ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ ମହିଳାଙ୍କ ପୁଅ ଧର୍ମରାଜ ଭୂୟାଁ ଶୁକ୍ରବାର…

ସିଦ୍ଧିବିନାୟକଙ୍କ ଆଶୀର୍ବାଦ ନେଲେ ସୂର୍ଯ୍ୟକୁମାର, ଗମ୍ଭୀର

ମୁମ୍ବାଇ,୧୪ା୩: ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟି୨୦ ବିଶ୍ୱକପ୍‌ ଟ୍ରଫି ସହ ସିଦ୍ଧିବିନାୟକ ମନ୍ଦିର ଦର୍ଶନ କରିଛନ୍ତି। ଗତ ରବିବାର ଟିମ ଇଣ୍ଡିଆ ନରେନ୍ଦ୍ର ମୋଦି…

ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌: ସେମିଫାଇନାଲରେ ପହଞ୍ଚିଲା ଚାଇନା

ପର୍ଥ,୧୪ା୩: ତାଇଓ୍ବାନକୁ ୨-୦ ଗୋଲ୍‌ରେ ପରାସ୍ତ କରି ଗତଥରର ଚାମ୍ପିୟନ ଚାଇନା ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌ ସେମିଫାଇନାଲରେ ପ୍ରବେଶ କରିବା ସହ ୨୦୨୭ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଦଳ ବର୍ତ୍ତମାନ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ, ମନ୍ଦିର ଭିତର ଓ ବାହାରର ବ୍ୟବସ୍ଥା…

କଲ୍ୟାଣସିଂହପୁର ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୪୪,୧୧୦ ଟଙ୍କା

କଲ୍ୟାଣସିଂହପୁର,୧୪।୩ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିରର ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣନା କରାଯାଇଛି। ତହସିଲଦାର ରଞ୍ଜନ କୁମାର ମନସେଠ ଉପସ୍ଥିତିରେ ମନ୍ଦିରର ହୁଣ୍ଡି ଖୋଲି ଗଣନା କରାଯାଇଥିଲା। ଗଣନା…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ କରିବା। ପ୍ରମୁଖ ପରିବର୍ତ୍ତନଗୁଡ଼ିକ ମଧ୍ୟରେ TCS ହାର ହ୍ରାସ, STTରେ ବୃଦ୍ଧି ଏବଂ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର ଜାତୀୟ ସୁରକ୍ଷା ଆଇନ (NSA) ଅନୁଯାୟୀ, ତାଙ୍କ ଅଟକକୁ ତୁରନ୍ତ ପ୍ରତ୍ୟାହାର କରିଛନ୍ତି।…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି ପରିସ୍ଥିତି ମଧ୍ୟରେ, କେନ୍ଦ୍ର ସରକାର ନାଗରିକଙ୍କ ଉପରେ ପ୍ରଭାବ ସର୍ୱନିମ୍ନ ରଖିବା ପାଇଁ…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା ମାଡ଼ କରିଛି। ଇରାନ ଖାର୍ଗ ଦ୍ୱୀପରେ ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣର…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ ଭାଗରେ, ଯୁଦ୍ଧର ଏକ ମଇଦାନ ସୃଷ୍ଟି ହୋଇଛି। ଜାପାନର ପ୍ରଧାନମନ୍ତ୍ରୀ X ରେ…

ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ କଲା ଇରାନ: ଚାରିଆଡ଼େ ଧୂଆଁମୟ

ଓ୍ବାଶିଂଟନ୍‌,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ। ବାଗଦାଦରେ ଥିବା ଆମେରିକୀୟ ଦୂତାବାସ ପରିସରରେ ଥିବା ଏକ ହେଲିପ୍ୟାଡରେ ଏକ କ୍ଷେପଣାସ୍ତ୍ର…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା ୧୦ ନିୟୁତ ଡଲାର (ପ୍ରାୟ ୯୨,୪୭,୪୮,୦୦୦ ଟଙ୍କା) ପୁରସ୍କାର ଦେବ। ଆମେରିକା ନ୍ୟାୟ…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଭାବେ ବାହାରିବାକୁ ଇରାନ ଅନୁମତି ଦେଇଛି। ଏହି ଘଟଣାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri