‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ କିମ୍ବା ତାଙ୍କ ଦଳର ସଦସ୍ୟମାନଙ୍କ ପ୍ରତି…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian Culture) ପାଳନ କରାଯିବ। ଏଥିରେ ବାଲୁକା…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି ଗ୍ରାମରୁ ସାମ୍ନାକୁ ଆସିଛି । ଯୁବତୀଙ୍କୁ…

କାଳ ବୈଶାଖୀ ତାଣ୍ଡବ: ଉଡ଼ିଗଲା ୧୬୦ ଆଜବେଷ୍ଟସ ଛପର

ନନ୍ଦପୁର ୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ସଦର ମହକୁମାରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଝଡ଼ ତୋଫାନରେ ଏକ କୁକୁଡ଼ା ପାଳନ ଫାର୍ମର ଆଜବେଷ୍ଟସ ଛପର…

ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ହେଲେ ଘରେ ଥିବା ୨ ମାସର…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ । ତାଙ୍କ ଘର ଝାଡ଼ଖଣ୍ଡ ବୋଲି…

କାଲି ବାହାରିବ ଭାଗ୍ୟଫଳ; ଆଜି ଦିଦିଙ୍କ ଆସନରେ ପୁଣି ହଙ୍ଗାମା, ଷ୍ଟ୍ରଙ୍ଗ ରୁମ ପାଖକୁ….

କୋଲକାତା,୩ା୫: ପଶ୍ଚିମବଙ୍ଗରେ ଭୋଟ ଗଣନା ପାଇଁ ୨୪ ଘଣ୍ଟାରୁ କମ୍ ସମୟ ବାକି ଥିବାବେଳେ, ରାଜ୍ୟରେ ପୁଣି ଥରେ ଅଶାନ୍ତି ଦେଖାଦେଇଛି । ଏଥର ମମତା ବାନାର୍ଜୀଙ୍କ ନିଜ ବିଧାନସଭା ନିର୍ବାଚନମଣ୍ଡଳୀ ଭବାନୀପୁରରେ ଉତ୍ତେଜନା ଦେଖାଦେଇଛି। ଅଭିଯୋଗ ଆସିଛି ଯେ ଭାଜପା…

ଭୁବନେଶ୍ବରରେ ବଡ଼ ଦୁର୍ଘଟଣା, ଆମ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ

ଭୁବନେଶ୍ବର,୩ା୫: ପୁଣି ଆମ ବସ୍ ନେଲା ଜୀବନ । ଆମ ବସ୍ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି…

୪୫୦୦୦ ଟନ୍‌ LPG ଆଣି ଭାରତ ଆସୁଛି ‘ସର୍ବଶକ୍ତି’, ହର୍ମୁଜ ଦେଇ କରୁଛି ଅତିକ୍ରମ

ନୂଆଦିଲ୍ଲୀ,୩ା୫: ଭାରତ ଅଭିମୁଖେ ଆସୁଛି ଏଲ୍‌ପିଜି ଟ୍ୟାଙ୍କର ‘ସର୍ବ ଶକ୍ତି’। ସଫଳତାର ସହ ହର୍ମୁଜ ପ୍ରଣାଳୀ ପାର୍‌ କରିଛି ଏହି ଟ୍ୟାଙ୍କର। ଏହି ପରିବହନ ଭାରତ ପାଇଁ ଏକ ବଡ଼ ଆଶ୍ୱସ୍ତି ବୋଲି ବିବେଚନା କରାଯାଉଛି। ଯେତେବେଳେ ଆମେରିକାର ଅବରୋଧ ଏବଂ…

କ୍ଷୀର ଦାମ୍‌ ବଢ଼ିଲା, ଲିଟର ପ୍ରତି ଏକାଥରକେ ବଢ଼ିଲା…

ଭୁବନେଶ୍ୱର,୩ା୫: ଓଡ଼ିଶାରେ କ୍ଷୀର ଦାମ୍‌ ବୃଦ୍ଧି ହୋଇଛି। ଟୋନ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରିଛି ଓମ୍‌ଫେଡ୍‌। ତେବେ ୫୦ ଟଙ୍କାରୁ ବୃଦ୍ଧି ପାଇ ଏହା ୫୪ ଟଙ୍କାରେ ପହଞ୍ଚିଛି। ପ୍ରିମିୟମ କ୍ଷୀର ଲିଟର ପ୍ରତି ୪ ଟଙ୍କା…

ଅଭିଷେକ ବାନାର୍ଜୀଙ୍କ ଖୋଲା ଚ୍ୟାଲେଞ୍ଜ: ୧୦ ଜନ୍ମ ନେଲେ ବି ଜିତି ପାରିବନାହିଁ ଭାଜପା, ଜାଣନ୍ତୁ କାହିଁକି ଏମିତି କହିଲେ

କୋଲକାତା,୩ା୫: ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଏବଂ ପୁଡୁଚେରୀରେ ମତଦାନ ଶେଷ ହେବା ପରେ ଏକଜିଟ ପୋଲ ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ସମସ୍ତେ ଏବେ ମେ’ ୪ ତାରିଖରେ ଚୂଡ଼ାନ୍ତ ନିର୍ବାଚନ ଫଳାଫଳକୁ ଅପେକ୍ଷା କରିଛନ୍ତି, ଯାହା ଏହି ରାଜ୍ୟଗୁଡ଼ିକର…

ଯୁଦ୍ଧ ବନ୍ଦ କର…ଇରାନ ଆମେରିକାକୁ ଦେଲା ୧୪ ସୂତ୍ରୀ ପ୍ରସ୍ତାବ, ହେଲେ ପ୍ରତ୍ୟାଖ୍ୟାନ କରୁଛନ୍ତି ଟ୍ରମ୍ପ

ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ନୂତନ ପ୍ରସ୍ତାବର ସମୀକ୍ଷା କରିବେ, ଯଦିଓ ସେ ବିଶ୍ୱାସ କରନ୍ତି ନାହିଁ ଯେ ଏହା ଗ୍ରହଣ କରାଯିବ। ଶନିବାର (ମେ ୨) ଏୟାର…

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫:  ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି। ଆମେରିକା ବିଦେଶ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ (ଓଏଫ୍‌ଏସି) ପକ୍ଷରୁ ଏହି ଚେତାବନୀ ପୋଷ୍ଟ…

ପ୍ଲୁଟୋକୁ ପୁଣି ଥରେ ଏକ ପୂର୍ଣ୍ଣ ଗ୍ରହର ମାନ୍ୟତା ଦେବା ପାଇଁ ଲଢ଼େଇ ଚଳାଇଛି ନାସା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ତଥ୍ୟ

ଓ୍ବାଂଶିଟନ,୩ା୫: ସୌରମଣ୍ଡଳର ନବମ ଗ୍ରହ ଭାବେ ପରିଚିତ ‘ପ୍ଲୁଟୋ’କୁ ନେଇ ଦୁଇ ଦଶନ୍ଧି ହେଲା ବିବାଦ ଚାଲିଥିବାବେଳେ ଏବେ ଏହା ନୂଆ ମୋଡ଼ ନେଇଛି। ୨୦୦୬ରେ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ସଂଘ (ଆଇଏୟୁ) ପ୍ଲୁଟୋକୁ ପୂର୍ଣ୍ଣ ଗ୍ରହ ଭାବେ ଗ୍ରହଣ ନ କରି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ପ୍ରଦାନ କରାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ଏକ୍ସ…

ପ୍ରବଳ ବର୍ଷା ସହ ହେବ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୩ ଘଣ୍ଟା ପାଇଁ…

ଭୁବନେଶ୍ୱର,୨ା୫: ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷକରି କଟକ ଓ ଭୁବନେଶ୍ବରକୁ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୩ ଘଣ୍ଟିଆ ସତର୍କ ସୂଚନା ଜାରି କରିଛି ପାଣିପାଗ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri