ଖୁସିରେ ଜେଜେ ମା’ଙ୍କୁ ରଙ୍ଗ ଲଗାଇଲେ ନାତି, ରାଗରେ ପଞ୍ଚମ ହୋଇ ଗରମ ପାଣି ଢ଼ାଳିଦେଲେ….

ମୁମ୍ବାଇ,୫ା୩: ନାଗପୁର ଜିଲାର କୋରାଡି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ହୋଲିରେ ରଙ୍ଗ ଖେଳୁଥିବା ସମୟରେ ଜେଜେ ମା’ ଉପରେ ପକାଇ ଦେଇଥିଲେ । ଏହାପରେ ସେ କ୍ରୋଧିତ ହୋଇ…

ଯୁଦ୍ଧ ମଧ୍ୟରେ ବିନାଶକାରୀ କ୍ଷେପଣାସ୍ତ୍ର ପରୀକ୍ଷଣ କଲା ଆମେରିକା, ହିରୋସିମା ପରମାଣୁ ବୋମାଠାରୁ ୨୦ ଗୁଣ ଅଧିକ ଘାତକ

ଓ୍ବାଶିଂଟନ,୫।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ମଙ୍ଗଳବାର କାଲିଫର୍ନିଆ ଉପକୂଳରେ ଏକ ଡୁମ୍ସଡେ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ରିପୋର୍ଟ ଅନୁସାରେ, ମିନିଟ ମ୍ୟାନ III ବାଲିଷ୍ଟିକ କ୍ଷେପଣାସ୍ତ୍ର ରାତି ୧୧…

ଭାରତ ସହ ସେମିଫାଇନାଲ ମ୍ୟାଚ ପୂର୍ବରୁ ବଡ଼ ଚେତାବନୀ ଦେଲେ ଇଂଲଣ୍ଡର ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୫।୩: ଭାରତ ବିପକ୍ଷ ସେମିଫାଇନାଲ ପୂର୍ବରୁ ଇଂଲଣ୍ଡର ପୂର୍ବତନ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ତାଙ୍କ ଦଳକୁ କିଛି ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ବ୍ରଡ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଜଣେ ଖେଳାଳି ଭାବରେ ବର୍ଣ୍ଣନା କରିଛନ୍ତି…

ଶ୍ରୀମନ୍ଦିରର ୩ ସେବକଙ୍କୁ କୈଫିୟତ ତଲବ: ଜଣେ ସେବକଙ୍କ ଶାଢ଼ିବନ୍ଧା ଆଦେଶ ପ୍ରତ୍ୟାହାର ନେଇ…

ପୁରୀ,୫ା୩(ଅଜିତ କୁମାର ମହାନ୍ତି): ଫେବୃଆରୀ ୨୮ରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କୈଫିୟତ୍‌ ତଲବ କରିଛନ୍ତି। ରାମକୃଷ୍ଣ ଖୁଣ୍ଟିଆ,…

ଆଜି ସେମିଫାଇନାଲ ମ୍ୟାଚରେ ବାଧକ ସାଜିବ ବର୍ଷା! ପାଗକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୩: ICCର ପ୍ରମୁଖ ଟୁର୍ନାମେଣ୍ଟ, ଟି୨୦ ବିଶ୍ୱକପ ୨୦୨୬କୁ ନେଇ ଉତ୍ସାହ ଏବେ ଶୀର୍ଷରେ। ଭାରତ ଏବଂ ଇଂଲଣ୍ଡ ଟୁର୍ନାମେଣ୍ଟର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ, ଯାହା ମାର୍ଚ୍ଚ ୫ ତାରିଖରେ ମୁମ୍ବାଇର ଐତିହାସିକ…

ବିହାରରେ ପ୍ରଥମ ଥର BJP ମୁଖ୍ୟମନ୍ତ୍ରୀ! ନୀତୀଶଙ୍କ ପରେ କିଏ ହେବେ ମୁଖ୍ୟମନ୍ତ୍ରୀ? ଜାଣନ୍ତୁ…

ପାଟନା,୫।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିଛନ୍ତି। ଏବେ ବିହାରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାରତୀୟ ଜନତା ପାର୍ଟି (ଭାଜପା)ରୁ ମିଳିପାରେ। ସୂତ୍ର…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ…

ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି। ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେଭ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଆମେରିକାକୁ ଏକ…

ରାଜ୍ୟ ସଭା ଯିବେ ନୀତୀଶ କୁମାର: ନିଜେ କଲେ ଘୋଷଣା, ପୁଅ ହେବେ…

ପାଟନା,୫।୩:ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ତାଙ୍କର ଇଚ୍ଛା ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି ଶକ୍ତିରେ,…

ଆଜି ଓଡ଼ିଶା ଆସିବେ ଅମିତ ଶାହା: ରାଜ୍ୟ ଭାଜପାର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର, ୫ା୩:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍‌ର ପ୍ରତିଷ୍ଠା ଦିବସ…

ନାମାଙ୍କନ ପୂର୍ବରୁ ଭାବବିହ୍ବଳ ହେଲେ ଦିଲୀପ ରାୟ: ବିଜୁ ପଟ୍ଟନାୟକଙ୍କୁ ନେଇ କହିଦେଲେ ବଡ଼ କଥା

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ ଯୁଦ୍ଧରେ ସାମିଲ୍‌ ହୋଇଛି। ଭାରତ ନିଜ ବନ୍ଦରକୁ ବ୍ୟବହାର କରିବାକୁ ଆମେରିକାକୁ ଦେଇଛି।…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା ଦୂର କରି, ଲଣ୍ଡନ ୱାଶିଂଟନର ପୂର୍ଣ୍ଣ ସମର୍ଥନକୁ ସଙ୍କେତ ଦେଇଛି। ଦି ଗାର୍ଡିଆନ…

ଆଜି ରାଜ୍ୟ ସଭା ପାଇଁ ନାମାଙ୍କନ: ୫ ପ୍ରାର୍ଥୀ କରିବେ ଦାଖଲ

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ମିଳିଲା ଖୁସି ଖବର: ମିଳିଗଲା…

ଓ୍ବାଶିଂଟନ୍‌,୫।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଞ୍ଚ ଦିନରୁ ଅଧିକ ସମୟ ଧରି ଚାଲିଛି। ଏହା ସତ୍ତ୍ୱେ ଆକ୍ରମଣ ହ୍ରାସ ପାଇବା ପରିବର୍ତ୍ତେ ବୃଦ୍ଧି ପାଉଛି। ଇରାନରେ ଯୁଦ୍ଧକୁ ସୀମିତ କରିବା ପାଇଁ ଆଗତ ଆମେରିକା ସିନେଟର…

ଆଜି ଭାରତ-ଇଂଲଣ୍ଡ ସେମିଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ମୁମ୍ବାଇ,୫।୩: ସେମିଫାଇନାଲ ଯାତ୍ରାରେ ପଛରେ ପଡ଼ିଯାଇଥିବା ଭାରତୀୟ ଦଳ ଏବେ ଇଂଲଣ୍ଡର ସ୍ପିନ ବୋଲିଂର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ଗୁରୁବାର ୱାଙ୍ଖେଡେ ଷ୍ଟାଡିୟମରେ ଟି-୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ୍‌ରେ ଭାରତ ଏବେ ଇଂଲଣ୍ଡର ସ୍ପିନ ବୋଲିଂର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ, ଉଭୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri