Posted inଜାତୀୟ

କମଲନାଥ ସରକାର ଖେଳିଲେ ଏସ୍‌ଟି କାର୍ଡ: ଶିଶୁ ଜନ୍ମରେ ଜନଜାତି ପରିବାରଙ୍କୁ ମିଳିବ ୫୦ କିଗ୍ରା ଖାଦ୍ୟାନ୍ନ

ଭୋପାଳ,୧୦।୯: ମଧ୍ୟପ୍ରଦେଶରେ କମଳନାଥ ସରକାର ଝାବୁଆ ବିଧାନସଭା ଉପନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଏସ୍‌ଟି କାର୍ଡ ଖେଳିଛନ୍ତି। ରାଜ୍ୟର ଜନଜାତି ବହୁଳ ୬ଟି ଜିଲା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସହାୟତା ଯୋଜନା ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ୮୯ ବ୍ଲକ୍‌ରେ ଆରମ୍ଭ ହେବ। ସରକାରଙ୍କ ଏହି ଯୋଜନା ଅନ୍ତର୍ଗତ ଜନଜାତି ପରିବାରରେ ଶିଶୁ ଜନ୍ମ ହେଲେ ୫୦ କିଗ୍ରା ଖାଦ୍ୟାନ୍ନ ଯୋଗାଇ ଦିଆଯିବ। ସେହିପରି ପରିବାର ସଦସ୍ୟଙ୍କ ମୃତ୍ୟୁରେ ଶହେ କିଗ୍ରା ଖାଦ୍ୟାନ୍ନ ମିଳିବ ବୋଲି ଜନଜାତି ବିକାଶ ମନ୍ତ୍ରୀ ଓମ୍‌କାର ସିଂ କରକମ୍‌ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଝାବୁଆ ଜିଲାରେ ଜନଜାତିଙ୍କ ସଂଖ୍ୟା ଅଧିକ ରହିଛି। ସରକାର ଏଭଳି ଘୋଷଣା ଦ୍ୱାରା ଝାବୁଆ ବିଧାନସଭା ଆସନ ହାତେଇବା ପାଇଁ ପ୍ରୟାସ କରୁଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri