୪୫ ବର୍ଷ ବୟସରେ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଭୋଜପୁରୀ ଅଭିନେତ୍ରୀ ସମ୍ଭାବନା ସେଠ୍‌ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ବିବାହର ୧୦ ବର୍ଷ ପରେ ସେ ଗର୍ଭବତୀ ଅଛନ୍ତି। ୪୫ ବର୍ଷ ବୟସରେ ସେ ସରୋଗେସି ମାଧ୍ୟମରେ ମା’ ହେବାକୁ ଯାଉଛନ୍ତି। ଅଭିନେତ୍ରୀ…

ଶେଷ ସମୟରେ ଓଲଟିଯିବ ବାଜି: ହାରୁ ହାରୁ ଜିତିଯିବେ ମମତା! ଭାଜପାର ନିଦ ହଜାଇଲା ଏହି ସଙ୍କେତ

କୋଲକାତା,୩୦।୪: ରାଜନୀତିରେ ଆମ ଆଖି ଆଗରେ ବହୁତ କିଛି ଘଟେ, ଏବଂ ସମୟ ସହିତ ନୀରବରେ ବହୁତ କିଛି ନିଷ୍ପତ୍ତି ନିଆଯାଇଥାଏ। ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ ଏପରି ମୋଡ଼ରେ ଅଛି, ଯେଉଁଠାରେ ପ୍ରତିଦିନ…

ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ବହୁ ଜନପ୍ରତିନିଧି। ପୌର ପରିଷଦରେ ପ୍ରାୟ…

ଡ୍ରେସିଂ ରୁମରେ ଇ-ସିଗାରେଟ୍ ଟାଣିବା ଘଟଣା, ରିୟାନ ପରାଗଙ୍କୁ ମିଳିଲା ଏହି ଦଣ୍ଡ

ନୂଆଦିଲ୍ଲୀ,୩୦।୪: ରାଜସ୍ଥାନ ରୟାଲ୍ସ ଅଧିନାୟକ ରିୟାନ ପରାଗଙ୍କ ପାଇଁ ଦଣ୍ଡ ଘୋଷଣା କରାଯାଇଛି । ଡ୍ରେସିଂ ରୁମ୍ ଭିତରେ ଇ-ସିଗାରେଟ୍ ଟାଣିବା ପାଇଁ ତାଙ୍କୁ ଦଣ୍ଡିତ କରାଯାଇଛି । ରାଜସ୍ଥାନ ରୟାଲସର ଅଧିନାୟକ ନ୍ୟୁ…

ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଗଞ୍ଜାମ ଜିଲାର ଛତ୍ରପୁର ସହର ଚଳଚଞ୍ଚଳ। ସହରର ନୀଳ କଣ୍ଠେଶ୍ୱର ସାହିରେ ଥିବା ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ସକାଳୁ ମଧ୍ୟାହ୍ନ ପର୍ଯ୍ୟନ୍ତ ଭିଡ଼ ଲାଗିରହିଛି।…

ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯିବା ଘଟଣା: ତ୍ୱରିତ ନ୍ୟାୟିକ ତଦନ୍ତ ସହ ଏତେ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲା କଂଗ୍ରେସ

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀଙ୍କ କଙ୍କାଳ ଖୋଳି ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ସମ୍ମୁଖରେ ରଖିବା…

ମୁଁ ବି ପୁଷ୍ପା, ମୁଣ୍ଡ ନୁଆଁଇବି ନାହିଁ, କାହିଁକି ଏମିତି କହିଲେ ଏହି ଟିଏମ୍‌ସି ନେତା

କୋଲକାତା,୩୦ା୪: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ତୃଣମୂଳ କଂଗ୍ରେସ(TMC) ପ୍ରାର୍ଥୀ ଜାହାଙ୍ଗୀର ଖାନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ସେ ଏବଂ ତାଙ୍କ ସମର୍ଥକମାନେ ସ୍ଥାନୀୟ ଭୋଟରମାନଙ୍କୁ ଭୟଭୀତ କରିବା ସହ ସେମାନଙ୍କ ପରିଚୟପତ୍ର ଛଡ଼ାଇ…

ନିର୍ବାଚନ ଜିତିଗଲେ ବଡ଼ ରେକର୍ଡ ଭାଙ୍ଗିବେ ମମତା , ଲଗାତାର ୨୦ ବର୍ଷ ଧରି କ୍ଷମତାରେ ରହିଥିବା…

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ ଐତିହାସିକ ମୋଡ଼ରେ ଅଛି। ଆଗାମୀ ବିଧାନସଭା ନିର୍ବାଚନରେ ହ୍ୟାଟ୍ରିକ୍‌ ବିଜୟ ପରେ ଯଦି ମମତା ବାନାର୍ଜୀ ତାଙ୍କର ଚତୁର୍ଥ କାର୍ଯ୍ୟକାଳ ଆରମ୍ଭ କରନ୍ତି, ତେବେ ଏହା ଭାରତୀୟ ଗଣତାନ୍ତ୍ରିକ ଇତିହାସରେ ଏକ ଅସାଧାରଣ ଅଧ୍ୟାୟ…

ନବୀନଙ୍କ ଦଶା ଭୋଗିବେ କି ମମତା? ଟିଏମସିରେ ଚହଳ!

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତିରେ ଏବେ ନୂଆ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଦୁଇଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବାକୁ ନିଷ୍ପତ୍ତି ନେଇଥିବା ଖବର ରାଜନୈତିକ ମହଲରେ ଅନେକ ପ୍ରଶ୍ନ ଉଠାଇଛି। ସାଧାରଣତଃ ଶକ୍ତିଶାଳୀ ନେତାମାନେ ନିଜ ଗଡ଼…

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି ସମୟରେ, ‘ପୋଲ ଡାଏରୀ’ ଦ୍ୱାରା କରାଯାଇଥିବା ଏକ ସର୍ଭେ ସୂଚାଇ ଦେଇଛି ଯେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ଥାନର କୃଷିମନ୍ତ୍ରୀ କିରୋଡି ଲାଲ ମୀନା। ଏହି ଅଭାବନୀୟ ଘଟଣାକୁ ସଭ୍ୟ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ଡାଇନୋସର ଯୁଗରୁ ଚାଲିଛି ‘ମେ-ଫ୍ଲାଇ’ର ନୃତ୍ୟ: ରହସ୍ୟ ଉନ୍ମୋଚନକଲେ ଗବେଷକ

ଲଣ୍ଡନ, ୩୦ା୪:ପୃଥିବୀରେ ଡାଇନୋସରଙ୍କ ଆଗମନର ବହୁ କୋଟି ବର୍ଷ ପୂର୍ବର ପୁରୁଣା ହେଉଛି କ୍ଷୁଦ୍ର ପତଙ୍ଗ ‘ମେ-ଫ୍ଲାଇ’। ଏହି ପତଙ୍ଗର ବିଚିତ୍ର ଉଡ଼ାଣ ଶୈଳୀ ବା ‘ନୃତ୍ୟ’ ଦୀର୍ଘ ଦିନ ଧରି ଗବେଷକମାନଙ୍କ ପାଇଁ ଏକ ରହସ୍ୟ ହୋଇ ରହିଥିଲା। ସମ୍ପ୍ରତି…

ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳା ପ୍ରସଙ୍ଗରେ…

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ବିଧାନସଭାକୁ ରଖାଯାଇଛି। ଏହାସହିତ ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି…

Exit Poll 2026: ଆସାମରେ ଭାଜପା, ତାମିଲନାଡୁରେ ଡିଏମ୍‌କେ, କେରଳରେ ୟୁଡିଏଫ୍‌ ଆଉ ପଶ୍ଚିମବଙ୍ଗରେ…

ନୂଆଦିଲ୍ଲୀ,୨୯ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହେବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ପ୍ରକାଶ ପାଇଛି। ଆସାମରେ ଭାଜପା ବିଜୟୀ ହେବ ବୋଲି ଅନେକ ଏକ୍‌ଜିଟ୍‌ ପୋଲ୍‌ରେ ପୂର୍ବାନୁମାନ କରାଯାଇଥିବାବେଳେ…

ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ଏହି ଦିନ ବାହାରିବ ରେଜଲ୍ଟ

କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଓ ସଚିବଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri