ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ତେବେ ଏଠାରୁ ସେ ଭୈରବୀ ମନ୍ଦିର ହୋଇ ଆନ୍ଧ୍ରପ୍ରଦେଶ ଅଭିମୁଖେ ବାହାରିଛନ୍ତି।
ସୋମବାର ରାତିରେ ବାଚସ୍ପତି ସୀତାରାମ ସପରିବାର ବ୍ରହ୍ମପୁର ସହରରେ ପହଞ୍ଚି କମାପଲିଠାରେ ନିଜ ସମ୍ପର୍କୀୟଙ୍କ ଘରେ ରାତ୍ରିଯାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri