ଅର୍ଶଦୀପଙ୍କୁ ଜରିମାନା, ଜାଣନ୍ତୁ କାହିଁକି…

ଦୁବାଇ, ୧୦ା୩: ଅହମଦାବାଦରେ ଅନୁଷ୍ଠିତ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଫାଇନାଲ ସମୟରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେରିଲ ମିଚେଲଙ୍କୁ ଲକ୍ଷ୍ୟ କରି ଅକ୍ରମଣାତ୍ମକ ଢଙ୍ଗରେ ବଲ୍‌ ଫିଙ୍ଗିଥିବାରୁ ତାଙ୍କ ମ୍ୟାଚ୍‌ ଫି’ର ୧୫ ପ୍ରତିଶତ…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଙ୍ଗୀତ ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ ବିଭାଗରେ ଥିବା ମହିଳା ଶୌଚାଳୟର ପ୍ୟାନ…

ଓଡ଼ିଶାରେ ଗ୍ୟାସ ସିଲିଣ୍ଡରକୁ ନେଇ ସରକାର ବଡ଼ ଘୋଷଣା, କାଲିଠୁ…

ଭୁବନେଶ୍ୱର,୧୦।୩: ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗ୍ୟାସ…

ଏଲପିଜି ସଙ୍କଟ: ଏସବୁ ରାଜ୍ୟରେ ବଢିଯିବ ଗ୍ୟାସଦର! ଓଡ଼ିଶାରେ…

ନୂଆଦିଲ୍‌ଲୀ,୧୦।୩: ବର୍ତ୍ତମାନ ପଶ୍ଚିମ ଏସିଆରେ ଚାଲିଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ଯୋଗୁଁ ଭାରତରେ ଏଲପିଜି (LPG) ବା ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ଦେଖାଦେଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଏବଂ ‘ଷ୍ଟ୍ରେଟ ଅଫ ହର୍ମୁଜ’…

ମାର୍ଚ୍ଚ ୧୩ରେ ନିଯୁକ୍ତି ମେଳା: ଶିକ୍ଷିତ ଯୁବତୀ, ଯୁବକଙ୍କ ପାଇଁ ବଡ଼ ସୁଯୋଗ

କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷିତ ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଆସନ୍ତା ୧୩ରେ ସ୍ଥାନୀୟ ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ ପଡ଼ିଆରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ଏନେଇ…

ଏବେ ହିଁ କରନ୍ତୁ ଗ୍ୟାସ୍‌ ବୁକିଂ, ନ ହେଲେ ଆଉ ୨୫ଦିନ ଯାଏ ମିଳିବନି!…

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ତାପ ଏବେ ଭାରତରେ ଅନୁଭୂତ ହେଉଛି। ତଥାପି, ଭାରତ ସରକାର LPG ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଘରୋଇ ସିଲିଣ୍ଡରର ଗଚ୍ଛିତ ଏବଂ କଳାବଜାରୀ ରୋକିବା…

ଯୁଦ୍ଧବେଳେ ଫସିଗଲା ଚାଇନା! ଆମେରିକା କଲା ବଡ଼ ଗେମ୍‌…

ବେଜିଂ,୧୦।୩: ଇରାନ-ଆମେରିକା ଯୁଦ୍ଧରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହେଉଛି ହର୍ମୁଜ, ଯାହା ବିଷୟରେ ଇରାନ ପୂର୍ୱରୁ ଆମେରିକାକୁ ଚେତାବନୀ ଦେଇ ଆସୁଥିଲା। ବିବାଦ ବଢ଼ିବା ସହିତ ଆମେରିକାର ର୍ଧୈଯ୍ୟ ଶେଷ ହେବାକୁ ଯାଉଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ପ୍ରସଙ୍ଗରେ…

ରୋଷେଇ ଗ୍ୟାସକୁ ନେଇ ସରକାରଙ୍କ କଡ଼ା ଆକ୍ସନ, ସାଧାରଣ ଲୋକଙ୍କୁ ମିଳିବ…

ନୂଆଦିଲ୍ଲୀ,୧୦।୩: ଗତ କିଛି ଦିନ ଧରି କର୍ମସିଆଲ ଗ୍ୟାସ ସିଲିଣ୍ଡରର ଅଭାବକୁ ନେଇ ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକମାନଙ୍କ ମଧ୍ୟରେ ବଢୁଥିବା ଚିନ୍ତାର ଏବେ ଅନ୍ତ ହେବାକୁ ଯାଉଛି। ଏହି ସଙ୍କଟକୁ ଅନୁଭବ କରି, ସରକାର କେବଳ ନିଜର ରଣନୀତି ବଦଳାଇ…

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ ନିବେଶ) ପାଇଁ ସର୍ତ୍ତାବଳୀରେ ଅନେକ ଛାଡ଼କୁ ମଞ୍ଜୁରୀ ଦେଇଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର…

ଯୁଦ୍ଧ ଭିତରେ ବ୍ୟାକ୍‌ଫୁଟରେ ଆମେରିକା, ଇରାନ ଠୁ ହାରିଯିବା ଡରରେ…

ଓ଼୍ବାଶିଂଟନ,୧୦।୩: ଇରାନ ଉପରେ ଆକ୍ରମଣର ଦଶ ଦିନ ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ତାଙ୍କୁ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ପରାମର୍ଶଦାତାମାନେ କହିଛନ୍ତି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘକାଳୀନ ଯୁଦ୍ଧ ସିଧାସଳଖ ଆମେରିକାକୁ କ୍ଷତି…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏହି ହତ୍ୟା ପୂର୍ବରୁ ମଧ୍ୟ ନେପାଳ ସରକାରରେ ସ୍ଥିରତା ନ…

ଘନ ଘନ ବୈଠକ କରୁଛନ୍ତି ନବୀନ: ବିଧାୟକଙ୍କୁ କହୁଛନ୍ତି ଏମିତି କଥା, ଭବିଷ୍ୟତ ଖରାପ…

ଭୁବନେଶ୍ୱର,୧୦ା୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭାର ୪ ଆସନରେ ନିର୍ବାଚନ ପାଇଁ ନାମାଙ୍କନ ଶେଷ ହେବା ପରଠାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ବିଧାୟକମାନଙ୍କୁ ଡାକି ବୈଠକ କରୁଛନ୍ତି। ବୈଠକରେ ରାଜ୍ୟ ସଭା ବିଷୟରେ ହିଁ ପଚାରୁଛନ୍ତି। ସବୁ…

ଭାଜପାର ଭିତିରି ଚାଲ୍‌: ରାଜ୍ୟ ସଭାର ଚତୁର୍ଥ ଆସନ ପାଇଁ ଚାଲିଛି…

ଭୁବନେଶ୍ୱର,୧୦।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନ ଏବେ ଧୀରେ ଧୀରେ ରୋଚକ ମୋଡ଼ ନେବାକୁ ଲାଗିଲାଣି। ପ୍ରାର୍ଥତ୍ପତ୍ର ଦାଖଲ ଯାଏ ରାଜ୍ୟ ସଭା ନିର୍ବାଚନ ନେଇ ସବୁ ଦଳର ବିଧାୟକମାନଙ୍କର ଯେଉଁ ଆଭିମୁଖ୍ୟ ଥିଲା, ଏବେ…

ଆମେରିକା ଛାଡୁନି, ଇରାନ ନରମୁନି

ଓ୍ବାଶିଂଟନ୍‌ ,୧୦ା୩: ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ରବିବାର ଇସ୍ରାଏଲ ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ରହିଥିବା ପ୍ରମୁଖ…

ତୈଳ ଡିପୋ ଉପରେ ବୋମାମାଡ଼ ପରେ ଇରାନରେ ଏସିଡ୍‌ ବର୍ଷା

ତେହରାନ୍‌,୧୦ା୩: ଇରାନ ରାଜଧାନୀ ତେହରାନ୍‌ରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ ରାଜଧାନୀ ସହରକୁ ଘନ କଳାଧୂଆଁର ବାଦଲ ଢାଙ୍କି ରହିଥିବାବେଳେ ଦୃଶ୍ୟମାନତା ହ୍ରାସ ପାଇଛି।…

ଯୁଦ୍ଧ ପ୍ରଭାବରେ ସୃଷ୍ଟି ହୋଇଛି ୩୫ ଟ୍ରିଲିୟନ ଡଲାରର ସୁନା ବଜାର

ଲଣ୍ଡନ,୧୦ା୩: ଇରାନ-ଆମେରିକା ଯୁଦ୍ଧକୁ ନେଇ ବୈଶ୍ୱିକ ପୁଞ୍ଜି ବଜାର ବେଳକୁ ବେଳ ଧରାଶାୟୀ ହେବାରେ ଲାଗିଛି। ତୈଳ ସଙ୍କଟକୁ ନେଇ ପେଟ୍ରୋଲୟିମ ବଜାରରେ ଅସ୍ଥିରତା ଏବଂ ଭୂ-ରାଜନୈତିକ ସ୍ତରରେ ଦେଖାଯାଇଥିବା ଅସାମଞ୍ଜସ୍ୟ ନିବେଶକଙ୍କୁ ଘୋର ଆଶଙ୍କା ମଧ୍ୟକୁ ଠେଲି ଦେଇଥିବାବେଳେ ଏବେ ଶେୟାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri