରେ ଆଉ କିଏ ଥିଲେ? ଜାଣନ୍ତୁ ସୁପ୍ରିମ ଲିଡରଙ୍କ ମୃତ୍ୟୁର ଇନସାଇଡ ଷ୍ଟୋରୀ

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇଙ୍କ ମୃତ୍ୟୁ ଏବେ ଆନୁଷ୍ଠାନିକ ଭାବରେ ନିଶ୍ଚିତ ହୋଇଛି। ସରକାରୀ ପ୍ରେସ ଟିଭି ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖାମନେଇ ଆମେରିକା-ଇସ୍ରାଏଲର ମିଳିତ ବିମାନ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଖବର…

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇଙ୍କ ପୁଅ ଦାୟିତ୍ୱ ନେବା ପରେ ରକ୍ତମୁଖା ହୋଇଛି…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଆମେରିକା ଓ ଇସ୍ରାଏଲର ଆକ୍ରମଣରେ ଇରାନର ସୁପ୍ରିମ ଲିଡର…

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ ଶୋକ ପାଳନ ଘୋଷଣା କରାଯାଇଛି। ଏହି ସମୟରେ, ଇରାନର ନୂତନ ସର୍ୱୋଚ୍ଚ ନେତା…

ଦୁବାଇରେ ଫସିଛନ୍ତି ପିଭି ସିନ୍ଧୁ: ଏକ୍ସରେ ପୋଷ୍ଟ କରି  କହିଲେ…

ଦୁବାଇ,୩।୧: ତେହେରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ  କରିଥିଲେ। ପରେ ଏହାର  ଜବାବ ଇରାନ ମଧ୍ୟ ଦେଇଛି । ଇରାନ ଦୁବାଇର ବିଳାସପୂର୍ଣ୍ଣ ହୋଟେଲ, ପାମ ଜୁମୈରା ଦ୍ବୀପ ଓ ଦୁବାଇର ବ୍ୟସ୍ତବହୁଳ ବିମାନବନ୍ଦର ଉପରେ ଭୟଙ୍କର ଆକ୍ରମଣ…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ ମୁଦ୍ରାସ୍ଫୀତିର ଶିକାର ହୋଇଛନ୍ତି। ଦିଲ୍ଲୀରୁ ପାଟନା ପର୍ଯ୍ୟନ୍ତ ବାଣିଜ୍ୟିକ ଏଲପିଜି ଗ୍ୟାସ୍ ସିଲିଣ୍ଡରର…

ରାଜ୍ୟ ସଭା: କମନ୍‌ ପ୍ରାର୍ଥୀ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ ସଭା ପାଇଁ ୨ ଜଣ ପ୍ରାର୍ଥୀଙ୍କ ନାଁ ଦଳର ସଭାପତି ନବୀନ ପଟ୍ଟନାୟକ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଏହି ଆକ୍ରମଣରେ ଖାମନେଇଙ୍କ ମୃତ୍ୟୁ ଦାବି କରି…

ଆମେରିକା-ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖାମେନେଇଙ୍କ ପରଲୋକ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଆମେରିକୀୟ ସୂତ୍ର ଅନୁଯାୟୀ, ଖାମେନେଇ ସୁରକ୍ଷା ପରିଷଦ ପରାମର୍ଶଦାତା ଅଲି ଶାମଖାନି ଏବଂ ଇସଲାମିକ୍ ରିଭୋଲ୍ୟୁସନରୀ ଗାର୍ଡ ମୁଖ୍ୟ…

ମଧ୍ୟପ୍ରାଚ୍ୟକୁ ଫେରିଲା ଯୁଦ୍ଧ

ଦୁବାଇ/ଜେରୁଜେଲମ୍‌/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୧।୩ (ପି.ଟି./ ଏ.ପି./ ଅଲ୍‌-ଜଜିରା): ଇସ୍‌ଲାମିକ୍‌ ସାଧାରଣତନ୍ତ୍ର ଇରାନ୍‌ର ଆଣବିକ ସମ୍ବର୍ଦ୍ଧନ କାର୍ଯ୍ୟକ୍ରମକୁ ନେଇ ମୂଳରୁ କ୍ଷୁବ୍ଧ ଥିବା ଆମେରିକା ଏହାକୁ ନିଜ ତଥା ପାଶ୍ଚାତ୍ୟ ଦୁନିଆ ପାଇଁ ଏକ ବଡ଼ ବିପଦ ବୋଲି ବିବେଚନା କରିଥାଏ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri