ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଦୁଇ…

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର ଦାରିଙ୍ଗବାଡ଼ିଠାରେ ସାମୁହିକ ସ୍ବଚ୍ଛ ଅଭିଯାନ ଅନୁଷ୍ଠିତ…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏପରି ଘଟଣା…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ ନିବେଦନ କରି ଲେଖିଛନ୍ତି ଯେ, ଅର୍ଥମନ୍ତ୍ରୀ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ, ମୃତକଙ୍କ ଶରୀରରେ ସାଧାରଣ ବିଷାକ୍ତ ପଦାର୍ଥଠାରୁ…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ  କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ ସରକାରଙ୍କ ଦ୍ୱାରା ଜରୁରୀକାଳୀନ ସାଇରନ ସିଷ୍ଟମର ଏକ ସଫଳ ପରୀକ୍ଷଣ ଥିଲା। ଏହା…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷାଫଳ ଦେଖିପାରିବେ।…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି ବୁଥଗୁଡ଼ିକରେ ମତଦାନ ଅନିୟମିତତାର ଅଭିଯୋଗ ଆସିଥିଲା। ସ୍ବତନ୍ତ୍ର ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ସୁପାରିଶ ପରେ…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି ଯାହା ସିଧାସଳଖ ଆପଣଙ୍କ ପକେଟକୁ ପ୍ରଭାବିତ କରିବ। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଇରାନ ମଧ୍ୟ ପାଲଟା ଜବାବ ଦେବାକୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛି ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୭୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ ଭୋଟ ଗଣତି ହେବାକୁ ଥିବାବେଳେ, ତା’ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ (ECI)…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି ଗୋଟିଏ ହେଲେ ସହର ରହିନାହିଁ। ତେବେ ରାଉରକେଲାରେ ତାପମାତ୍ରା ୩୫ ଡିଗ୍ରୀ ଥିବାରୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri