ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛି।…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ବେଳେ…

ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍‌ ଇଣ୍ଡିଆ କୋଚ୍‌?

ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ କୋଚ ମର୍ନେ ମର୍କେଲ ଦଳକୁ ସତର୍କ…

କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ

ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି):  ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ ଘଟିଛି ଏହି ଅଘଟଣ । ମୃତ…

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର ଜବତ କରାଯାଇ ଜଣଙ୍କୁ ଗିରଫ କରାଯାଇଛି…

ପାକିସ୍ତାନ ଟିମ୍‌ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…

ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା ବାବରଙ୍କୁ ବାଂଲାଦେଶ ବିପକ୍ଷରେ ହେବାକୁ ଥିବା…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମୁହାଁମୁହିଁ ଧକା ହେବା ଫଳରେ ଜଣେ ୩ ବର୍ଷର ଶିଶୁ ସମେତ ୪…

ଇରାନ ଜାହାଜ ଉପରେ ବଡ଼ ଆକ୍ରମଣ: ୧୦୦ରୁ ଅଧିକ ନିଖୋଜ, ୭୮ ଆହତ

କଲମ୍ବୋ,୪ା୩: ବୁଧବାର ଶ୍ରୀଲଙ୍କାର ଦକ୍ଷିଣ ଉପକୂଳ ସମୁଦ୍ରରେ ଏକ ଜରୁରୀକାଳିନ ପରିସ୍ଥିତି ସୃଷ୍ଟି ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏକ ଇରାନୀ ଜାହାଜ ଉପରେ ସନ୍ଦେହଜନକ ବୁଡ଼ାଜାହାଜ ଆକ୍ରମଣ ପରେ ୧୦୧ ଜଣ  ନିଖୋଜ ଅଛନ୍ତି। ଏହା ବ୍ୟତୀତ ୭୮ ଜଣ ଆହତ…

ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର: ବିହାର ରାଜନୀତିରେ ବଡ଼ ହଲଚଲ

ପାଟନା,୪।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍‌ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିବ। ଯଦି ଏହା ହୁଏ, ତେବେ ଏହା ବିହାର ରାଜନୀତିରେ…

ରାଗିଗଲେ ଗୌତମ ଗମ୍ଭୀର: ଝାଡ଼ିଲେ ଅସନ୍ତୋଷ, ସେମିଫାଇନାଲ୍‌ ପୂର୍ବରୁ…

ମୁମ୍ବାଇ,୪।୩: କ୍ରିକେଟରେ ପିଚ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହି କାରଣରୁ ଯେକୌଣସି ବଡ଼ ମ୍ୟାଚ ପୂର୍ବରୁ ଏହାକୁ ଯାଞ୍ଚ କରାଯାଏ। ୨୦୨୬ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଭାରତ ଏବଂ…

୧୪୦୦୦ ଫୁଟ ଉଚ୍ଚତାରେ ହୋଲି ଖେଳିଲେ ଆଇଟିବିପି ଯବାନ, ଉଡ଼ିଲା ରଙ୍ଗ ଅବିର, ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪ା୩: ସମଗ୍ର ଦେଶରେ ରଙ୍ଗ ଏବଂ ଆନନ୍ଦର ପର୍ବ ହୋଲି ପାଳନ କରାଯାଉଥିବାବେଳେ ୧୪୦୦୦ରୁ ଅଧିକ ଫୁଟ ଉଚ୍ଚତାରୁ ଅର୍ଥାତ୍‌ ପାଙ୍ଗୋଙ୍ଗ ହ୍ରଦରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଆଇଟିବିପି ଯବାନମାନେ ହୋଲି ଖେଳିଛନ୍ତି।। ଯାହାକି ଭାରତର ସର୍ବୋଚ୍ଚ ଏବଂ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ କମାଲ୍‌ କରିଦେଲା ଭାରତ: ଥରିବ ପାକିସ୍ତାନ, ଆମେରିକା ମଧ୍ୟ ହୋଇଯିବ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୪।୩: ବିଶ୍ୱ ବର୍ତ୍ତମାନ ଶସ୍ତା କିନ୍ତୁ ଘାତକ ଡ୍ରୋନ ଯୁଦ୍ଧର ପ୍ରଭାବ ଦେଖୁଛି। ଇରାନର କମ ମୂଲ୍ୟର ଶାହେଦ-୧୩୬ ଆତ୍ମଘାତୀ ଡ୍ରୋନ ଏବଂ ଆମେରିକାର LUCAS ଡ୍ରୋନ ପାରମ୍ପରିକ ଅସ୍ତ୍ର ଅପେକ୍ଷା ଅଧିକ କ୍ଷତି ପହଞ୍ଚାଉଛନ୍ତି। ଭାରତ ମଧ୍ୟ ସମାନ କ୍ଷମତା…

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି ପର୍ବ ପାଳନ କରିଛନ୍ତି। ସମଗ୍ର ଦେଶର ହୋଲି ପର୍ବ ପାଳନ କରାଯାଇଛି। ସହରାଞ୍ଚଳ…

ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…

ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍‌ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ, ବ୍ରିଟେନରେ ରକ୍ତବର୍ଷା ହେବାକୁ ଯାଉଛି। ବ୍ରିଟେନରେ ଲଗାତର ବର୍ଷା ହେଉଛି, କମିବାର କୌଣସି…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦାବି କରାଯାଉଛି ଯେ ଆମେରିକା-ଇରାନ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri