‘ପାକିସ୍ତାନ ଯିବୁ ନାହିଁ’, ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କାହିଁକି ଏଭଳି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩୦ା୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ କମ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ପାକିସ୍ତାନ ଗସ୍ତ ବାତିଲ…

ଇରାନର ନୂଆ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ, କହିଲେ…

ଓ୍ବାଶିଂଟନ୍‌,୩୦।୪: ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ପୁଣିଥରେ ସ୍ଥଗିତ ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ନୂତନ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି ଯେ ତେହରାନ ଏକ ପରମାଣୁ ଚୁକ୍ତି…

ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍‌ପି-ବିଧାୟକ ସମୀକ୍ଷା କରି କହିଲେ…

ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍‌ପି ବୈଜୟନ୍ତ ପଣ୍ଡା ଓ ବିଧାୟକ ଡ.…

କାଜୁ ବଗିଚାରେ ପଡ଼ିଛି ଦନ୍ତାହାତୀର ମୃତଦେହ, ବନବିଭାଗର ତଦନ୍ତ ଆରମ୍ଭ

ବଲାଙ୍ଗୀର,୩୦।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଚାନୁଟମାଲ ଗାଁର ଏକ କାଜୁ ବଗିଚାରେ ଗୋଟିଏ ଦନ୍ତାହାତୀର ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ବନ ବିଭାଗ ହାତୀ ମୃତ୍ୟୁ ଖବର ପାଇ ଘଟଣାସ୍ଥଳରେ…

ଯୁବତୀ-ଯୁବକଙ୍କ ଭିତରେ ପଶିଲା ପୋଲିସ, ୩କର୍ମୀଙ୍କୁ ପିଟିପିଟି…

କଟକ,୩୦।୪(ପ୍ରଭୁକଲ୍ୟାଣ ପାଲ୍): କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ପୋଲିସ କର୍ମଚାରୀଙ୍କୁ ଅସାମାଜିକ ଯୁବକଙ୍କ ଦ୍ୱାରା ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ତିନିଜଣ ପୋଲିସ କର୍ମଚାରୀ ଆହତ…

ଶିକ୍ଷା ବିଭାଗରେ କଳାଦାଗ: ମହିଳା ସିଆରସିସିଙ୍କୁ ନିର୍ଯାତନା ଦେଇ ବନ୍ଧାହେଲେ ଡିଇଓ-ବିଇଓ-ପିଇଟି

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ କାର୍ଯ୍ୟରତ ଜଣେ ମହିଳା ସିଆରସିସିଙ୍କୁ ନିର୍ଯାତନା ସହିତ ଅଶ୍ଳୀଳ ମେସେଜ୍‌ କରିବା ମହଙ୍ଗା ପଡିଛି। ଏଭଳି ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ବରଗଡ ଜିଲା ଶିକ୍ଷା ଅଧିକାରୀ…

ନବୀନଙ୍କ ଦଶା ଭୋଗିବେ କି ମମତା? ଟିଏମସିରେ ଚହଳ!

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତିରେ ଏବେ ନୂଆ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଦୁଇଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବାକୁ ନିଷ୍ପତ୍ତି ନେଇଥିବା ଖବର ରାଜନୈତିକ ମହଲରେ ଅନେକ ପ୍ରଶ୍ନ ଉଠାଇଛି। ସାଧାରଣତଃ ଶକ୍ତିଶାଳୀ ନେତାମାନେ ନିଜ ଗଡ଼…

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି ସମୟରେ, ‘ପୋଲ ଡାଏରୀ’ ଦ୍ୱାରା କରାଯାଇଥିବା ଏକ ସର୍ଭେ ସୂଚାଇ ଦେଇଛି ଯେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ଥାନର କୃଷିମନ୍ତ୍ରୀ କିରୋଡି ଲାଲ ମୀନା। ଏହି ଅଭାବନୀୟ ଘଟଣାକୁ ସଭ୍ୟ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ଡାଇନୋସର ଯୁଗରୁ ଚାଲିଛି ‘ମେ-ଫ୍ଲାଇ’ର ନୃତ୍ୟ: ରହସ୍ୟ ଉନ୍ମୋଚନକଲେ ଗବେଷକ

ଲଣ୍ଡନ, ୩୦ା୪:ପୃଥିବୀରେ ଡାଇନୋସରଙ୍କ ଆଗମନର ବହୁ କୋଟି ବର୍ଷ ପୂର୍ବର ପୁରୁଣା ହେଉଛି କ୍ଷୁଦ୍ର ପତଙ୍ଗ ‘ମେ-ଫ୍ଲାଇ’। ଏହି ପତଙ୍ଗର ବିଚିତ୍ର ଉଡ଼ାଣ ଶୈଳୀ ବା ‘ନୃତ୍ୟ’ ଦୀର୍ଘ ଦିନ ଧରି ଗବେଷକମାନଙ୍କ ପାଇଁ ଏକ ରହସ୍ୟ ହୋଇ ରହିଥିଲା। ସମ୍ପ୍ରତି…

ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳା ପ୍ରସଙ୍ଗରେ…

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ବିଧାନସଭାକୁ ରଖାଯାଇଛି। ଏହାସହିତ ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି…

Exit Poll 2026: ଆସାମରେ ଭାଜପା, ତାମିଲନାଡୁରେ ଡିଏମ୍‌କେ, କେରଳରେ ୟୁଡିଏଫ୍‌ ଆଉ ପଶ୍ଚିମବଙ୍ଗରେ…

ନୂଆଦିଲ୍ଲୀ,୨୯ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହେବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ପ୍ରକାଶ ପାଇଛି। ଆସାମରେ ଭାଜପା ବିଜୟୀ ହେବ ବୋଲି ଅନେକ ଏକ୍‌ଜିଟ୍‌ ପୋଲ୍‌ରେ ପୂର୍ବାନୁମାନ କରାଯାଇଥିବାବେଳେ…

ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ଏହି ଦିନ ବାହାରିବ ରେଜଲ୍ଟ

କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଓ ସଚିବଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି।…

ଏଥର ବଙ୍ଗ ଦଖଲ କରିବ ଭାଜପା, ୧୫ ବର୍ଷ ପରେ କ୍ଷମତାଚ୍ୟୁତ ହେବ TMC

କୋଲକାତା,୨୯ା୪: ପଶ୍ଚିମବଙ୍ଗ EXIT POLLରେ ଭାଜପାକୁ ବହୁ ମତ ମିଳିଛି। ପ୍ରଥମ ଥର ବଙ୍ଗ ଦଖଲ କରିବାକୁ ଯାଉଛି ଭାଜପା। ଫଳରେ ୧୫ ବର୍ଷ ଧରି ଶାସନ କରୁଥିବା TMC କ୍ଷମତାଚ୍ୟୁତ ହେବ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲାଗିବ ବଡ଼ ଝଟକା।…

ବର୍ଷା ପରେ ରାତିରେ ଥରିଲା ମାଟି; କଳାହାଣ୍ଡିରେ ଭୂକମ୍ପ ଝଟକା, ଘରୁ ବାହାରି ଆସିଲେ ଲୋକେ

ଭବାନୀପାଟଣା,୨୯।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ବୁଧବାର ରାତି ୭ ଟା ୪୨ ରେ ମୃଦୁ ଭୂମିକମ୍ପ ହୋଇଛି । ପ୍ରାୟ ୧୦ରୁ ୧୫ ସେକେଣ୍ଡ ପର୍ଯ୍ୟନ୍ତ ଏହାର ପ୍ରଭାବରେ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଯାହାକୁ ନେଇ ସ୍ଥାନୀୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri