ଚନ୍ଦ୍ରଗ୍ରହଣର ଗୋଟିଏ ଦିନ ପୂର୍ବରୁ ଷଡାଷ୍ଟକ ଯୋଗ, ସତର୍କ ରୁହନ୍ତୁ ଏହି ୩ ରାଶି

ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ୩ ମାର୍ଚ୍ଚ, ୨୦୨୬ ରେ ହେବ । ଏହି ଗ୍ରହଣର ଗୋଟିଏ ଦିନ ପୂର୍ବରୁ ୨ ମାର୍ଚ୍ଚରେ ଚନ୍ଦ୍ର ଏବଂ ଶୁକ୍ର ରାଶି ପରିବର୍ତ୍ତନ କରିବେ । ଶୁକ୍ର ମୀନ…

ଇରାନରୁ ଏସବୁ ଜିନିଷ କିଣେ ଭାରତ, ଯୁଦ୍ଧ ଭିତରେ ବଢିଯିବ ଖଜୁରୀ, ପିସ୍ତା ଓ ଫଳ…

ନୂଆଦିଲ୍ଲୀ,୧।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ କେବଳ ସେହି ଅଞ୍ଚଳରେ ସୀମିତ ନୁହେଁ, ବରଂ ସମଗ୍ର ବିଶ୍ୱ ଅର୍ଥନୀତିରେ ଅନୁଭୂତ ହେଉଛି। ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣ ପରେ ଇରାନର ପ୍ରତିଶୋଧମୂଳକ କାର୍ଯ୍ୟ ପରିସ୍ଥିତିକୁ…

ଯୁଦ୍ଧ ଭିତରେ ମୋଦିଙ୍କୁ ଚିଠି ଲେଖିଲେ ଜିତୁ ପଟଓ୍ବାରୀ

ଭୋପାଳ,୧।୩: ଆମେରିକା-ଇସ୍ରାଏଲ ଆକ୍ରମଣ ଏବଂ ଇରାନ ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଯୋଗୁ ଦୁବାଇ ଏବଂ ସାରଜାହା ବିମାନବନ୍ଦରରେ ଫସି ରହିଥିବା ମଧ୍ୟପ୍ରଦେଶର ୧୦୦ ରୁ ଅଧିକ ନାଗରିକଙ୍କ ସମେତ ସମସ୍ତ ଭାରତୀୟଙ୍କ ସୁରକ୍ଷା ସୁନିଶ୍ଚିତ…

ଭଉଣୀ ଘରକୁ ଯିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ…

ଅମରପାଲି,୧।୩(ପୀତାମ୍ବର ସାହୁ): ବୀରମହାରାଜପୁର-ଅମରପାଲି ରାସ୍ତାର ମୁର୍ଷୁଣ୍ଢୀ ବିଦ୍ୟୁତ ଗ୍ରୀଡ ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଯୁବକ ଗୁରୁତର…

ଇସ୍ରାଏଲ ଯୁଦ୍ଧରେ ଖାମେନେଇଙ୍କ ମୃତ୍ୟୁ! କେମିତି ହୋଇଥିଲେ ସୁପ୍ରିମ ଲିଡର? ଜାଣନ୍ତୁ…

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଜଣେ ଇସ୍ରାଏଲୀ ଅଧିକାରୀଙ୍କ ଉଦ୍ଧୃତି ଦେଇ ରଏଟର୍ସ ଏହା ଦାବି କରିଛି। ଏହି ଘଟଣା ପରେ, ଇରାନରେ୪୦ ଦିନିଆ ଜାତୀୟ ଶୋକ…

ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଲେ ଲୁଟେରା ଗ୍ୟାଙ୍ଗ: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌

କେନ୍ଦ୍ରାପଡ଼ା/ଆଳି,୧ା୩(ଜଗନ୍ନାଥ ଧଳ/ବନମାଳୀ ସେନାପତି): ଆଳି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକ ଲୁଟେରା ଗ୍ୟାଙ୍ଗ ସିରିଜ ଲୁଟ୍‌ କରିବା ସହ ଜଣେ ବ୍ୟବସାୟୀଙ୍କ ଘରେ ଓ ଅଫିସରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ ପଶିବା ଘଟଣା…

ଦିଲ୍ଲୀ ବିମାନବନ୍ଦରରୁ ୧୦୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧ା୩: ରବିବାର ଇରାନ ଏବଂ ପଶ୍ଚିମ ଏସିଆର କିଛି ଅଂଶ ଉପରେ ଆକାଶ ମାର୍ଗରେ ପ୍ରତିବନ୍ଧକ ଯୋଗୁ ଦିଲ୍ଲୀ ବିମାନବନ୍ଦରରୁ ପ୍ରାୟ ୧୦୦ ବିମାନ ଉଡ଼ାଣ ବାତିଲ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୬୦ଟି ପ୍ରସ୍ଥାନ ଏବଂ ୪୦ଟି ଆସିବାକୁ ଥିବା ବିମାନ…

PM ମୋଦିଙ୍କ ଇସ୍ତ୍ରାଏଲ ଗସ୍ତ ଯୋଗୁ ୪୮ ଘଣ୍ଟା ପାଇଁ ଅଟକିଯାଇଥିଲା ଇରାନ ଉପରେ ଆକ୍ରମଣ? ଯୁଦ୍ଧ ଆରମ୍ଭ ହେବା ପରେ ଚର୍ଚ୍ଚା…

ଜେରୁସେଲମ/ନୂଆଦିଲ୍ଲୀ,୧।୩: ଗତ ଶନିବାର ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ବିଭିନ୍ନ ସ୍ଥାନରେ ହଠାତ ଆକ୍ରମଣ କରିଥିଲେ, ସେତେବେଳେ ସମଗ୍ର ବିଶ୍ୱରେ ଉତ୍ତେଜନା ଖେଳିଯାଇଥିଲା। ଏହି ଆକ୍ରମଣ ପଛରେ ଦୀର୍ଘ ଦିନର ପ୍ରସ୍ତୁତି ଥିବା ସ୍ପଷ୍ଟ ଜଣାପଡୁଥିବା ବେଳେ…

ଚମକିଲା ବିଶ୍ୱ; ଯୁଦ୍ଧ ଭିତରେ ଟ୍ରମ୍ପ କଲେ ବଡ଼ ଘୋଷଣା

ଓ଼୍ବାଶିଂଟନ୍‌,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସର୍ୱୋଚ୍ଚ ନେତା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଇରାନ ଏକ ବଡ଼ ଆକ୍ରମଣ ଧମକ ଦେଇଛି, ଯାହା ଆମେରିକାକୁ ପ୍ରତିଶୋଧ ନେବାକୁ ବାଧ୍ୟ କରିଛି। ରାଷ୍ଟ୍ରପତି ଟ୍ରମ୍ପ…

Video: ବୁର୍ଜ ଖଲିଫା ଉପରେ ଆକ୍ରମଣ? ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦୁବଇ ଆତଙ୍କିତ

ଦୁବଇ,୧।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁବାଇରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ବିଶ୍ୱର ସବୁଠାରୁ ଉଚ୍ଚ କୋଠା ବୁର୍ଜ ଖଲିଫା ନିକଟରେ ବିସ୍ଫୋରଣ ଏବଂ ଧୂଆଁର ବାଦଲ ଉଠୁଥିବା ଦେଖାଯାଇଛି। ଦାବି କରାଯାଉଛି ଯେ ଇରାନର ପ୍ରତିଶୋଧମୂଳକ…

ବ୍ୟାଟ ବଲ ଉପରେ ବୋମା ବାରୁଦର ପ୍ରଭାବ, IPL 2026ରେ ବିଦେଶୀ ଖେଳାଳିଙ୍କ ଆସିବାକୁ ନେଇ ବଢୁଛି ସସପେନ୍ସ…

ନୂଆଦିଲ୍ଲୀ,୧।୩: IPL 2026 ପାଇଁ ପ୍ରସ୍ତୁତି ମଧ୍ୟରେ ପୁଣି ଥରେ କ୍ରିକେଟ ଉପରେ ଭୌଗୋଳିକ ରାଜନୀତି ଛାଇ ଗଲାଣି। T20 ବିଶ୍ୱକପ ଶେଷ ହେବା ସହିତ, ଫ୍ରାଞ୍ଚାଇଜଗୁଡ଼ିକ ପ୍ରି-ସିଜନ କ୍ୟାମ୍ପ ପାଇଁ ପ୍ରସ୍ତୁତି ଏବଂ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଥିଲେ,…

ମୃତ୍ୟୁ ସମୟରେ କ’ଣ କରୁଥିଲେ ଖାମନେଇ, କେଉଁଠି ଥିଲେ, ସାଙ୍ଗରେ ଆଉ କିଏ ଥିଲେ? ଜାଣନ୍ତୁ ସୁପ୍ରିମ ଲିଡରଙ୍କ ମୃତ୍ୟୁର ଇନସାଇଡ ଷ୍ଟୋରୀ

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇଙ୍କ ମୃତ୍ୟୁ ଏବେ ଆନୁଷ୍ଠାନିକ ଭାବରେ ନିଶ୍ଚିତ ହୋଇଛି। ସରକାରୀ ପ୍ରେସ ଟିଭି ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖାମନେଇ ଆମେରିକା-ଇସ୍ରାଏଲର ମିଳିତ ବିମାନ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଖବର…

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇଙ୍କ ପୁଅ ଦାୟିତ୍ୱ ନେବା ପରେ ରକ୍ତମୁଖା ହୋଇଛି…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଆମେରିକା ଓ ଇସ୍ରାଏଲର ଆକ୍ରମଣରେ ଇରାନର ସୁପ୍ରିମ ଲିଡର…

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ ଶୋକ ପାଳନ ଘୋଷଣା କରାଯାଇଛି। ଏହି ସମୟରେ, ଇରାନର ନୂତନ ସର୍ୱୋଚ୍ଚ ନେତା…

ଦୁବାଇରେ ଫସିଛନ୍ତି ପିଭି ସିନ୍ଧୁ: ଏକ୍ସରେ ପୋଷ୍ଟ କରି  କହିଲେ…

ଦୁବାଇ,୩।୧: ତେହେରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ  କରିଥିଲେ। ପରେ ଏହାର  ଜବାବ ଇରାନ ମଧ୍ୟ ଦେଇଛି । ଇରାନ ଦୁବାଇର ବିଳାସପୂର୍ଣ୍ଣ ହୋଟେଲ, ପାମ ଜୁମୈରା ଦ୍ବୀପ ଓ ଦୁବାଇର ବ୍ୟସ୍ତବହୁଳ ବିମାନବନ୍ଦର ଉପରେ ଭୟଙ୍କର ଆକ୍ରମଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri