ହୋଟେଲ ରୁମ୍‌ କିମ୍ବା ଚେଞ୍ଜିଂ ରୁମ୍‌ରେ ଅଛି କି ‘Hidden Camera’? ଏଭଳି ଉପାୟରେ କରନ୍ତୁ ଚିହ୍ନଟ, ନହେଲେ ରେକର୍ଡ ହୋଇଯିବ…

ଭୁବନେଶ୍ୱର,୬।୩: ଆଜିର ସମୟରେ ଟେକ୍ନୋଲୋଜି ଯେତିକି ଦ୍ରୁତ ଗତିରେ ଆଗକୁ ବଢ଼ୁଛି, ସେତିକି ପ୍ରାଇଭେସି ବା ଗୋପନୀୟତାକୁ ନେଇ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। ଅନେକ ସମୟରେ ହୋଟେଲ ରୁମ, ଟ୍ରାଏଲ ରୁମ କିମ୍ବା…

‘ଯେମିତି କରିବ ସେମିତି ମିଳିବ…’, ଚାଚା ନୀତୀଶଙ୍କୁ ନେଇ ଏମିତି କ’ଣ କହିଦେଲେ ରୋହିଣୀ? ଯାହାକୁ ନେଇ ହେଲାଣି ଖୁବ ଚର୍ଚ୍ଚା

ପାଟନା,୬।୩: ନୀତୀଶ କୁମାର ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ସେ ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି (ନୀତୀଶ କୁମାର ରାଜ୍ୟ ସଭା ମନୋନୟନ)। ଆଗାମୀ ଦିନରେ ବିହାରରେ ଏକ…

ଘରେ ଶୋଇଥିବାବେଳେ ନାବାଳିକାଙ୍କୁ ବଳାତ୍କାର, ଆସାମୀଙ୍କୁ ଅଦାଲତ ଶୁଣାଇଲେ ଏହି ରାୟ…

କଟକ,୬ା୩(ପ୍ରଭୁକଲ୍ୟାଣ ମହାପାତ୍ର): ନାବାଳିକା ବଳାତ୍କାର ମାମଲାରେ ଆସାମୀକୁ ଶୁକ୍ରବାର ସଜା ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ। ଆସାମୀ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ। ଜରିମାନା ବାବଦ…

ନୀତୀଶ କୁମାରଙ୍କୁ ବିରୋଧ କଲେଣି ପରିବାର, ମୋଦିଙ୍କ ପୋଷ୍ଟରରେ ଲଗାଇଲେ କାଳି, ‘ଲଲନ ସିଂ, ସଞ୍ଜୟ ଝା ସଭିଙ୍କ ଉପରେ…’

ପାଟନା,୬।୩: ନୀତୀଶ କୁମାର ରାଜ୍ୟ ସଭା ପାଇଁ ପ୍ରାର୍ଥୀ ହେବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ବିହାରରୁ ତାଙ୍କ ବିଦାୟ କେବଳ ଦଳୀୟ କର୍ମୀଙ୍କୁ ନୁହେଁ ବରଂ ତାଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ…

T୨୦ ବିଶ୍ୱକପ୍‌ ଜିତିବାକୁ ହେଲେ ଅଭିଷେକ-ବରୁଣଙ୍କୁ ବାହାର କର…ଦଳ ପାଇଁ ବୋଝ ପାଲଟିଲେଣି ବିଶ୍ୱର ନଂ-୧ ଖେଳାଳି 

ନୂଆଦିଲ୍ଲୀ,୬।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଭାରତୀୟ ଦଳ ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଖେଳିଯାଇଥିବା ବେଳେ ଟିମ ମ୍ୟାନେଜମେଣ୍ଟ ପାଇଁ କିଛି…

ଘରେ ଶୋଇଥିବାବେଳେ ଜୀବନ୍ତ ଜଳିଗଲେ ଖବରକାଗଜ ବିତରକ: ଖେଳିଗଲା ଶୋକର ଛାୟା

ବଞ୍ଚୋ,୬।୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଥାନା ନିକଟ ବଡ଼ଦାଣ୍ଡ ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଯୁବକ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ବଡ଼ଦାଣ୍ଡ…

ପ୍ରକାଶ ପାଇଲା ସିଭିଲ ସର୍ଭିସ୍‌ ରେଜଲ୍ଟ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର, ଜାଣନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୬ା୩: ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବାବେଳେ ଦ୍ୱିତୀୟରେ ରାଜେଶ୍ୱରୀ ଶୁଭ ଏମ୍‌, , ତୃତୀୟରେ ଆକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନ୍‌ଝୁନ୍‌ଓ୍ବାଲା,…

ଅଭିଷେକ ଶର୍ମା OUT! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ସୁଯୋଗ, ବିଶ୍ୱକପ ଫାଇନାଲ ପାଇଁ ଦଳ ଘୋଷଣା

ନୂଆଦିଲ୍ଲୀ,୬।୩: ଭାରତ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ର ଫାଇନାଲରେ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ଏହି ରୋମାଞ୍ଚକର ମହାମୁକାବିଲା ରବିବାର (8 ମାର୍ଚ୍ଚ) ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଯାଉଛି। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିଜେତା-ଟେକ-ଅଲ ପ୍ରତିଯୋଗିତା…

ଭୁବନେଶ୍ୱରରେ ଅମିତ ଶାହା, ସ୍ବାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୩: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପା ସଭାପତି…

ଅଫିସିଆଲ ଘୋଡ଼ା ବେପାର: ରାଜ୍ୟ ସଭା ନିର୍ବାଚନରେ ବିଧାୟକ କିଣାବିକା ସୁନିଶ୍ଚିତ

ଭୁବନେଶ୍ୱର, ୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ଗୁରୁବାର ନାମାଙ୍କନ ଦାଖଲର ଶେଷ ଦିନ ଥିଲା। ଶେଷ ଦିନରେ ମୋଟ୍‌ ୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଭାଜପା ପକ୍ଷରୁ ପ୍ରଥମ ଦୁଇଟି ଆସନରେ ମନମୋହନ…

ସୁଖୋଇ-୩୦ ଯୁଦ୍ଧବିମାନ କ୍ରାଶ୍: ୨ଜଣଙ୍କ ମୃତ୍ୟୁ, ପାହାଡ଼ରେ ପିଟି….

ନୂଆଦିଲ୍ଲୀ,୬।୩:  ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁ ହୋଇଛି । ଭାରତୀୟ ବାୟୁସେନା ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛି। ସେନା…

ଛାଡ଼ପତ୍ର ଦେଲା କିଏ: ରାଜଧାନୀରେ ଆଲୋଚନା ହେଉଛି, କାହାର ପୂରିଲା ବେଳକାଳ

ଭୁବନେଶ୍ୱର,୬।୩(ସୁନିତ୍‌ ମିଶ୍ର):୨୦୧୪ ମସିହାରେ ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଆସିଥିଲା। ଏହା ପରଠାରୁ ୨୦୨୪ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ଅନେକ ନିଷ୍ପତ୍ତିରେ ତତ୍କାଳୀନ ବିଜେଡି ସରକାର ଉପରେପଡ଼ି ଖୋଲାଖୋଲି ସମର୍ଥନ ଦେଇଆସୁଥିଲା। ଏପରିକି ବିଜେଡି…

ଭାରତ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା: ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ୍‌,୬।୩: ଆମେରିକା ରୁଷୀୟ ଜଳସୀମାରେ ଫସି ରହିଥିବା ତୈଳ ଜାହାଜଗୁଡ଼ିକୁ ଭାରତ ପଠାଇବାକୁ ଅନୁମତି ଦେଇଛି। ଏହା କେବଳ ୩୦ ଦିନ ପାଇଁ ଏକ ଅସ୍ଥାୟୀ ଛାଡ। ଦୁଇ ବରିଷ୍ଠ ଆମେରିକୀୟ ଅଧିକାରୀ କହିଛନ୍ତି, ଏହି ନିଷ୍ପତ୍ତି ବିଶ୍ୱ ତୈଳ ବଜାର…

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…

ସଂସଦରେ ଦେଖାଯିବ ବିରଳ ମୁହୂର୍ତ୍ତ: ଏମ୍‌ପି ଆସନରେ ବସିବେ ବାଚସ୍ପତି

ନୂଆଦିଲ୍ଲୀ,୬ା୩(ପି.ଟି.):ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ଏମ୍‌ପିମାନେ ପକ୍ଷପାତ ଅଭିଯୋଗ ଆଣି ତାଙ୍କ ବହିଷ୍କାର ଦାବିରେ ନୋଟିସ ଦେଇଥିବାରୁ ଆସନ୍ତା ସୋମବାର ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଏକ ବିରଳ ମୁହୂର୍ତ୍ତ ଦେଖିବାକୁ ମିଳିବ।…

ଭାରତ ମହାସାଗରକୁ ଛୁଇଁଲା ମଧ୍ୟପ୍ରାଚ୍ୟ ଯୁଦ୍ଧ: ଲୋକେ ଭୟଭୀତ

କଲମ୍ବୋ/ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୬ା୩(ରଏଟର୍ସ/ଅଲ୍‌ଜଜିରା/ପିଟି):ଇସ୍‌ଲାମିକ୍‌ ସାଧାରଣତନ୍ତ୍ର ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ୍‌ର ଘମାଘୋଟ ଯୁଦ୍ଧ ଜାରି ରହିଛି। ତେବେ ବର୍ତ୍ତମାନ ଏହା ମଧ୍ୟପ୍ରାଚ୍ୟରେ ସୀମିତ ନ ରହି ଅନ୍ୟ ଭୂଖଣ୍ଡକୁ ବ୍ୟାପିବା ଆରମ୍ଭ ହୋଇଛି। ବୁଧବାର ଭାରତୀୟମାନେ ହୋଲି ଖେଳିବାରେ ବ୍ୟସ୍ତ ଥିବାବେଳେ ଭାରତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri