ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ।…

ଶ୍ରୀନଗର ବିମାନବନ୍ଦରରୁ ୨ ଆମେରିକୀୟ ଅଟକ, ପୋଲିସର ତଦନ୍ତ ଜାରି

ଶ୍ରୀନଗର,୧୯ା୪: ଶ୍ରୀନଗର ବିମାନବନ୍ଦରରୁ ରବିବାର ୨ଜଣ ଆମେରିକୀୟଙ୍କୁ ଅଟକ ରଖାଯାଇଛି। ବିମାନବନ୍ଦରରେ ଯାଞ୍ଚ ବେଳେ ସେମାନଙ୍କ ଲଗେଜ୍‌ରୁ ସାଟେଲାଇଟ୍‌ ଫୋନ୍‌ ମିଳିଥିବା ସୁରକ୍ଷା ଅଧିକାରୀଙ୍କ ସୂତ୍ରରୁ କୁହାଯାଇଛି। ସୁରକ୍ଷା ଅଧିକାରୀ ସେମାନଙ୍କୁ ପଚରାଉଚରା କରିବା…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ ମାସ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବରଗଡ ଜିଲାପାଳ ଆଦିତ୍ୟ…

ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ…

୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି

କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ ଖାଦ୍ୟର ସ୍ୱାଦ ଚାଖିଥିଲେ। ପ୍ରଧାନମନ୍ତ୍ରୀ ମୋଦି…

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି ବିମାନଗୁଡ଼ିକ ରାୱଲପିଣ୍ଡିର ନୁର ଖାନ ଏୟାରବେସରେ ଅବତରଣ କରିଛି; ଏମାନଙ୍କ ସଂଖ୍ୟା ଚାରି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ ପ୍ରତି ଆଉ କୌଣସି ଅନୁକମ୍ପା ଦେଖାଯିବ ନାହିଁ। ସେମାନେ ଶୀଘ୍ର ଏବଂ ସହଜରେ…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୬ ଜଣ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର…

ଖୋର୍ଦ୍ଧା ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା,୧୯ା୪: ଖୋର୍ଦ୍ଧା ଜିଲାରେ  ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ…

ଦେଶବାସୀଙ୍କୁ ସମ୍ବୋଧିତ କରିବା ପରେ ମୋଦିଙ୍କୁ ଟାର୍ଗେଟ କଲେ ବିରୋଧି, କହିଲେ…

ନୂଆଦିଲ୍ଲୀ,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳକୁ ‘ମହିଳା ବିରୋଧୀ’ ବୋଲି ଆଖ୍ୟା ଦେବା ପରେ ଅନେକ ନେତା ତାଙ୍କ ବିରୋଧରେ ତୀବ୍ର ସମାଲୋଚନା କରିଥିଲେ। କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀଙ୍କ ଦେଶକୁ ସମ୍ବୋଧନକୁ ପକ୍ଷପାତୀ ବୋଲି ବର୍ଣ୍ଣନା କରିଥିଲେ।…

ବଡ଼ ଘୋଷଣା କରି ବିଶ୍ୱକୁ ଚମକାଇଲା ଇରାନ, କହିଲା ହର୍ମୁଜ ଉପରେ ଆମର କଣ୍ଟ୍ରୋଲ…

ତେହରାନ,୧୯।୪: ଇରାନର ସର୍ୱୋଚ୍ଚ ଜାତୀୟ ସୁରକ୍ଷା ପରିଷଦ (SNSC) କହିଛି ଯେ ଯୁଦ୍ଧ ସମ୍ପୂର୍ଣ୍ଣ ସମାପ୍ତ ନହେବା ଏବଂ ଏହି ଅଞ୍ଚଳରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ନହେବା ପର୍ଯ୍ୟନ୍ତ ଏହା ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ଉପରେ ଏହାର…

ଭାରତୀୟ ଜାହାଜକୁ ଖୋଲା ଧମକ ଦେଲା ଇରାନ, ଫେରିଯାଅ ନହେଲେ…

ନୂଆଦିଲ୍ଲୀ,୧୯।୪: ମଧ୍ୟପ୍ରାଚ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସମ୍ପ୍ରତି, ଇରାନର ସାମରିକ ବାହିନୀ (IRGC) ଏହି ପଥ ଦେଇ ଯାଉଥିବା ଏକ ଭାରତୀୟ ଜାହାଜକୁ ଅଟକାଇ ତୁରନ୍ତ ଫେରିବାକୁ ନିର୍ଦ୍ଦେଶ ଦେଇଛି।…

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ ଜଳପଥକୁ ପରିବହନ କରିଥିଲା, ଯେତେବେଳେ ଅନ୍ୟ ଚାରିଟି ଜାହାଜ ଫେରି ଯାଇଥିଲା। ଜାହାଜ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି ବିରୋଧୀ କଂଗ୍ରେସ, ଡିଏମ୍‌କେ, ଟିଏମ୍‌ସି ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି। ବିରୋଧୀ…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ ବନ୍ଧୁକ ବୋଟ ଦୁଇଟି ବାଣିଜ୍ୟ ଜାହାଜ ଉପରେ ଅବିଚାରିତ ଗୁଳିଚାଳନା କରିଛି, ଯେଉଁଥିରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri