ଘରେ ପଶିଗଲା ୧୮ ଚକିଆ ଟ୍ରକ୍, ଶୋଇଥିବା ସମୟରେ ଜଣଙ୍କର ମୃତ୍ୟୁ

ଢେଙ୍କାନାଳ,୬।୩(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି କରମୂଳ ହାତିବାରି ଗ୍ରାମ ରେ ଭୟଙ୍କର ଦୁର୍ଘଟଣା । ଗୁରୁବାର ବିଳମ୍ବିତ ରାତିରେ ଏକ ୧୮ ଚକିଆ ଟ୍ରକ ଅନ୍ୟ ଏକ ଟ୍ରକକୁ…

ମାତ୍ର ୬ ବଲ୍‌ରେ ମ୍ୟାଚ୍‌ର ମୋଡ଼ ବଦଳାଇଦେଲେ ବୁମ୍‌ରା: ପରାଜୟ ମୁହଁରୁ ଭାରତକୁ ଆଣିଲେ ଟାଣି

ମୁମ୍ବାଇ,୬।୩: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ଖେଳାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପର ଏହି ସେମିଫାଇନାଲ ମ୍ୟାଚ ଉଭୟ ଇନିଂସରେ ୪୯୯ ରନ ସଂଗ୍ରହ କରିଥିଲା। ମ୍ୟାଚ…

ଇତିହାସ ରଚିଲା ଭାରତ: ଭାଙ୍ଗିଗଲା ବିଶ୍ୱରେକର୍ଡ, କ୍ରିକେଟ ଇତିହାସରେ ପ୍ରଥମଥର ଘଟିଲା…

ମୁମ୍ବାଇ,୬।୩: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଟି୨୦ ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲ କ୍ରିକେଟ ଇତିହାସର ସବୁଠାରୁ ରୋମାଞ୍ଚକର ଏବଂ ଉଚ୍ଚ ସ୍କୋରିଂ ମ୍ୟାଚ ମଧ୍ୟରୁ ଗୋଟିଏ ପ୍ରମାଣିତ ହୋଇଥିଲା। ଭାରତ ଇଂଲଣ୍ଡକୁ ମାତ୍ର…

ମ୍ୟାଚ ସମୟରେ ଦ୍ବନ୍ଦରେ ପଡିଗଲେ ସୂର୍ଯ୍ୟକୁମାର ଯାଦବ, ଗୌତମ ଗମ୍ଭୀରଙ୍କୁ ସାହାଯ୍ୟ ମାଗିବା ପରେ ଚମତ୍କାର….

ନୂଆଦିଲ୍ଲୀ,୬।୩:ଭାରତ ୭ ରନରେ ଜିତି ଫାଇନାଲରେ ପ୍ରବେଶ କରିଛି । ଭାରତୀୟ ବ୍ୟାଟସମ୍ୟାନମାନେ ଦମଦାର ପ୍ରଦର୍ଶନ କରି ୨୦ ଓଭରରେ ୭ ୱିକେଟରେ ୨୫୩ ରନ କରିଥିଲେ । ଯାହା ପରେ ଇଂଲଣ୍ଡ ୨୦…

ଭୋଜି ଖାଇ ଫେରୁଥିବା ବେଳେ କଲଭର୍ଟ ତଳକୁ ଖସିଲା ବାଇକ୍, ୨……

ନନ୍ଦପୁର,୬।୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକରେ ସଡ଼କ ଦୁର୍ଘଟଣା । କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟର ମୋଡରେ ପୂର୍ତ୍ତବିଭାଗ ତରଫରୁ ନିର୍ମାଣଧିନ ଡ୍ରେନ ଓ କଲଭର୍ଟ…

ମୋତେ ନୁହେଁ, ମ୍ୟାନ୍‌ ଅଫ ଦି ମ୍ୟାଚ ପୁରସ୍କାର ଏହି ଖେଳାଳିଙ୍କୁ ଦେବା ଥିଲା ଉଚିତ୍‌: ଖୋଲାଖୋଲି ଏମିତି କହିଦେଲେ ସଞ୍ଜୁ ସାମସନ

ମୁମ୍ବାଇ,୬।୩: ଇଂଲଣ୍ଡ ବିପକ୍ଷରେ ଟି-୨୦ ବିଶ୍ୱକପ ସେମିଫାଇନାଲରେ ଆକ୍ରମଣାତ୍ମକ ୪୨ ବଲରୁ ୮୯ ରନ ପାଇଁ ସଞ୍ଜୁ ସାମସନଙ୍କୁ ମ୍ୟାନ୍‌ ଅଫ ଦି ମ୍ୟାଚ ପୁରସ୍କାର ଦିଆଯାଇଛି। କିନ୍ତୁ ବିଜୟ ପାଇଁ ଜସପ୍ରୀତ ବୁମରା…

ସୁଖୋଇ-୩୦ ଯୁଦ୍ଧବିମାନ କ୍ରାଶ୍: ୨ଜଣଙ୍କ ମୃତ୍ୟୁ, ପାହାଡ଼ରେ ପିଟି….

ନୂଆଦିଲ୍ଲୀ,୬।୩:  ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁ ହୋଇଛି । ଭାରତୀୟ ବାୟୁସେନା ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛି। ସେନା…

ଛାଡ଼ପତ୍ର ଦେଲା କିଏ: ରାଜଧାନୀରେ ଆଲୋଚନା ହେଉଛି, କାହାର ପୂରିଲା ବେଳକାଳ

ଭୁବନେଶ୍ୱର,୬।୩(ସୁନିତ୍‌ ମିଶ୍ର):୨୦୧୪ ମସିହାରେ ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଆସିଥିଲା। ଏହା ପରଠାରୁ ୨୦୨୪ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ଅନେକ ନିଷ୍ପତ୍ତିରେ ତତ୍କାଳୀନ ବିଜେଡି ସରକାର ଉପରେପଡ଼ି ଖୋଲାଖୋଲି ସମର୍ଥନ ଦେଇଆସୁଥିଲା। ଏପରିକି ବିଜେଡି…

ଭାରତ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା: ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ୍‌,୬।୩: ଆମେରିକା ରୁଷୀୟ ଜଳସୀମାରେ ଫସି ରହିଥିବା ତୈଳ ଜାହାଜଗୁଡ଼ିକୁ ଭାରତ ପଠାଇବାକୁ ଅନୁମତି ଦେଇଛି। ଏହା କେବଳ ୩୦ ଦିନ ପାଇଁ ଏକ ଅସ୍ଥାୟୀ ଛାଡ। ଦୁଇ ବରିଷ୍ଠ ଆମେରିକୀୟ ଅଧିକାରୀ କହିଛନ୍ତି, ଏହି ନିଷ୍ପତ୍ତି ବିଶ୍ୱ ତୈଳ ବଜାର…

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…

ସଂସଦରେ ଦେଖାଯିବ ବିରଳ ମୁହୂର୍ତ୍ତ: ଏମ୍‌ପି ଆସନରେ ବସିବେ ବାଚସ୍ପତି

ନୂଆଦିଲ୍ଲୀ,୬ା୩(ପି.ଟି.):ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ଏମ୍‌ପିମାନେ ପକ୍ଷପାତ ଅଭିଯୋଗ ଆଣି ତାଙ୍କ ବହିଷ୍କାର ଦାବିରେ ନୋଟିସ ଦେଇଥିବାରୁ ଆସନ୍ତା ସୋମବାର ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଏକ ବିରଳ ମୁହୂର୍ତ୍ତ ଦେଖିବାକୁ ମିଳିବ।…

ଭାରତ ମହାସାଗରକୁ ଛୁଇଁଲା ମଧ୍ୟପ୍ରାଚ୍ୟ ଯୁଦ୍ଧ: ଲୋକେ ଭୟଭୀତ

କଲମ୍ବୋ/ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୬ା୩(ରଏଟର୍ସ/ଅଲ୍‌ଜଜିରା/ପିଟି):ଇସ୍‌ଲାମିକ୍‌ ସାଧାରଣତନ୍ତ୍ର ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ୍‌ର ଘମାଘୋଟ ଯୁଦ୍ଧ ଜାରି ରହିଛି। ତେବେ ବର୍ତ୍ତମାନ ଏହା ମଧ୍ୟପ୍ରାଚ୍ୟରେ ସୀମିତ ନ ରହି ଅନ୍ୟ ଭୂଖଣ୍ଡକୁ ବ୍ୟାପିବା ଆରମ୍ଭ ହୋଇଛି। ବୁଧବାର ଭାରତୀୟମାନେ ହୋଲି ଖେଳିବାରେ ବ୍ୟସ୍ତ ଥିବାବେଳେ ଭାରତ…

ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ ଏବେ ବିଶ୍ୱକପ ଟ୍ରଫିଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି। ଆସନ୍ତା ମହାଲଢ଼େଇରେ…

ସେମିଫାଇନାଲରେ ଭାରତର ବିସ୍ଫୋରକ ବ୍ୟାଟିଂ: ଇଂଲଣ୍ଡ ପାଇଁ ୨୫୪ ରନ୍‌ର ବିଶାଳ ଲକ୍ଷ୍ୟ, ରଚିଲା ନୂଆ ବିଶ୍ୱ ରେକର୍ଡ!  

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ର ହାଇଭୋଲଟେଜ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨୫୩ ରନର ବିଶାଳ ସ୍କୋର ଛିଡ଼ା କରିଛି। ଟି-୨୦ ବିଶ୍ୱକପ…

ସାମସନଙ୍କ କମାଲ: ଓ୍ବେଷ୍ଟଇଣ୍ଡିଜ ପରେ ଇଂଲଣ୍ଡ ବୋଲରଙ୍କୁ ନିର୍ଧୁମ ଛେଚା, ଏବେ ଟାର୍ଗେଟ…

ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଜାରି ରହିଥିବା ଦ୍ୱିତୀୟ ସେମିଫାଇନାଲରେ ପୁଣି ଥରେ ଚମକିଛନ୍ତି ସଞ୍ଜୁ ସାମସନ। ପୂର୍ବ ମୁକାବିଲାରେ ଜବରଦସ୍ତ ପ୍ରଦର୍ଶନ କରି ଭାରତକୁ ବିଜେତା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି କ୍ରିକେଟର ନିଜର ଅର୍ଦ୍ଧଶତକ…

India vs England Semifinal: ଓ୍ବାଙ୍ଖଡେରେ ମହାଲଢ଼େଇ; ଟସ୍‌ ହାରିଲେ ସୂର୍ଯ୍ୟକୁମାର, ପ୍ରଥମେ ବ୍ୟାଟିଂ କରିବ…

ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲକୁ ନେଇ ଏବେ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ପହଞ୍ଚିଛି। ଟି-୨୦ ବିଶ୍ୱକପ ଇତିହାସରେ ଏହି ଦୁଇ ଦଳ ଷଷ୍ଠ ଥର ପାଇଁ ପରସ୍ପରର ସାମ୍ନା କରୁଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri