ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ

ବାରିପଦା/କରଞ୍ଜିଆ,୧୫ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ/କବିତା ମହାନ୍ତ): ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ କଙ୍କଡା ଗ୍ରାମରେ କାଳବୈଶାଖୀର ଭୟଙ୍କର ତାଣ୍ଡବ ଦେଖାଯାଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ…

ଓଡିଶାର ଏହି ଜିଲାରେ ଅଣ୍ଡା ଗୋଟେ ୫ ଟଙ୍କା, ଜାଣନ୍ତୁ କେମିତି କମିଲା ଦାମ୍

ନନ୍ଦପୁର,୧୫ା୩(ତୁଷାର କାନ୍ତ ମହାନ୍ତି) : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସ୍ଥିତି ଅଞ୍ଚଳରେ ଗ୍ୟାସ ଦରକୁ ମହଙ୍ଗା କରିଛି । ଡିଜେଲ ପେଟ୍ରୋଲ ଭଳି ତୈଳ ଦର ଓ ଉପଲବ୍ଧିତାକୁ ନେଇ ଭେଳିକି ସୃଷ୍ଟି କରିଥିବା ବେଳେ…

ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହାନ୍ତି ଚାଷୀ, ଗଞ୍ଜାମରେ ଟମାଟୋ କିଲୋ ରହିଛି…

ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ମାଟିରେ ମିଶୁଛି ଝାଳ ବୁହାଇ ଅମଳ କରିଥିବା ଟମାଟୋ। ବର୍ତ୍ତମାନ ବଜାରରେ ଟମାଟୋ ଦର ଏଭଳି ସ୍ତରକୁ ଖସି ଆସିଛି ଯେ, ଚାଷୀଟିଏ ତା’ର ଅମଳ…

ଓଲା ଗାଡିରେ ଯାଉଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ତାପରେ….

ଛତ୍ରପୁର,୧୫ା୩(ଦିଲ୍ଲୀପ ସାମଲ): ଚଳନ୍ତା ଓଲା ଗାଡିରେ ଲାଗିଗଲା ନିଆଁ । ଅଗ୍ନିକାଣ୍ଡରେ ଗାଡିଟି ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ଚାଳକ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ ଗଞ୍ଜାମ ଜିଲାର ଚମାଖଣ୍ଡି…

ସେ ସ୍ବାମୀ ଚାହାଁନ୍ତି ନାହିଁ, ହେଲେ ତାଙ୍କ ଶୁକ୍ରାଣୁ ବ୍ୟବହାର କରି ଏକ ସନ୍ତାନ ଚାହାଁନ୍ତି – ଏହି ମାମଲା ଶୁଣି ବିସ୍ମିତ ହେଲେ ହାଇକୋର୍ଟ

ମୁମ୍ବାଇ,୧୫।୩: ମୁମ୍ବାଇର ଜଣେ ମହିଳାଙ୍କ ସହିତ ଜଡିତ ଏକ ଅନନ୍ୟ ଆଇନଗତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିଛି। ୪୬ ବର୍ଷୀୟ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଅଲଗା ହେବା ସହ ମିଳିତ ଭାବରେ ସୃଷ୍ଟି…

ଜେଲ ଭିତରୁ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ଘଟଣା, ତଦନ୍ତ ଆରମ୍ଭ କଲେ ଜେଲ ଡିଆଇଜି

ବଲାଙ୍ଗୀର,୧୫।୩(ସୁନିଲ କୁମାର ମହାନ୍ତି ): ଶନିବାର ବଲାଙ୍ଗୀର ଜେଲ ଭିତରେ ଜଣେ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ଏହି ମାମଲାର ତଦନ୍ତ ଆରମ୍ଭ କରିଛନ୍ତି ଜେଲ ଡିଆଇଜି ଗରିବ ସାହୁ । ରବିବାର…

୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ସମ୍ଭାବନା । ଏହାସହ ରାଜଧାନୀ ଭୁବନେଶ୍ବରକୁ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି । ମୟୂରଭଞ୍ଜ,…

ତାମିଲନାଡୁ ରାଜନୀତିରେ ହଲଚଲ୍: ସୁପରଷ୍ଟାର ବିଜୟଙ୍କୁ ଡେପୁଟି ସିଏମ୍ ଅଫର୍!

ଚେନ୍ନାଇ,୧୫।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଦକ୍ଷିଣ ଭାରତ ରାଜନୀତିରେ ଏକ ବଡ଼ ଧରଣର ସମୀକରଣ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ, ସୁପରଷ୍ଟାର ବିଜୟଙ୍କ ପାର୍ଟି ‘ଟିଭିକେ’ (TVK) ସହ ମେଣ୍ଟ କରିବା ପାଇଁ ଭାଜପା ପକ୍ଷରୁ ଏକ ବଡ଼ ପ୍ରସ୍ତାବ…

ଏହି ଦିନରୁ ମହଙ୍ଗା ହେବ FASTag ବାର୍ଷିକ ପାସ୍: ଜାଣନ୍ତୁ କେତେ ବଢ଼ିଲା ଦର

ନୂଆଦିଲ୍ଲୀ,୧୫।୩: ଜାତୀୟ ରାଜପଥରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ନିଜ ଗାଡ଼ି ପାଇଁ FASTag ବାର୍ଷିକ ପାସ୍ ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ। ଆସନ୍ତା ଏପ୍ରିଲ୍ ୧ ତାରିଖରୁ ଏହି ପାସ୍…

ସଚିନ କି ରୋହିତ ନୁହଁନ୍ତି, ଏହି ବ୍ୟାଟରଙ୍କୁ ସର୍ବଶ୍ରେଷ୍ଠ ଟି-୨୦ ଓପନର ବାଛିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୫।୩: କିଏ ସର୍ବଶ୍ରେଷ୍ଠ ଟି-୨୦ ଓପନର ? ଏନେଇ ଏକ ଚମକାଇଲା ଭଳି ମନ୍ତବ୍ୟ ଦେଇଛନ୍ତି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ କୋହଲି, ସଚିନ ତେନ୍ଦୁଲକର ଏବଂ ରୋହିତ ଶର୍ମାଙ୍କୁ ପଛରେ ପକାଇ ଓ୍ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ…

ବାଜିଲା ନିର୍ବାଚନି ବିଗୁଲ, ୪ମେ’ରେ ହେବ ଭୋଟ ଗଣତି

ନୂଆଦିଲ୍ଲୀ,୧୫।୩: ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି – ମାର୍ଚ୍ଚ ୧୫। ପଶ୍ଚିମବଙ୍ଗରେ ଭୋଟ ଦୁଇଟି ପର୍ଯ୍ୟାୟରେ ହେବ, ଯେତେବେଳେ ପୂର୍ବ ନିର୍ବାଚନ ଆଠ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା।…

ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା ଫେଲ୍‌: ଇରାନୀ ଡ୍ରୋନ୍‌ ମାଡ଼ରେ ୭ ଦେଶ ଥରହର, କାଳ ସାଜିଛି ‘ଶାହେଦ-୧୩୬’

ୱାଶିଂଟନ/ତେହେରାନ,୧୫।୩: ଇରାନର ଡ୍ରୋନ ଆକ୍ରମଣ ଏବେ ଆମେରିକା ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଅତ୍ୟାଧୁନିକ ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା (Defense System) କୁ ଚକମା ଦେଇ ଇରାନର କ୍ଷୁଦ୍ର ଡ୍ରୋନ୍‌ଗୁଡ଼ିକ ଅତି ସଠିକ ଭାବେ ନିଜର ଲକ୍ଷ୍ୟଭେଦ କରୁଥିବା ସାମ୍ନାକୁ ଆସିଛି।…

୩ୟ ବିଶ୍ୱଯୁଦ୍ଧ ଆଶଙ୍କା: ଯୁଦ୍ଧ ହେଲେ ଆମେରିକା ଆଉ ରୁଷିଆ ପଟେ ରହିବେ କେଉଁ କେଉଁ ଦେଶ? ସାଂଘାତିକ ମେଣ୍ଟ ନେଇ ହେଲାଣି ପ୍ରସ୍ତୁତି

ନୂଆଦିଲ୍‌ଲୀ,୧୫।୩; ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଅଶାନ୍ତି ଏବଂ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୀର୍ଘକାଳୀନ ସଂଘର୍ଷ ବିଶ୍ୱକୁ ଏକ ସନ୍ଧିସ୍ଥଳରେ ପହଞ୍ଚାଇ ଦେଇଛି ଯେଉଁଠାରେ ସମସ୍ତେ ସମାନ ପ୍ରଶ୍ନ ପଚାରୁଛନ୍ତି: ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି? ସାମାଜିକ ଗଣମାଧ୍ୟମ…

କାଳ ବୈଶାଖୀର ପ୍ରଭାବରେ ଆଜବେଷ୍ଟସ ଉଡିବା ଘଟଣା: ରାଜସୱ ନିରୀକ୍ଷକ କଲେ କ୍ଷୟକ୍ଷତି ଆକଳନ

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡି ଗ୍ରାମରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଗୋଷ୍ଠୀ ଗୃହ ସମେତ ଏକାଧିକ ଲୋକଙ୍କ ଘରର ଆଜବେଷ୍ଟସ ପବନରେ ଉଡି ଯାଇ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା।ଖବର…

ତୈଳ ସଙ୍କଟ ମଧ୍ୟରେ ବିଶ୍ୱକୁ ଏମିତି ନିବେଦନ କଲେ ଟ୍ରମ୍ପ, କହିଲେ ହର୍ମୁଜ ପ୍ରଣାଳୀକୁ…

ଓ୍ବାଶିଂଟନ,୧୫ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ଅନ୍ୟ ଦେଶମାନଙ୍କୁ ଜାହାଜ ପଠାଇବାକୁ ଅନୁରୋଧ କରିଛନ୍ତି। ସେ ପୂର୍ବରୁ କହିଥିଲେ ଯେ, ଆମେରିକା ନୌସେନା ଖୁବ୍‌ଶୀଘ୍ର ହର୍ମୁଜ ପ୍ରଣାଳୀ ଦେଇ ଟ୍ୟାଙ୍କରଗୁଡ଼ିକୁ ସୁରକ୍ଷା ଦେବା ଆରମ୍ଭ…

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳରେ ବାଧା ସୃଷ୍ଟି ହେବା ଯୋଗୁଁ ଶକ୍ତି କ୍ଷେତ୍ର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri