ଆକ୍ସନରେ ଜିଲାପାଳ: ଛାତ୍ରୀଛାତ୍ରଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକ କଡ଼ା ନିର୍ଦ୍ଦେଶ

ଝାରସୁଗୁଡ଼ା,୧୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କୁଣାଲ ମୋତିରାମ ଚହ୍ୱାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡତିଆ ଶିକ୍ଷା କ୍ଷେତ୍ରରେ ହୋଇଥିବା…

ହର୍ମୁଜର ଅବରୋଧକୁ ନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ, ପେଟ୍ରୋଲିୟମ ମନ୍ତ୍ରୀ କହିଲେ – ଭାରତରେ ଅଛି…

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ବିବାଦ ବିଶ୍ୱ ତୈଳ ଏବଂ ଗ୍ୟାସ ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଉପସାଗରରୁ ତେଲ ପରିବହନ କରୁଥିବା ଟ୍ୟାଙ୍କର…

ମହୁଲ ଫୁଲ ସଂଗ୍ରହ କରୁଥିବାବେଳେ ଯୁବକଙ୍କୁ ଝୁଣି ପକାଇଲା ଭାଲୁ

ପାଇକମାଳ,୧୨ା୩(ବଡ଼ ଶତପଥୀ): ପାଇକମାଳ ବ୍ଲକ ଅନ୍ତର୍ଗତ ବାଦିକଟା ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁବାର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ହେଲେ ପ୍ରବୀଣ ପ୍ରଧାନ (୨୮)। ସୂଚନା ମୁତାବକ ପ୍ରବୀଣ ସକାଳୁ…

IPL 2026ର ଟିକେଟ ପାଇଁ କେମିତି ଆଉ କେଉଁଠି କରିବେ ଟିକେଟ ବୁକିଂ, ଜାଣନ୍ତୁ କେବେଠାରୁ ଆରମ୍ଭ ହେଉଛି ବିକ୍ରି

ନୂଆଦିଲ୍ଲୀ,୧୨।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗତ ବୁଧବାର (ମାର୍ଚ୍ଚ ୧୧) ରେ IPL ୨୦୨୬ କାର୍ଯ୍ୟସୂଚୀ ପ୍ରକାଶ କରିଛି। ୨୮ ମାର୍ଚ୍ଚରୁ ଆରମ୍ଭ ହେଉଥିବା ଟୁର୍ଣ୍ଣାମେଣ୍ଟର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟସୂଚୀ ପ୍ରକାଶିତ…

୨୭ ବର୍ଷ ବୟସରେ ସାଉଥ ଅଭିନେତାଙ୍କ ପରଲୋକ, ଘରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ,୧୨ା୩: ଚଳଚ୍ଚିତ୍ର ଜଗତରୁ ଏକ ଦୁଃଖଦ ଖବର ଆସିଛି । ମାଲାୟଲମ ଅଭିନେତା ହରି ମୁରଲୀଙ୍କ ୨୭ ବର୍ଷ ବୟସରେ ଦେହାନ୍ତ ହୋଇଛି । ମାତ୍ର ଚାରି ବର୍ଷ ବୟସରେ, ଏହି ଅଭିନେତା ତାଙ୍କ…

ସହରରେ ୨୫ ଦିନ ପରେ ହୋଇପାରିବ ସିଲିଣ୍ଡର ବୁକିଂ, ତେବେ ଗାଁ ପାଇଁ କ’ଣ ରହିଛି ନିୟମ? ସଂସଦରେ ସରକାର ଦେଲେ ଉତ୍ତର

ନୂଆଦିଲ୍ଲୀ,୧୨।୩: ସଂସଦରେ ଗ୍ୟାସ ସଙ୍କଟ ସମ୍ପର୍କରେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ କହିଥିଲେ ଯେ ଦେଶରେ ପର୍ଯ୍ୟାପ୍ତ ପରିମାଣର ଏଲପିଜି ସିଲିଣ୍ଡର ଅଛି ଏବଂ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ସେ ଆହୁରି…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ କମ୍ ନୁହେଁ। ମାତ୍ର ୪ ମାସର ଏକ କୁନି ପକ୍ଷୀ ‘B6’, ଯିଏ…

ଇରାନରେ ଫସିଛନ୍ତି ୯୦୦୦ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୧୨ା୩: ଇରାନରେ ୯୦୦୦ ଭାରତୀୟ ଫସି ରହିଛନ୍ତି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୂଚନା ଦେଇ କହିଛନ୍ତି, ଏହି ୯ ହଜାରଙ୍କ ମଧ୍ୟରେ ଛାତ୍ର, ବ୍ୟବସାୟୀ, କର୍ମଜୀବୀ ଏବଂ ତୀର୍ଥଯାତ୍ରୀ ଫସି…

ବିଶ୍ଵର ସ୍ମାର୍ଟଫୋନ୍ ହବ୍ ପାଲଟିବ ଭାରତ: ନୂଆ ସବସିଡି ଯୋଜନା ଆଣୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୨ା୩: ଭାରତକୁ ବିଶ୍ଵର ସ୍ମାର୍ଟଫୋନ୍ ହବ୍ କରିବା ଦିଗରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆପଲ୍ ଏବଂ ସାମସଙ୍ଗ ଭଳି ବୃହତ ସ୍ମାର୍ଟଫୋନ୍ ନିର୍ମାତା କମ୍ପାନୀଗୁଡ଼ିକ ପାଇଁ ଏକ ନୂଆ ସବସିଡି ଯୋଜନା ପ୍ରସ୍ତୁତ ହେଉଛି। ଏହି…

ଡଲାର ତୁଳନାରେ ଟଙ୍କାର ବଡ଼ ବିପର୍ଯ୍ୟୟ: ରେକର୍ଡ ୯୨.୩୬ ସ୍ତରରେ ପହଞ୍ଚିଲା

ମୁମ୍ବାଇ,୧୨ା୩: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଗୁରୁବାର କାରବାର ସମୟରେ ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର ୯୨.୩୬ କୁ ଖସି ଆସିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ…

ଆରାବଳୀ ପର୍ବତମାଳାରେ ବର୍ଷକୁ ୧୩.୮% ମୃତ୍ତିକା କ୍ଷୟ, ବନୀକରଣ ବୃଦ୍ଧି ପାଇଥିଲେ ବି…

ନୂଆଦିଲ୍ଲୀ,୧୨ା୩ (ପି.ଟି.): ଆରାବଳୀ ପର୍ବତମାଳାର ପରିବେଶ କ୍ଷୟକ୍ଷତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ବୁଧବାର ସାମ୍ନାକୁ ଆସିଛି। ୨୦୧୭ରୁ ୨୦୨୪ ମଧ୍ୟରେ ଆରାବଳୀ ଅଞ୍ଚଳରେ ବାର୍ଷିକ ହାରାହାରି ମୃତ୍ତିକା କ୍ଷୟ ୧୩.୮% ବୃଦ୍ଧି ପାଇଛି। ଏହା ବର୍ଷକୁ ୧.୫୯ ଟନ୍‌ ହେକ୍ଟରରୁ…

IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….

ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ…

ଭାରତ ପଠାଇବ ଯୁଦ୍ଧ ଜାହାଜ? PMO ରେ ବଡ଼ ହଲଚଲ, ମୋଦି ଦେବେ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୨।୩: ଇରାନ-ଆମେରିକା ଯୁଦ୍ଧର ପ୍ରଭାବ ଏବେ ସାରା ବିଶ୍ୱରେ ସାମୁଦ୍ରିକ ବାଣିଜ୍ୟ ଉପରେ ପଡ଼ିଛି। ହରମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡ଼ିକ ଉପରେ ଲଗାତାର ଆକ୍ରମଣ ହେଉଛି, ଯାହା ତେଲ ଏବଂ ଗ୍ୟାସ ବାଣିଜ୍ୟକୁ ବାଧା ସୃଷ୍ଟି କରୁଛି। ଭାରତ ସରକାର…

ପୁଣି ଓଡ଼ିଶାକୁ ମିଳିଲା ବଡ଼ ଉପହାର: ମୋଦି-ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୩: ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ଓ ତେଲଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି। ଏହା ସହିତ…

ଦୂର ହେବ ଭାରତର ତେଲ ଚିନ୍ତା: ଆସିଲା ବଡ଼ ଖୁସି ଖବର

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସାଉଦି ଆରବର ଅଶୋଧିତ ତୈଳ ବହନ କରୁଥିବା ଏକ ବଡ଼ ଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ମୁମ୍ବାଇରେ ପହଞ୍ଚିଛି। ଜାହାଜଟି ହର୍ମୁଜ ଷ୍ଟ୍ରେଟ୍‌ ପାର ହୋଇ ଭାରତରେ ପହଞ୍ଚିଛି। ଏହା ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତାକୁ…

ଗ୍ୟାସ ସଙ୍କଟ ମଧ୍ୟରେ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ, ଗୁଜବ ପ୍ରଚାରକଙ୍କ ଉପରେ….

ନୂଆଦିଲ୍ଲୀ,୧୨।୩:  ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଦେଶର ଅଧିକାଂଶ ସ୍ଥାନରେ ଗ୍ୟାସର ଅଭାବ ଦେଖାଯାଉଛି । ଏଲପିଜି ସିଲିଣ୍ଡର ପାଇଁ ଲମ୍ବା ଧାଡ଼ି ନିରନ୍ତର ଖବର ଶିରୋନାମା ପାଲଟିଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ଆତଙ୍କ ସୃଷ୍ଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri