ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି । ଅଭିଯୋଗ ହେଉଛି ଯେ ସେ…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ୱେଷ୍ଟଇଣ୍ଡିଜ…

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁ ଦୁବାଇ ଅନ୍ତର୍ଜାତୀୟ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର ମଧ୍ୟାହ୍ନରେ କିଛି ଦୃବର୍ତ୍ତମାନେ କୁନ୍ତୀ ମନ୍ଦିର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ ୪ ଟାରେ ହୋଇଥିବା ସଡ଼କ ଦୁର୍ଘଟଣାରେ…

୪ରେ ଦକ୍ଷିଣ ଆଫ୍ରିକା- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ

ନୂଆଦିଲ୍ଲୀ,୧।୩: ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଜିମ୍ବାଓ୍ବେ ଦ୍ୱାରା ପ୍ରଦତ୍ତ ୧୫୪ ରନର ଟାର୍ଗେଟକୁ ଦ. ଆଫ୍ରିକା ୧୭.୫ ଓଭରରେ ୫…

ବିଶ୍ୱ ଅର୍ଥବ୍ୟବସ୍ଥା ଉପରେ ଯୁଦ୍ଧର କଳାବାଦଲ, ଭାରତ ସହ ଏସବୁ ଏସୀୟ ଦେଶରେ ଗ୍ୟାସ, CNG, ପେଟ୍ରୋଲ-ଡିଜେଲ ଦର ହେବ ଆକାଶଛୁଆଁ!

ନୂଆଦିଲ୍ଲୀ/ତେହେରାନ,୧।୩: ମଧ୍ୟ ପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ବିବାଦ ଏବେ ବିଶ୍ୱ ଅର୍ଥବ୍ୟବସ୍ଥାକୁ ଏକ ବଡ଼ ସଙ୍କଟ ଆଡ଼କୁ ଠେଲି ଦେଇଛି। ରଏଟର୍ସର ରିପୋର୍ଟ ଅନୁଯାୟୀ, କଞ୍ଚା ତେଲ ଏବଂ ଗ୍ୟାସ ବୋଝେଇ ହୋଇଥିବା ପ୍ରାୟ ୧୫୦ଟି…

ଯୁଦ୍ଧ ଭିତରେ ରାତି ୯ଟା ୩୦ରେ ବସିବ CCS ବୈଠକ, ମୋଦିଙ୍କ ଅଧ୍ୟକ୍ଷତାରେ ହେବ…

ନୂଆଦିଲ୍ଲୀ,୧ା୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆଲର୍ଟରେ ମୋଦି ସରକାର। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ଏବଂ ସାମରିକ କାର୍ଯ୍ୟକଳାପ ବିଶ୍ୱବ୍ୟାପୀ ଚିନ୍ତା ବଢ଼ାଇଛି । ଏହି ସମୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ୍‌ କମିଟି ଅନ୍‌ ସିକ୍ୟୁରିଟି (CCS)ର ଏକ…

IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍‌ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି

କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

ହୋର୍ମୁଜରେ ବଢ଼ିଲା ଉତ୍ତେଜନା,ପାକିସ୍ତାନର ୩ ତେଲ ଜାହାଜକୁ ଅଟକାଇଲା ଇରାନ

ତେହେରାନ,୧।୩: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ସାମୁଦ୍ରିକ ସୁରକ୍ଷାକୁ ନେଇ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ରବିବାର ଦିନ ଇରାନ ପକ୍ଷରୁ ପାକିସ୍ତାନ ନେସନାଲ ସିପିଙ୍ଗ କର୍ପୋରେସନ୍‌ର ତିନୋଟି ଜାହାଜକୁ ହୋର୍ମୁଜ ଜଳସନ୍ଧି (Strait of Hormuz)…

ଦିଲ୍ଲୀ ବିମାନବନ୍ଦରରୁ ୧୦୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧ା୩: ରବିବାର ଇରାନ ଏବଂ ପଶ୍ଚିମ ଏସିଆର କିଛି ଅଂଶ ଉପରେ ଆକାଶ ମାର୍ଗରେ ପ୍ରତିବନ୍ଧକ ଯୋଗୁ ଦିଲ୍ଲୀ ବିମାନବନ୍ଦରରୁ ପ୍ରାୟ ୧୦୦ ବିମାନ ଉଡ଼ାଣ ବାତିଲ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୬୦ଟି ପ୍ରସ୍ଥାନ ଏବଂ ୪୦ଟି ଆସିବାକୁ ଥିବା ବିମାନ…

PM ମୋଦିଙ୍କ ଇସ୍ତ୍ରାଏଲ ଗସ୍ତ ଯୋଗୁ ୪୮ ଘଣ୍ଟା ପାଇଁ ଅଟକିଯାଇଥିଲା ଇରାନ ଉପରେ ଆକ୍ରମଣ? ଯୁଦ୍ଧ ଆରମ୍ଭ ହେବା ପରେ ଚର୍ଚ୍ଚା…

ଜେରୁସେଲମ/ନୂଆଦିଲ୍ଲୀ,୧।୩: ଗତ ଶନିବାର ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ବିଭିନ୍ନ ସ୍ଥାନରେ ହଠାତ ଆକ୍ରମଣ କରିଥିଲେ, ସେତେବେଳେ ସମଗ୍ର ବିଶ୍ୱରେ ଉତ୍ତେଜନା ଖେଳିଯାଇଥିଲା। ଏହି ଆକ୍ରମଣ ପଛରେ ଦୀର୍ଘ ଦିନର ପ୍ରସ୍ତୁତି ଥିବା ସ୍ପଷ୍ଟ ଜଣାପଡୁଥିବା ବେଳେ…

ଚମକିଲା ବିଶ୍ୱ; ଯୁଦ୍ଧ ଭିତରେ ଟ୍ରମ୍ପ କଲେ ବଡ଼ ଘୋଷଣା

ଓ଼୍ବାଶିଂଟନ୍‌,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସର୍ୱୋଚ୍ଚ ନେତା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଇରାନ ଏକ ବଡ଼ ଆକ୍ରମଣ ଧମକ ଦେଇଛି, ଯାହା ଆମେରିକାକୁ ପ୍ରତିଶୋଧ ନେବାକୁ ବାଧ୍ୟ କରିଛି। ରାଷ୍ଟ୍ରପତି ଟ୍ରମ୍ପ…

Video: ବୁର୍ଜ ଖଲିଫା ଉପରେ ଆକ୍ରମଣ? ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦୁବଇ ଆତଙ୍କିତ

ଦୁବଇ,୧।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁବାଇରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ବିଶ୍ୱର ସବୁଠାରୁ ଉଚ୍ଚ କୋଠା ବୁର୍ଜ ଖଲିଫା ନିକଟରେ ବିସ୍ଫୋରଣ ଏବଂ ଧୂଆଁର ବାଦଲ ଉଠୁଥିବା ଦେଖାଯାଇଛି। ଦାବି କରାଯାଉଛି ଯେ ଇରାନର ପ୍ରତିଶୋଧମୂଳକ…

ବ୍ୟାଟ ବଲ ଉପରେ ବୋମା ବାରୁଦର ପ୍ରଭାବ, IPL 2026ରେ ବିଦେଶୀ ଖେଳାଳିଙ୍କ ଆସିବାକୁ ନେଇ ବଢୁଛି ସସପେନ୍ସ…

ନୂଆଦିଲ୍ଲୀ,୧।୩: IPL 2026 ପାଇଁ ପ୍ରସ୍ତୁତି ମଧ୍ୟରେ ପୁଣି ଥରେ କ୍ରିକେଟ ଉପରେ ଭୌଗୋଳିକ ରାଜନୀତି ଛାଇ ଗଲାଣି। T20 ବିଶ୍ୱକପ ଶେଷ ହେବା ସହିତ, ଫ୍ରାଞ୍ଚାଇଜଗୁଡ଼ିକ ପ୍ରି-ସିଜନ କ୍ୟାମ୍ପ ପାଇଁ ପ୍ରସ୍ତୁତି ଏବଂ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଥିଲେ,…

ମୃତ୍ୟୁ ସମୟରେ କ’ଣ କରୁଥିଲେ ଖାମନେଇ, କେଉଁଠି ଥିଲେ, ସାଙ୍ଗରେ ଆଉ କିଏ ଥିଲେ? ଜାଣନ୍ତୁ ସୁପ୍ରିମ ଲିଡରଙ୍କ ମୃତ୍ୟୁର ଇନସାଇଡ ଷ୍ଟୋରୀ

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇଙ୍କ ମୃତ୍ୟୁ ଏବେ ଆନୁଷ୍ଠାନିକ ଭାବରେ ନିଶ୍ଚିତ ହୋଇଛି। ସରକାରୀ ପ୍ରେସ ଟିଭି ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖାମନେଇ ଆମେରିକା-ଇସ୍ରାଏଲର ମିଳିତ ବିମାନ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଖବର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri