ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ଝଗଡ଼ା କରି ଅତ୍ୟନ୍ତ ମର୍ମାହତ ହୋଇପଡ଼ିଥିଲେ।…

ଗଛକୁ ଧକ୍କା ଦେଇ ବିଲକୁ ପଶିଗଲା କାର୍, ଏକାଥରେ ଚାଲିଗଲା ମା’ପୁଅଙ୍କ ଜୀବନ

ବୁଗୁଡ଼ା,୧୫।୩(କାଳିଚରଣଦାଶ ): ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।କାର ଦୁର୍ଘଟଣାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା  ବେଳେ ବାପା ଓ ଝିଅ ସାମାନ୍ୟ ଆହତ ହୋଇଥିବା…

ବିବାଦ ମଧ୍ୟରେ ଲୁଚି ଲୁଚି ବିବାହ କଲେ RCB ବୋଲର ୟଶ ଦୟାଲ୍

ନୂଆଦିଲ୍ଲୀ,୧୫ା୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ଦ୍ରୁତ ବୋଲର ୟଶ ଦୟାଲ୍ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଯୌନ ନିର୍ଯାତନା ଭଳି ଗମ୍ଭୀର ଅଭିଯୋଗରେ ଛନ୍ଦି ହୋଇଥିବା ୟଶ, ଉତ୍ତର…

ଇରାନ ଯୁଦ୍ଧରେ ଡେଇଁବନି ତୁର୍କୀ, ହୋମୁର୍ଜ ଷ୍ଟ୍ରେଟରେ ଟ୍ରମ୍ପ…

ନୂଆଦିଲ୍ଲୀ,୧୫।୩: ଇରାନ ଉପରେ ଆକ୍ରମଣ କରିବା ପୂର୍ବରୁ, ଆମେରିକା ନାଟୋ କିମ୍ବା ତାର ନିକଟତମ ମିତ୍ର ବ୍ରିଟେନ ସହିତ ଯୋଗାଯୋଗ କରିନଥିଲା। ଭେନେଜୁଏଲାରେ ସମାନ ପରିସ୍ଥିତି ସୃଷ୍ଟି ହୋଇଥିଲା। ଭେନେଜୁଏଲାରେ ସଫଳତାରେ ଉତ୍ସାହିତ ହୋଇ…

ପୋଲିସ ଡ୍ରେସ ପିନ୍ଧି କରୁଥିଲେ ଆତଙ୍କିତ, ନକଲି ପୋଲିସଙ୍କୁ ବାନ୍ଧିଲା ଅସଲି ପୋଲିସ

ଅତାବିରା,୧୫।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅତାବିରା ଥାନା ଅସଲି ପୋଲିସ…

ବରଗଡ଼ରେ ମହଜୁତ ଅଛି ରନ୍ଧନ ଗ୍ୟାସ, କଳାବଜାର କଲେ ଦୃଢ କାର୍ଯ୍ୟାନୁଷ୍ଠାନ କହିଲେ ଜିଲାପାଳ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଲିକୁଇଫାଇଡ୍ ପେଟ୍ରୋଲିୟମ ଗ୍ୟାସ (ଏଲପିଜି), ପେଟ୍ରୋଲ ଏବଂ ଡିଜେଲ୍ ଯୋଗାଣ ଓ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା ପାଇଁ ଶନିବାର ଜିଲାସ୍ତରୀୟ ନିରୀକ୍ଷଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ

ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି ସୁରକ୍ଷିତ ଭାବରେ ଏକ ବିପଦପୂର୍ଣ୍ଣ ସାମୁଦ୍ରିକ କ୍ଷେତ୍ରରୁ ବାହାରି ଆସିଛି ଏବଂ ବର୍ତ୍ତମାନ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ ସତର୍କ କରାଇଛନ୍ତି। ”ଯଦି ଇରାନ ଓ ଇସ୍ରାଏଲ ମଧ୍ୟରେ ସଂଘର୍ଷ ଦୀର୍ଘସ୍ଥାୟୀ ହୁଏ,…

୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ସମ୍ଭାବନା । ଏହାସହ ରାଜଧାନୀ ଭୁବନେଶ୍ବରକୁ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି । ମୟୂରଭଞ୍ଜ,…

ତାମିଲନାଡୁ ରାଜନୀତିରେ ହଲଚଲ୍: ସୁପରଷ୍ଟାର ବିଜୟଙ୍କୁ ଡେପୁଟି ସିଏମ୍ ଅଫର୍!

ଚେନ୍ନାଇ,୧୫।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଦକ୍ଷିଣ ଭାରତ ରାଜନୀତିରେ ଏକ ବଡ଼ ଧରଣର ସମୀକରଣ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ, ସୁପରଷ୍ଟାର ବିଜୟଙ୍କ ପାର୍ଟି ‘ଟିଭିକେ’ (TVK) ସହ ମେଣ୍ଟ କରିବା ପାଇଁ ଭାଜପା ପକ୍ଷରୁ ଏକ ବଡ଼ ପ୍ରସ୍ତାବ…

ଏହି ଦିନରୁ ମହଙ୍ଗା ହେବ FASTag ବାର୍ଷିକ ପାସ୍: ଜାଣନ୍ତୁ କେତେ ବଢ଼ିଲା ଦର

ନୂଆଦିଲ୍ଲୀ,୧୫।୩: ଜାତୀୟ ରାଜପଥରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ନିଜ ଗାଡ଼ି ପାଇଁ FASTag ବାର୍ଷିକ ପାସ୍ ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ। ଆସନ୍ତା ଏପ୍ରିଲ୍ ୧ ତାରିଖରୁ ଏହି ପାସ୍…

ସଚିନ କି ରୋହିତ ନୁହଁନ୍ତି, ଏହି ବ୍ୟାଟରଙ୍କୁ ସର୍ବଶ୍ରେଷ୍ଠ ଟି-୨୦ ଓପନର ବାଛିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୫।୩: କିଏ ସର୍ବଶ୍ରେଷ୍ଠ ଟି-୨୦ ଓପନର ? ଏନେଇ ଏକ ଚମକାଇଲା ଭଳି ମନ୍ତବ୍ୟ ଦେଇଛନ୍ତି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ କୋହଲି, ସଚିନ ତେନ୍ଦୁଲକର ଏବଂ ରୋହିତ ଶର୍ମାଙ୍କୁ ପଛରେ ପକାଇ ଓ୍ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ…

ବାଜିଲା ନିର୍ବାଚନି ବିଗୁଲ, ୪ମେ’ରେ ହେବ ଭୋଟ ଗଣତି

ନୂଆଦିଲ୍ଲୀ,୧୫।୩: ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି – ମାର୍ଚ୍ଚ ୧୫। ପଶ୍ଚିମବଙ୍ଗରେ ଭୋଟ ଦୁଇଟି ପର୍ଯ୍ୟାୟରେ ହେବ, ଯେତେବେଳେ ପୂର୍ବ ନିର୍ବାଚନ ଆଠ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା।…

ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା ଫେଲ୍‌: ଇରାନୀ ଡ୍ରୋନ୍‌ ମାଡ଼ରେ ୭ ଦେଶ ଥରହର, କାଳ ସାଜିଛି ‘ଶାହେଦ-୧୩୬’

ୱାଶିଂଟନ/ତେହେରାନ,୧୫।୩: ଇରାନର ଡ୍ରୋନ ଆକ୍ରମଣ ଏବେ ଆମେରିକା ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଅତ୍ୟାଧୁନିକ ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା (Defense System) କୁ ଚକମା ଦେଇ ଇରାନର କ୍ଷୁଦ୍ର ଡ୍ରୋନ୍‌ଗୁଡ଼ିକ ଅତି ସଠିକ ଭାବେ ନିଜର ଲକ୍ଷ୍ୟଭେଦ କରୁଥିବା ସାମ୍ନାକୁ ଆସିଛି।…

୩ୟ ବିଶ୍ୱଯୁଦ୍ଧ ଆଶଙ୍କା: ଯୁଦ୍ଧ ହେଲେ ଆମେରିକା ଆଉ ରୁଷିଆ ପଟେ ରହିବେ କେଉଁ କେଉଁ ଦେଶ? ସାଂଘାତିକ ମେଣ୍ଟ ନେଇ ହେଲାଣି ପ୍ରସ୍ତୁତି

ନୂଆଦିଲ୍‌ଲୀ,୧୫।୩; ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଅଶାନ୍ତି ଏବଂ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୀର୍ଘକାଳୀନ ସଂଘର୍ଷ ବିଶ୍ୱକୁ ଏକ ସନ୍ଧିସ୍ଥଳରେ ପହଞ୍ଚାଇ ଦେଇଛି ଯେଉଁଠାରେ ସମସ୍ତେ ସମାନ ପ୍ରଶ୍ନ ପଚାରୁଛନ୍ତି: ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି? ସାମାଜିକ ଗଣମାଧ୍ୟମ…

କାଳ ବୈଶାଖୀର ପ୍ରଭାବରେ ଆଜବେଷ୍ଟସ ଉଡିବା ଘଟଣା: ରାଜସୱ ନିରୀକ୍ଷକ କଲେ କ୍ଷୟକ୍ଷତି ଆକଳନ

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡି ଗ୍ରାମରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଗୋଷ୍ଠୀ ଗୃହ ସମେତ ଏକାଧିକ ଲୋକଙ୍କ ଘରର ଆଜବେଷ୍ଟସ ପବନରେ ଉଡି ଯାଇ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା।ଖବର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri