HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି ଏବଂ ATM ରୁ ଟଙ୍କା ଉଠାଇବା…

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି ସାରିଛି। କିନ୍ତୁ ଏହି ସମୟରେ ଏକ…

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ

ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ସେହିପରି ଦ୍ୱିତୀୟ…

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଏନେଇ ମଙ୍ଗଳବାର ଭାଜପା କେନ୍ଦ୍ରୀୟ କମିଟି…

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ ସୋମବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା…

ଆମେରିକା-ଇରାନ ଯୁଦ୍ଧ ମଧ୍ୟରେ ଅଶୋଧିତ ତେଲର ମୂଲ୍ୟ ବୃଦ୍ଧି! ଭାରତରେ ମହଙ୍ଗା ହେବ ପେଟ୍ରୋଲ ଏବଂ ଡିଜେଲ?

ନୂଆଦିଲ୍ଲୀ,୩।୩: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଏବେ ସିଧାସଳଖ ବିଶ୍ୱ ଶକ୍ତି ବଜାର ବା ଗ୍ଲୋବାଲ ଏନର୍ଜି ମାର୍କେଟକୁ ପ୍ରଭାବିତ କରୁଛି। Strait of Hormuz ବା ହରମୁଜ ପ୍ରଣାଳୀ ବନ୍ଦ ହେବା ପରିସ୍ଥିତିକୁ…

ଦିଲୀପଙ୍କୁ ବାଛିବା ପଛରେ ଭାଜପାର ଭିତିରି ପ୍ଲାନ, ୪ର୍ଥ ସିଟ୍‌ରେ ବଡ଼ ଗେମ୍‌!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ୱାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି । ସେପଟେ ଆଜି ଭାଜପା ତରଫରୁ ରାଜ୍ୟ ସଭାପତି ମନମୋହନ ସାମଲ…

ସ୍ୱାଧୀନ ଲଢିବେ ଦିଲୀପ, ଭାଜପା କରିବ ଭିତିରି ପ୍ଲାନ!

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ୱାଚନ ନେଇ ବିଜେଡି ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି । ସେପଟେ ଆଜି ଭାଜପା ତରଫରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ…

ଚମକାଇଲା ଭାଜପା, ରାଜ୍ୟ ସଭା ଯିବେ…

ଭୁବନେଶ୍ୱର,୩।୩: ମନମୋହନ ସାମଲ ଓ ସୁଜିତ କୁମାର ଭାଜପା ପ୍ରାର୍ଥୀ। ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ପ୍ରାର୍ଥୀ। ସୁଜିତ କୁମାର ଦ୍ବିତୀୟ ଆସନ…

ଯୁଦ୍ଧ ମଧ୍ୟରେ ଇରାନରେ ଆସିଲା ବଡ଼ଧରଣର ଭୂକମ୍ପ: ଲୋକେ ଭୟଭୀତ

ଓ୍ବାଶିଂଟନ୍‌,୩।୩: ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ଇରାନରେ ଭୂକମ୍ପ ହୋଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, ଦକ୍ଷିଣ ଇରାନର ଗେରାଶ ଅଞ୍ଚଳରେ ୪.୩ ତୀବ୍ରତାର ଏକ ଭୂକମ୍ପ ହୋଇଛି। ଏହାର କେନ୍ଦ୍ରସ୍ଥଳ ପ୍ରାୟ ୧୦ କିଲୋମିଟର ଭୂତଳରେ ଥିଲା। କିଛି ରିପୋର୍ଟରେ…

ଭାରତ ପାଇଁ ରୁଷିଆ ସାଜିବ ସଙ୍କଟମୋଚକ! ତୈଳ ସଙ୍କଟ ମଧ୍ୟରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୩।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆଉ ତିନୋଟି ରାଷ୍ଟ୍ର ମଧ୍ୟରେ ସୀମିତ ନାହିଁ। ଏହା ସମଗ୍ର ମଧ୍ୟପ୍ରାଚ୍ୟରେ ବ୍ୟାପିଛି। ୟୁରୋପରୁ ଗୁରୁତ୍ୱପୂର୍ଣ୍ଣ ସ୍ବର ଉଠିଛି। ରୁଷିଆ ଏବଂ ଚାଇନା ମଧ୍ୟ ବିବୃତ୍ତି ଜାରି କରିଛନ୍ତି। ଏହା ସ୍ପଷ୍ଟ…

ତେଲ ମାରିଲା

ଇରାନ ଉପରେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ପରେ ଯୁଦ୍ଧର ପରିସର ବ୍ୟାପକ ହୋଇଛି। କେତେକ ସୂତ୍ର ଇରାନ୍‌ରେ ୫୫୦ ମୃତାହତ କହୁଥିବା ବେଳେ ଆଉ କିଛି ସୂତ୍ର ୮୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚାଉଛନ୍ତି। ଏହି ସଂଖ୍ୟା ମାତ୍ର ୩…

ସ୍ବାମୀ ନାଁରେ କଳଙ୍କ! ସ୍ତ୍ରୀଙ୍କ ନଗ୍ନ ଫଟୋକୁ ଅନ୍ୟସହ ଯୋଡି ଇନଷ୍ଟାଗ୍ରାମରେ…

ଦେବଗଡ,୩/୩(ଶଶାଙ୍କ ଶେଖର ଝାଙ୍କର): ଯୁଗଯୁଗ ଧରି ସମାଜରେ ରାଗ, ରୋଷ, ଇର୍ଷା, ଦ୍ୱେଷ, ହିଂସା ଓ ପ୍ରତିଶୋଧ ଆଦି ଲାଗି ରହିଛି । ମାତ୍ର ପ୍ରତିଶୋଧ ପାଇଁ ନିଜ ସ୍ତ୍ରୀର ଫଟୋକୁ ଏଡିଟ କରିବା ସହ ପର ପୁରୁଷ ସହିର ଯୋଡ଼ି…

ଘନଉଛି ତୈଳ ସଙ୍କଟ: ୨ ବୃହତ୍‌ ରିଫାଇନେରି ଉପରେ ଇରାନର ଆକ୍ରମଣ

ତେହରାନ୍‌ ,୩ା୩:ଇରାନ-ଆମେରିକା ଯୁଦ୍ଧ କ୍ରମଶଃ ଗମ୍ଭୀର ହେବାରେ ଲାଗିଛି। ସୋମବାର ତୃତୀୟ ଦିନରେ ଉଭୟ ପକ୍ଷ ଆକ୍ରମଣ ଜାରି ରଖିଥିଲାବେଳେ କ୍ଷୟକ୍ଷତି ମଧ୍ୟ ବଢିବାରେ ଲାଗିଛି। ଆମେରିକା ଟାର୍ଗେଟରେ କେବଳ ଇରାନ ରହିଛି। କିନ୍ତୁ ଆମେରିକା ବିରୋଧରେ ଉପସାଗରୀୟ ଅଞ୍ଚଳର ୬…

ଆମେରିକାର ୩ ଯୁଦ୍ଧବିମାନକୁ ଖସାଇଲା କୁଏଟ୍‌ ଏୟାର ଡିଫେନ୍ସ

ଓ୍ବାଶିଂଟନ,୨ା୩: କୁଏଟ୍‌ର ଏୟାର ଡିଫେନ୍ସ ଦ୍ୱାରା ଅଲଗା ଅଲଗା ବନ୍ଧୁତ୍ୱପୂର୍ଣ୍ଣ ଫାୟାରିଂରେ ଆମେରିକାର ୩ଟି ଏଫ୍‌-୧୫ଇ ‘ଷ୍ଟ୍ରାଇକ୍‌ ଇଗଲ’ ଯୁଦ୍ଧବିମାନ ଖସିଛି। ଇରାନରେ ଆମେରିକା-ଇସ୍ରାଏଲ୍‌ ମିଳିତ ସାମରିକ ଅଭିଯାନର ନିର୍ଦ୍ଦେଶନା ଦେଉଥିବା ଆମେରିକା ସେଣ୍ଟ୍ରାଲ କମାଣ୍ଡ ପକ୍ଷରୁ ଏହା କୁହାଯାଇଛି। ତେବେ…

ଆକ୍ରମଣ ଜୋର୍‌ଦାର: ଇରାନ୍‌ରେ ମୃତ୍ୟୁସଂଖ୍ୟା ୫୫୫

ତେହରାନ୍‌, ୨ା୩: ଇରାନ୍‌ରେ ଆମେରିକା ଓ ଇସ୍ରାଏଲ୍‌ ସୋମବାର ଜୋର୍‌ଦାର ଆକ୍ରମଣ କରିଥିବାବେଳେ ମୃତ୍ୟୁସଂଖ୍ୟା ୫୫୫ରେ ପହଞ୍ଚିଥିବା ଇରାନୀୟ ରେଡ୍‌ କ୍ରିସେଣ୍ଟ ସୋସାଇଟି ପକ୍ଷରୁ କୁହାଯାଇଛି। ଏହାର ଜବାବରେ ଇରାନ ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଥିବା ଇସ୍ରାଏଲ୍‌ ଓ ଆମେରିକାର ସାମରିକ ବେସ୍‌…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri