ଆଜି ଜାତୀୟ ଦନ୍ତ ଚିକିତ୍ସକ ଦିବସ, ଦାନ୍ତ ସୁରକ୍ଷା ପ୍ରତି ଯତ୍ନବାନ୍‌ ହେବା ଜରୁରୀ

ଦାନ୍ତ ଆମକୁ ଖାଦ୍ୟ ଚୋବାଇବାରେ ସାହାଯ୍ୟ କରିଥାଏ । ଏହା ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ। ଏହାର ଯଦି ଆମେ ଠିକ୍‌ ଭାବରେ ଯତ୍ନ ନ ନେବା ତେବେ ପରବର୍ତ୍ତୀ ସମୟରେ ତାହା…

୭ ଦିନ ହେବ ନିଖୋଜ ଥିଲେ ହର: ଆଜି ମିଳିଲା…

ଥୁଆମୂଳ ରାମପୁର,୬ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଘଟଣାରେ ଗତ ୭ ଦିନ ଧରି ନିଖୋଜ ଥିବା ବ୍ରାହ୍ମଣୀ ଚଞ୍ଚରା ଗ୍ରାମର ହର ବେହେରୁକ…

ସେମିଫାଇନାଲ ଜିତିବା ପରେ ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, ଭାଇରାଲ ହେଉଛି ବୟାନ

ନୂଆଦିଲ୍ଲୀ,୬।୩: ଭାରତ ଗୁରୁବାର, ମାର୍ଚ୍ଚ ୫ରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ସେମିଫାଇନାଲ ମ୍ୟାଚ ୭ ରନରେ ଜିତିଛି। ଏହା ସହିତ, ଟିମ ଇଣ୍ଡିଆ ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛି, ଯେଉଁଠାରେ ସେମାନେ…

ଯୁଦ୍ଧ ବନ୍ଦ କରିବାକୁ ଇରାନ ବାରମ୍ବାର କରୁଛି ଫୋନ, ହେଲେ ରାଜି ହେଉନାହାଁନ୍ତି ଟ୍ରମ୍ପ! ଆମେରିକା ରାଷ୍ଟ୍ରପତି ଦାବି କରିଛନ୍ତି…

ଓ୍ବାଶିଂଟନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ପ୍ରବଳ ସାମରିକ କ୍ଷତି ସହିବା ପରେ, ଇରାନ ଏବେ ଆଲୋଚନା କରିବାକୁ ଚାହୁଁଛି। ସେ ଏହା ମଧ୍ୟ କହିଛନ୍ତି ଯେ ଆମେରିକା ଏବଂ ଇସ୍ରାଏଲୀ…

ଓଭର ବ୍ରିଜ୍‌ ତଳୁ ମିଳିଲା ଲାଇନ୍‌ମ୍ୟାନଙ୍କ ମୃତଦେହ, ସ୍କୁଟରରେ ବସିଥିବା ଅବସ୍ଥାରେ…

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଦ୍ୟୁତ୍‌ ବିଭାଗ (ଟାଟା ପାଓ୍ବାର)ରେ କାର୍ଯ୍ୟ କରୁଥିବା ଲାଇନ୍‌ମ୍ୟାନ୍‌ଙ୍କ ମୃତଦେହ ଆଜି କେନ୍ଦୁଝର ଟାଉନ, ସାମଲ ଅଟୋ ଓଭର ବ୍ରିଜ୍‌ ନିକଟରୁ ଉଦ୍ଧାର ହୋଇଛି। ସ୍କୁଟରରେ ବସିଥିବା ଅବସ୍ଥାରେ…

ହୃଦୟ ଜିତିଲେ ଜୟ ଶାହା, ଯୁଦ୍ଧ ଯୋଗୁ ଭାରତରେ ଫସି ରହିଥିବା ବିଦେଶୀ ଦଳକୁ…

ନୂଆଦିଲ୍ଲୀ,୬।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କେବଳ ଫାଇନାଲ ମ୍ୟାଚ ବାକି ଅଛି, ନ୍ୟୁଜିଲାଣ୍ଡ ଏବଂ ଭାରତ ମାର୍ଚ୍ଚ ୮ ତାରିଖରେ ଖେଳିବାକୁ ଯାଉଛି। ସୁପର ୮ ରାଉଣ୍ଡରେ ଭାରତଠାରୁ ହାରିବା…

ଭୁବନେଶ୍ୱରରେ ଅମିତ ଶାହା, ସ୍ବାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୩: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପା ସଭାପତି…

ଅଫିସିଆଲ ଘୋଡ଼ା ବେପାର: ରାଜ୍ୟ ସଭା ନିର୍ବାଚନରେ ବିଧାୟକ କିଣାବିକା ସୁନିଶ୍ଚିତ

ଭୁବନେଶ୍ୱର, ୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ଗୁରୁବାର ନାମାଙ୍କନ ଦାଖଲର ଶେଷ ଦିନ ଥିଲା। ଶେଷ ଦିନରେ ମୋଟ୍‌ ୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଭାଜପା ପକ୍ଷରୁ ପ୍ରଥମ ଦୁଇଟି ଆସନରେ ମନମୋହନ…

ସୁଖୋଇ-୩୦ ଯୁଦ୍ଧବିମାନ କ୍ରାଶ୍: ୨ଜଣଙ୍କ ମୃତ୍ୟୁ, ପାହାଡ଼ରେ ପିଟି….

ନୂଆଦିଲ୍ଲୀ,୬।୩:  ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁ ହୋଇଛି । ଭାରତୀୟ ବାୟୁସେନା ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛି। ସେନା…

ଛାଡ଼ପତ୍ର ଦେଲା କିଏ: ରାଜଧାନୀରେ ଆଲୋଚନା ହେଉଛି, କାହାର ପୂରିଲା ବେଳକାଳ

ଭୁବନେଶ୍ୱର,୬।୩(ସୁନିତ୍‌ ମିଶ୍ର):୨୦୧୪ ମସିହାରେ ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଆସିଥିଲା। ଏହା ପରଠାରୁ ୨୦୨୪ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ଅନେକ ନିଷ୍ପତ୍ତିରେ ତତ୍କାଳୀନ ବିଜେଡି ସରକାର ଉପରେପଡ଼ି ଖୋଲାଖୋଲି ସମର୍ଥନ ଦେଇଆସୁଥିଲା। ଏପରିକି ବିଜେଡି…

ଭାରତ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା: ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ୍‌,୬।୩: ଆମେରିକା ରୁଷୀୟ ଜଳସୀମାରେ ଫସି ରହିଥିବା ତୈଳ ଜାହାଜଗୁଡ଼ିକୁ ଭାରତ ପଠାଇବାକୁ ଅନୁମତି ଦେଇଛି। ଏହା କେବଳ ୩୦ ଦିନ ପାଇଁ ଏକ ଅସ୍ଥାୟୀ ଛାଡ। ଦୁଇ ବରିଷ୍ଠ ଆମେରିକୀୟ ଅଧିକାରୀ କହିଛନ୍ତି, ଏହି ନିଷ୍ପତ୍ତି ବିଶ୍ୱ ତୈଳ ବଜାର…

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…

ସଂସଦରେ ଦେଖାଯିବ ବିରଳ ମୁହୂର୍ତ୍ତ: ଏମ୍‌ପି ଆସନରେ ବସିବେ ବାଚସ୍ପତି

ନୂଆଦିଲ୍ଲୀ,୬ା୩(ପି.ଟି.):ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ଏମ୍‌ପିମାନେ ପକ୍ଷପାତ ଅଭିଯୋଗ ଆଣି ତାଙ୍କ ବହିଷ୍କାର ଦାବିରେ ନୋଟିସ ଦେଇଥିବାରୁ ଆସନ୍ତା ସୋମବାର ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଏକ ବିରଳ ମୁହୂର୍ତ୍ତ ଦେଖିବାକୁ ମିଳିବ।…

ଭାରତ ମହାସାଗରକୁ ଛୁଇଁଲା ମଧ୍ୟପ୍ରାଚ୍ୟ ଯୁଦ୍ଧ: ଲୋକେ ଭୟଭୀତ

କଲମ୍ବୋ/ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୬ା୩(ରଏଟର୍ସ/ଅଲ୍‌ଜଜିରା/ପିଟି):ଇସ୍‌ଲାମିକ୍‌ ସାଧାରଣତନ୍ତ୍ର ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ୍‌ର ଘମାଘୋଟ ଯୁଦ୍ଧ ଜାରି ରହିଛି। ତେବେ ବର୍ତ୍ତମାନ ଏହା ମଧ୍ୟପ୍ରାଚ୍ୟରେ ସୀମିତ ନ ରହି ଅନ୍ୟ ଭୂଖଣ୍ଡକୁ ବ୍ୟାପିବା ଆରମ୍ଭ ହୋଇଛି। ବୁଧବାର ଭାରତୀୟମାନେ ହୋଲି ଖେଳିବାରେ ବ୍ୟସ୍ତ ଥିବାବେଳେ ଭାରତ…

ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ ଏବେ ବିଶ୍ୱକପ ଟ୍ରଫିଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି। ଆସନ୍ତା ମହାଲଢ଼େଇରେ…

ସେମିଫାଇନାଲରେ ଭାରତର ବିସ୍ଫୋରକ ବ୍ୟାଟିଂ: ଇଂଲଣ୍ଡ ପାଇଁ ୨୫୪ ରନ୍‌ର ବିଶାଳ ଲକ୍ଷ୍ୟ, ରଚିଲା ନୂଆ ବିଶ୍ୱ ରେକର୍ଡ!  

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ର ହାଇଭୋଲଟେଜ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨୫୩ ରନର ବିଶାଳ ସ୍କୋର ଛିଡ଼ା କରିଛି। ଟି-୨୦ ବିଶ୍ୱକପ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri