ମୁଖ୍ୟମନ୍ତ୍ରୀ ପଦରୁ ଷ୍ଟାଲିନ୍‌ଙ୍କ ଇସ୍ତଫା

ଚେନ୍ନାଇ,୬ା୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ପରାଜୟ ପରେ ଦ୍ରାବିଡ଼ ମୁନ୍ନେତ୍ରା କାଝାଗମ୍‌ (ଡିଏମ୍‌କେ) ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ୍‌ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ…

ଗଣମାଧ୍ୟମ, ମନୋରଞ୍ଜନରେ ଏଆଇ ବ୍ୟବହାର ପାଇଁ ୧୫,୦୦୦ ସ୍କଲାରଶିପ୍‌ ଘୋଷଣା

ନୂଆଦିଲ୍ଲୀ,୬ା୫: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ରେ ଯୁବ ପେସାଦାରମାନଙ୍କୁ ତାଲିମ ଦେବା ପାଇଁ କେନ୍ଦ୍ର ସରକର ଏକ ବଡ଼ ପଦକ୍ଷେପ ଆରମ୍ଭ କରୁଛନ୍ତି। ଗଣମାଧ୍ୟମ, ମନୋରଞ୍ଜନ, ଗେମିଂ ଏବଂ ଆନିମେଶନ ସେକ୍ଟରରେ ୧୫,୦୦୦ ସ୍କଲାରଶିପ୍‌ ପ୍ରଦାନ…

କ୍ରୁଜ୍‌ ଜାହାଜରେ ବ୍ୟାପିଲା ହାନ୍ତା ଭାଇରସ୍‌, ୩ ମୃତ

କେପ୍‌ ଟାଉନ୍‌,୬ା୫:ଆଫ୍ରିକାର ପଶ୍ଚିମ ଉପକୂଳରେ ଏକ ବିଳାଶପୂର୍ଣ୍ଣ କ୍ରୁଜ୍‌ ଜାହାଜରେ ହାନ୍ତା ଭାଇରସ୍‌ ବ୍ୟାପିବାରୁ ୩ ଜଣଙ୍କ ମୃତ୍ୟୁ ହେବା ସହିତ ୫ରୁ ଅଧିକ ଲୋକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ…

ଭାଜପାର କାଲିତା ମାଝୀ: ଘରୋଇ ସହାୟିକାରୁ ବିଧାୟିକା

କୋଲକାତା,୬ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଔସଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ କାଲିତା ମାଝୀ ବିଜୟୀ ହୋଇଛନ୍ତି। ଏହା ସବୁଠୁ ଚର୍ଚ୍ଚିତ ବ୍ୟକ୍ତିଗତ ବିଜୟ ମଧ୍ୟରୁ ଅନ୍ୟତମ। କାଲିତା ଘରୋଇ ସହାୟିକା ଭାବେ କାମ କରି…

ମେଣ୍ଟ ସରକାର ଗଢ଼ିବାକୁ ବିଜୟଙ୍କ ଉଦ୍ୟମ

ଚେନ୍ନାଇ,୬ା୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ପ୍ରଥମ ଥର ଲଢ଼ିଥିବା ଅଭିନେତାରୁ ରାଜନେତା ବିଜୟଙ୍କ ଦଳ ତାମିଲାଗା ଭେଟ୍ରି କାଝାଗମ୍‌ (ଟିଭିକେ) ୧୦୮ ଆସନରେ ବିଜୟୀ ହୋଇ ସମସ୍ତଙ୍କୁ ଚମକାଇ ଦେଇଥିବାବେଳେ ସଂଖ୍ୟାଗରିଷ୍ଠତାଠାରୁ ୧୦ ଆସନ…

ପଶ୍ଚିମବଙ୍ଗରେ ଭାଜପାର ପ୍ରଚଣ୍ଡ ବିଜୟ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ରାଷ୍ଟ୍ରପତି ଟ୍ରମ୍ପ

ୱାଶିଂଟନ/କଲିକତା,୫।୫: ପଶ୍ଚିମବଙ୍ଗ ବିଧାନସଭା ର୍ନିବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଐତିହାସିକ ବିଜୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ହ୍ବାଇଟ ହାଉସ ପକ୍ଷରୁ ଏହି ବିଜୟକୁ…

୨ ଭାରତୀୟ ସାମ୍ବାଦିକଙ୍କୁ ପୁଲିଜର ପୁରସ୍କାର: ଜାଣନ୍ତୁ ସେମାନେ କିଏ

ନ୍ୟୁୟର୍କ,୬ା୫(ପିଟି):ସମ୍ପ୍ରତି ଡିଜିଟାଲ ସ୍କାମ୍‌ ବା ସାଇବର ଠକେଇ ବହୁ ମାତ୍ରାରେ ବଢ଼ିଚାଲିଛି। ଉଚ୍ଚ ଶିକ୍ଷିତ ଲୋକମାନେ ମଧ୍ୟ ଏହି ଠକେଇର ଶିକାର ହେଉଛନ୍ତି। ଏହା ସମାଜ ପାଇଁ ଏକ ବଡ଼ ବିପଦ ସାଜିଛି। ଏଭଳି ଠକେଇରୁ ବର୍ତ୍ତିବା ପାଇଁ ଡିଜିଟାଲ ନିରୀକ୍ଷଣ…

୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

କଟକ,୬ା୫(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର)  ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର  ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ ବିପ୍ଳବ ପାତ୍ର ଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ବିପ୍ଳବଙ୍କ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ: ମମତା ଇସ୍ତଫା ନ ଦେବାର ଘୋଷଣା ପରେ ବେଙ୍ଗଲରେ ଚହଳ!

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବା ପାଇଁ ଅଟଳ ରହିଛନ୍ତି। ମଙ୍ଗଳବାର ଏକ ସାମ୍ୱାଦିକ ସମ୍ମିଳନୀରେ ମମତା ବାନାର୍ଜୀ କହିଛନ୍ତି, “ମୁଁ ଇସ୍ତଫା ଦେବି ନାହିଁ; ଇସ୍ତଫା…

ମମତାଙ୍କ ଯୁଦ୍ଧଂଦେହି ଡାକରା: ଆମେ ନିର୍ବାଚନ ହାରି ନାହୁଁ, ମୁଁ ଇସ୍ତଫା ଦେବି ନାହିଁ…

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମଧ୍ୟ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କ ଆଭିମୁଖ୍ୟ କୋହଳ ହୋଇନାହିଁ। ନିର୍ବାଚନ ଫଳାଫଳ ପରେ ନିଜର ପ୍ରଥମ ଖବରଦାତା ସମ୍ମିଳନୀରେ ମମତା କେନ୍ଦ୍ର ସରକାରଙ୍କ ବିରୋଧରେ ଯୁଦ୍ଧଂଦେହି ଡାକରା…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ ତାହା ଥିଲା ଟିନା ବା ଦ୍ୟାରିଜ୍‌ ନୋ ଅଲ୍ଟରନେଟିଭ୍‌। ଏବେ ସେହିସବୁ ଚିନ୍ତାଧାରାରୁ…

ସାଧାରଣ ଜନତାଙ୍କ ପାଇଁ ଆଶ୍ୱସ୍ତିକର ଖବର, ଗ୍ୟାସ ସିଲିଣ୍ଡର, ପେଟ୍ରୋଲ, ଡିଜେଲକୁ ନେଇ ବଡ଼ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୫।୫: ସୋମବାର, ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ, ପଶ୍ଚିମ ଏସିଆରେ ଉତ୍ତେଜନା ସତ୍ତ୍ୱେ, ଘରୋଇ LPG ଏବଂ ଇନ୍ଧନର ଯୋଗାଣ ସ୍ଥିର ଏବଂ ନିରବଚ୍ଛିନ୍ନ ରହିଛି। ପେଟ୍ରୋଲ, ଡିଜେଲ କିମ୍ବା LPG ସିଲିଣ୍ଡରର ଖୁଚୁରା ମୂଲ୍ୟ ବୃଦ୍ଧି କରିବାର କୌଣସି ଯୋଜନା…

ଏହି ଦିନ ପର୍ଯ୍ୟନ୍ତ ବର୍ଷା-ପବନ: ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର, ୫ା୫(ବନ୍ଦନା ସେଠୀ):ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। କେବଳ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡାରେ ୪୦.୬ ଡିଗ୍ରୀ ଏବଂ ତାଳଚେରରେ ୪୦.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ବାକି…

ବଡ଼ ଦୁଃଖଦ ଘଟଣା! କୋଠାରେ ପିଟିହେଲା ବିମାନ, VIDEO ଦେଖିଲେ ଥରି ଉଠିବ ଛାତି

ବ୍ରାସିଲିଆ,୫।୫ : ବ୍ରାଜିଲରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ଏକ ବିମାନ ହଠାତ୍ ସେଠାରେ ଏକ କୋଠା ସହିତ ଧକ୍କା ହୋଇଛି । ବ୍ରାଜିଲର ବେଲୋ ହରିଜୋଣ୍ଟେ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ତୁରନ୍ତ ରିଲିଫ୍…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri