ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ ବୋଲି ସେ ଗଣମାଧ୍ୟମ ଆଗରେ ପ୍ରକାଶ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ ମଧ୍ୟରେ ଝଗଡ଼ା ହୋଇଛି କି? କାହିଁକି…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ ପକ୍ଷ ଟାର୍ଗେଟ କରି ଆକ୍ରମଣ କରିଥିଲେ।…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ଲକ୍ଷ୍ମୀପୁର ବ୍ଲକ…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ ’ଧର୍ମ ପରିବର୍ତ୍ତନ’ ରିପୋର୍ଟ ଦେଇଥିବା କାରଣରୁ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ମାଓବାଦୀ ବିରୋଧୀ…

ସବୁଠାରୁ ବଡ଼ ଯନ୍ତ୍ରଣା ଲୁଚାଇ ରଖିଥିଲେ ଭାରତୀୟ କ୍ରିକେଟର, ଟି-୨୦ ବିଶ୍ୱକପ୍ ପୂର୍ବରୁ ହୋଇଥିଲା ବାପାଙ୍କ ମୃତ୍ୟୁ

ମୁମ୍ବାଇ,୧୧।୩: ଭାରତୀୟ ଷ୍ଟାର ୱିକେଟକିପର ବ୍ୟାଟର ଜୀତେଶ ଶର୍ମା ନିକଟରେ ନିଜ ଜୀବନର ଏକ ବଡ଼ ଦୁଃଖଦ ଖବର ସେୟାର କରିଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ୍‌ରେ ତାଙ୍କୁ ଦଳରେ ସ୍ଥାନ ମିଳିନଥିଲା, କିନ୍ତୁ ସେ ଏଥିପାଇଁ ମନଦୁଃଖ କରିନାହାନ୍ତି। କାରଣ ବିଶ୍ୱକପ୍…

ଇରାନ ସପକ୍ଷରେ ବାହାରିଲା ତୁର୍କୀ: ଏର୍ଡୋଗାନ କହିଲେ ‘ନା ଶିଆ, ନା ସୁନ୍ନି…ଆମେ ସମସ୍ତେ ମୁସଲମାନ; ଯଦି…

ଅଙ୍କାରା, ୧୧।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ସଂଘର୍ଷ ମଧ୍ୟରେ ତୁର୍କୀ ଏବେ ଖୋଲାଖୋଲି ଭାବେ ଇରାନକୁ ସମର୍ଥନ ଜଣାଇଛି। ତୁର୍କୀ ରାଷ୍ଟ୍ରପତି ରେସେପ ତାଇପ୍‌…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ

ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ ଅଫିସରଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବାକୁ ଯାଉଛି। କେନ୍ଦ୍ରୀୟ କ୍ୟାବିନେଟର…

ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ

ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ ଜନ୍ମ ଦେଇଛି। ଏହି ନୂଆ ଅତିଥିଙ୍କ ଆଗମନ ସହ ଭାରତରେ ଚିତା ସଂଖ୍ୟା…

IPL 2026 ପାଇଁ ବିରାଟ କୋହଲିଙ୍କ ଆଗରେ ରଖିଲା ବଡ଼ ସର୍ତ୍ତ ରଖିଲା BCCI

ମୁମ୍ବାଇ,୧୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ର ପ୍ରଥମ ପର୍ଯ୍ୟାୟ ପାଇଁ BCCI କାର୍ଯ୍ୟସୂଚୀ ଘୋଷଣା କରିଛି। ଚଳିତ ସିଜନର ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ସନରାଇଜର୍ସ ହାଇଦ୍ରାବାଦ (SRH) ମଧ୍ୟରେ ଟକ୍କର ହେବ।…

IPL ୨୦୨୬ ପାଇଁ କାର୍ଯ୍ୟସୂଚୀ ଘୋଷଣା: ମାତ୍ର ୧୫ ଦିନରେ ଖେଳାଯିବ ୨୦ ମ୍ୟାଚ୍‌, ମାର୍ଚ୍ଚ ୨୮ରୁ…

ନୂଆଦିଲ୍ଲୀ,୧୧।୩: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ବହୁ ପ୍ରତୀକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ର କାର୍ଯ୍ୟସୂଚୀ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ବର୍ତ୍ତମାନ କେବଳ ପ୍ରଥମ ୧୫ ଦିନର ସୂଚୀ…

ମୁକେଶ ଅମ୍ବାନୀଙ୍କୁ ଧନ୍ୟବାଦ ଜଣାଇଲେ ଟ୍ରମ୍ପ, ଆମେରିକାରେ ରିଲାଏନ୍ସର ବିଶାଳ ପୁଞ୍ଜିନିବେଶ

ନୂଆଦିଲ୍ଲୀ,୧୧ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶର ଶକ୍ତି କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ଘୋଷଣା କରିଛନ୍ତି। ଆମେରିକାର ଟେକ୍ସାସ ସ୍ଥିତ ବ୍ରାଉନ୍ସଭିଲ୍ ଠାରେ ଏକ ବିଶାଳ ତୈଳ ବିଶୋଧନାଗାର ନିର୍ମାଣ ପାଇଁ $୩୦୦ ବିଲିୟନର (ପ୍ରାୟ ୨୫ ଲକ୍ଷ କୋଟି…

ଲୋକସଭାରେ ବାଚସ୍ପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍; ଗୃହରେ ପ୍ରବଳ ହଟ୍ଟଗୋଳ

ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ…

ଭାରତୀୟ ତେଲ କମ୍ପାନୀଗୁଡ଼ିକ ଉପରେ ଚାପ: ଏପରି ସତର୍କବାଣୀ ଶୁଣିଲା ରେଟିଂ ସଂସ୍ଥା ମୁଡିସ୍

ନୂଆଦିଲ୍ଲୀ,୧୧ା୩: ମଧ୍ୟପ୍ରାଚ୍ୟର ଚାଲିଥିବା ଯୁଦ୍ଧ କାରଣରୁ ଆନ୍ତର୍ଜାତିକ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଘଡ଼ିସନ୍ଧି ମୁହୁର୍ତରେ ଭାରତୀୟ ବଜାରରେ ତେଲ ଦର ସ୍ଥିର ରହିଛି। ଫଳରେ ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀଗୁଡ଼ିକ ଆର୍ଥିକ ଚାପର…

ଭ୍ରମାତ୍ମକ ଖବର ଯୋଗୁ ଗ୍ୟାସ ସିଲିଣ୍ଡର ପାଇଁ ଆତଙ୍କ, ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୧ା୩: ଦେଶରେ ଏଲପିଜି (LPG) ସଙ୍କଟକୁ ନେଇ ବ୍ୟାପୁଥିବା ଗୁଜବ ଓ ଭ୍ରମାତ୍ମକ ଖବର ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହି କାରଣରୁ ଅନେକ ସ୍ଥାନରେ ଗ୍ୟାସ ସିଲିଣ୍ଡର ହୋର୍ଡିଂ ବା ମହଜୁଦ କରିବା ଏବଂ ପ୍ୟାନିକ୍ ବୁକିଂ ବୃଦ୍ଧି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri