ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ମାଓବାଦୀ ବିରୋଧୀ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର ଗାଡ଼ିକୁ ଅଟକାଇ ୬୩୧ କଇଁଛ ଜବତ…

ମାଟ୍ରିକ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍‌ ମାମଲା, ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା

ପଦ୍ମପୁର,୧୧ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁରରେ ଦଶମ ଶ୍ରେଣୀର ସାମାଜିକ ବିଜ୍ଞାନ ପ୍ରଶ୍ନ ପତ୍ର ଲିକ୍‌ ମାମଲାରେ ବିଭିନ୍ନ ସ୍କୁଲର ୮ଜଣ ଶିକ୍ଷକଙ୍କୁ ପୋଲିସ ଅଟକ ରଖିଥିଲା। ସେମାନଙ୍କ ମଧ୍ୟରୁ ୬ ଜଣ ଶିକ୍ଷକଙ୍କୁ…

ରାଜଗାଙ୍ଗପୁରରେ ଚାଞ୍ଚଲ୍ୟ: ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା

ରାଜଗାଙ୍ଗପୁର,୧୧।୩: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ରାଜଗାଙ୍ଗପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ପଚରାଉଚରା କରୁଛି।…

ଡ୍ୟୁଟି ପାଇଁ ଯାଉଥିଲେ, ସାମ୍ନାରୁ ଆସି ପିଟିଲା ବାଇକ୍‌; ଚାଲିଗଲା ଗ୍ରାମରକ୍ଷୀଙ୍କ ଜୀବନ, ଜଣେ ଯବାନ…

କୋକସରା,୧୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ସ୍ଥିତ ଦାସ କଲୋନୀ ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଯୁଦ୍ଧ ପ୍ରଭାବ: ଏସିଆନ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ସ୍ଥଗିତ

ନୂଆଦିଲ୍ଲୀ,୧୧ା୩: ମଧ୍ୟପ୍ରାଚ୍ୟ ଏବଂ ଉପସାଗରୀୟ ଅଞ୍ଚଳରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗୁ ଏପ୍ରିଲରେ ଅହମଦାବାଦ୍‌ରେ ହେବାକୁ ଥିବା ଏସିଆନ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖାଯିବା ସହ ମେ’ ମାସକୁ ଘୁଞ୍ଚାଇ ଦିଆଯାଇଛି। ଏହି ମହାଦେଶୀୟ…

IPL 2026 ପାଇଁ ବିରାଟ କୋହଲିଙ୍କ ଆଗରେ ରଖିଲା ବଡ଼ ସର୍ତ୍ତ ରଖିଲା BCCI

ମୁମ୍ବାଇ,୧୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ର ପ୍ରଥମ ପର୍ଯ୍ୟାୟ ପାଇଁ BCCI କାର୍ଯ୍ୟସୂଚୀ ଘୋଷଣା କରିଛି। ଚଳିତ ସିଜନର ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ସନରାଇଜର୍ସ ହାଇଦ୍ରାବାଦ (SRH) ମଧ୍ୟରେ ଟକ୍କର ହେବ।…

IPL ୨୦୨୬ ପାଇଁ କାର୍ଯ୍ୟସୂଚୀ ଘୋଷଣା: ମାତ୍ର ୧୫ ଦିନରେ ଖେଳାଯିବ ୨୦ ମ୍ୟାଚ୍‌, ମାର୍ଚ୍ଚ ୨୮ରୁ…

ନୂଆଦିଲ୍ଲୀ,୧୧।୩: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ବହୁ ପ୍ରତୀକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ର କାର୍ଯ୍ୟସୂଚୀ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ବର୍ତ୍ତମାନ କେବଳ ପ୍ରଥମ ୧୫ ଦିନର ସୂଚୀ…

ମୁକେଶ ଅମ୍ବାନୀଙ୍କୁ ଧନ୍ୟବାଦ ଜଣାଇଲେ ଟ୍ରମ୍ପ, ଆମେରିକାରେ ରିଲାଏନ୍ସର ବିଶାଳ ପୁଞ୍ଜିନିବେଶ

ନୂଆଦିଲ୍ଲୀ,୧୧ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶର ଶକ୍ତି କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ଘୋଷଣା କରିଛନ୍ତି। ଆମେରିକାର ଟେକ୍ସାସ ସ୍ଥିତ ବ୍ରାଉନ୍ସଭିଲ୍ ଠାରେ ଏକ ବିଶାଳ ତୈଳ ବିଶୋଧନାଗାର ନିର୍ମାଣ ପାଇଁ $୩୦୦ ବିଲିୟନର (ପ୍ରାୟ ୨୫ ଲକ୍ଷ କୋଟି…

ଲୋକସଭାରେ ବାଚସ୍ପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍; ଗୃହରେ ପ୍ରବଳ ହଟ୍ଟଗୋଳ

ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ…

ଭାରତୀୟ ତେଲ କମ୍ପାନୀଗୁଡ଼ିକ ଉପରେ ଚାପ: ଏପରି ସତର୍କବାଣୀ ଶୁଣିଲା ରେଟିଂ ସଂସ୍ଥା ମୁଡିସ୍

ନୂଆଦିଲ୍ଲୀ,୧୧ା୩: ମଧ୍ୟପ୍ରାଚ୍ୟର ଚାଲିଥିବା ଯୁଦ୍ଧ କାରଣରୁ ଆନ୍ତର୍ଜାତିକ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଘଡ଼ିସନ୍ଧି ମୁହୁର୍ତରେ ଭାରତୀୟ ବଜାରରେ ତେଲ ଦର ସ୍ଥିର ରହିଛି। ଫଳରେ ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀଗୁଡ଼ିକ ଆର୍ଥିକ ଚାପର…

ଭ୍ରମାତ୍ମକ ଖବର ଯୋଗୁ ଗ୍ୟାସ ସିଲିଣ୍ଡର ପାଇଁ ଆତଙ୍କ, ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୧ା୩: ଦେଶରେ ଏଲପିଜି (LPG) ସଙ୍କଟକୁ ନେଇ ବ୍ୟାପୁଥିବା ଗୁଜବ ଓ ଭ୍ରମାତ୍ମକ ଖବର ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହି କାରଣରୁ ଅନେକ ସ୍ଥାନରେ ଗ୍ୟାସ ସିଲିଣ୍ଡର ହୋର୍ଡିଂ ବା ମହଜୁଦ କରିବା ଏବଂ ପ୍ୟାନିକ୍ ବୁକିଂ ବୃଦ୍ଧି…

ଭାଜପାରେ ମିଶିଲେ ବାଲେଶ୍ବରର ପୂର୍ବତନ ଏମପି ରବୀନ୍ଦ୍ର ଜେନା, କାଲି ଛାଡିଥିଲେ ବିଜେଡି

ଭୁବନେଶ୍ବର,୧୧।୩: ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ରବୀନ୍ଦ୍ର ଜେନା ଆଜି ଭାଜପାରେ ମିଶିଛନ୍ତି । ରାଜ୍ୟ ପାର୍ଟି ଅଫିସ ଯାଇ ସେ ଦଳରେ ସାମିଲ ହୋଇଛନ୍ତି । ଶତାଧିକ ସମର୍ଥକଙ୍କୁ ନେଇ ପାର୍ଟି ଅଫିସ୍ ଆସି ପଦ୍ମ ଧରିଲେ…

ଯୁଦ୍ଧକୁ ନେଇ ମୋଦି ଦେଲେ ବଡ଼ ବୟାନ, ସିଧା କଲେ ଟାର୍ଗେଟ…

ନୂଆଦିଲ୍‌ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରୁ ନିଜ ଭାଷଣରେ ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଯୁଦ୍ଧ ବିଷୟରେ କହିବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ସମଗ୍ର ବିଶ୍ୱ ଏବଂ ଭାରତ ସରକାର ଉପସାଗରୀୟ ଦେଶଗୁଡ଼ିକରେ…

ଯୁଦ୍ଧ ଭିତରେ ସମୁଦ୍ରରେ ଇରାନ-ଚାଇନାର ବଡ଼ ଡିଲ୍‌, ଚମକି ପଡିଲା ଆମେରିକା!

ବେଜିଂ,୧୧।୩: ଆମେରିକା-ଇରାନ ଯୁଦ୍ଧ ଏବଂ ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଖରାପ ହେବା ଯୋଗୁଁ ସମଗ୍ର ବିଶ୍ୱ ତେଲ ପାଇଁ ହାହାକାର ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ, ଚାଇନା ଏହି ଖରାପ ପରିସ୍ଥିତିର ଫାଇଦା ଉଠାଇବାକୁ ହାତଛଡ଼ା କରୁନାହିଁ। CNBC ରିପୋର୍ଟ ଅନୁଯାୟୀ, ଇରାନ ଏବେ…

ଯୁଦ୍ଧକୁ ଏଣ୍ଟ୍ରି କଲା ପାକିସ୍ତାନ, ଆମେରିକା ବିରୋଧରେ ଯୁଦ୍ଧ ଘୋଷଣା! ବିଶ୍ୱରେ ଚହଳ…

ଇସଲାମାବାଦ,୧୧।୩; ଦକ୍ଷିଣ ଏସିଆ ଧୀରେ ଧୀରେ ଇସ୍ରାଏଲ-ଇରାନ ବିବାଦରେ ଜଡିତ ହେଉଛି। ଏସୀୟ ଦେଶଗୁଡ଼ିକର ଜାହାଜଗୁଡ଼ିକ ହରମୁଜ ପ୍ରଣାଳୀରେ ଫସି ରହିଛି, ଯେତେବେଳେ ପଡ଼ୋଶୀ ପାକିସ୍ତାନ ମଧ୍ୟ ଉପସାଗରରେ ଫସି ରହିଛି। ଯେତେବେଳେ ପାକିସ୍ତାନ ସାଉଦି ଆରବ ସହିତ ଏକ ପ୍ରତିରକ୍ଷା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri