ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ ଦୌରାଜଜ୍‌ ତଥା ଜିଲା ଆଇନ ସେବା…

ଘୋଷଣା ହେବ ଆସାମ, ପଶ୍ଚିମବଙ୍ଗ ସମେତ ୫ଟି ରାଜ୍ୟର ନିର୍ବାଚନ ତାରିଖ! ଅପରାହ୍ନ ୪ଟାରେ ସାମ୍ବାଦିକ ସମ୍ମିଳନୀ

ନୂଆଦିଲ୍ଲୀ,୧୫।୩: ରବିବାର ସାରେ ଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ନିର୍ବାଚନ କମିଶନ (ECI) ଏକ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ ସମୟରେ ପାଞ୍ଚଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ –…

ତାରସିଂ ରେଞ୍ଜରେ  ହାତୀ ମୃତ୍ୟୁ: ଜେଟିଏଫ ଟିମ ଉପସ୍ଥିତିରେ ଚାଲିଛି ବ୍ୟବଚ୍ଛେଦ

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ନାରାୟଣପ୍ରସାଦ ରାସ୍ତା କଡ ଜଙ୍ଗଲରେ ଏକ  ହାତୀ ମୃତ୍ୟୁ ବରଣ କରିଥିବା ଖବର ଶନିବାର ରାତିରେ  ଲୋକ ଲୋଚନକୁ ଆସିଛି।…

ଅସହ୍ୟ କଲାଣି ଚୋରା ମଦ କାରବାର: ଦଣ୍ଡିମା, ସିମନବାଡିରେ ଅବାଧରେ ଚାଲିଛି ବ୍ୟବସାୟ 

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମଦକାରବାର ବଢିବାରେ ଲାଗିଛି ।ବିଶେଷ କରି ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଅଞ୍ଚଳରେ ଏହି କାରବାର ବୃଦ୍ଧି ପାଇବା ଯୋଗୁ…

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି ଯାହା – ଯଦି ସତ୍ୟ ପ୍ରମାଣିତ…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିଛି। ‘କମ୍ପାନୀ ଦଲାଲ’…

କାଳ ବୈଶାଖୀର ପ୍ରଭାବରେ ଆଜବେଷ୍ଟସ ଉଡିବା ଘଟଣା: ରାଜସୱ ନିରୀକ୍ଷକ କଲେ କ୍ଷୟକ୍ଷତି ଆକଳନ

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡି ଗ୍ରାମରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଗୋଷ୍ଠୀ ଗୃହ ସମେତ ଏକାଧିକ ଲୋକଙ୍କ ଘରର ଆଜବେଷ୍ଟସ ପବନରେ ଉଡି ଯାଇ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା।ଖବର…

ତୈଳ ସଙ୍କଟ ମଧ୍ୟରେ ବିଶ୍ୱକୁ ଏମିତି ନିବେଦନ କଲେ ଟ୍ରମ୍ପ, କହିଲେ ହର୍ମୁଜ ପ୍ରଣାଳୀକୁ…

ଓ୍ବାଶିଂଟନ,୧୫ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ଅନ୍ୟ ଦେଶମାନଙ୍କୁ ଜାହାଜ ପଠାଇବାକୁ ଅନୁରୋଧ କରିଛନ୍ତି। ସେ ପୂର୍ବରୁ କହିଥିଲେ ଯେ, ଆମେରିକା ନୌସେନା ଖୁବ୍‌ଶୀଘ୍ର ହର୍ମୁଜ ପ୍ରଣାଳୀ ଦେଇ ଟ୍ୟାଙ୍କରଗୁଡ଼ିକୁ ସୁରକ୍ଷା ଦେବା ଆରମ୍ଭ…

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳରେ ବାଧା ସୃଷ୍ଟି ହେବା ଯୋଗୁଁ ଶକ୍ତି କ୍ଷେତ୍ର…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି, କମ୍ପାନୀ ଏବଂ ଏହି ନିୟମ ଦ୍ୱାରା ପ୍ରଭାବିତ ଅନ୍ୟାନ୍ୟ ଅଂଶୀଦାରମାନଙ୍କ ସହିତ ବ୍ୟାପକ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ ପେଟ୍ରୋଲ, ସିଲିଣ୍ଡର କି ଅତ୍ୟାବଶକୀୟ ଜିନିଷ ନୁହେଁ ଦରମାରେ ବି ପଡିଛି ବଡ଼…

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି, ରାଜ୍ୟ ସଭା ଭୋଟ କେନ୍ଦ୍ର ପାଖରେ ଚୌକି ଧରି ବସିବେ। ସମ୍ପୃକ୍ତ ଦଳୀୟ…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’ ନାମରେ ପରିଚିତ ଏହି ଦ୍ୱୀପ ଉପରେ ଆମେରିକୀୟ ବାୟୁସେନା ପକ୍ଷରୁ ଆକାଶର୍ମାଗରୁ ବୋମା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଶନିବାର…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ କରିବା। ପ୍ରମୁଖ ପରିବର୍ତ୍ତନଗୁଡ଼ିକ ମଧ୍ୟରେ TCS ହାର ହ୍ରାସ, STTରେ ବୃଦ୍ଧି ଏବଂ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର ଜାତୀୟ ସୁରକ୍ଷା ଆଇନ (NSA) ଅନୁଯାୟୀ, ତାଙ୍କ ଅଟକକୁ ତୁରନ୍ତ ପ୍ରତ୍ୟାହାର କରିଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri