କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏପରିକି ପୋଲିସ ଗଞ୍ଜେଇ ବୋଝେଇ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି। ହେଲେ ପ୍ରକଳ୍ପ କାମ ଠିକ୍‌ ସମୟରେ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ଦୁଇଟି ବାଇକ୍‌ ଉପରେ ଚଢ଼ିଯାଇଥିଲା।…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ ଯାଉଥିବା ବେଳେ ଆନନ୍ଦପୁର ପୋଲିସ ଚଢ଼ାଉ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ. ଏପିଜେ ଅବଦୁଲ କଲାମ ଦୀପରୁ ମଲ୍ଟିପଲ୍‌…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ ନିଯୁକ୍ତ କରିଛନ୍ତି। ସେହିପରି କୃଷ୍ଣ ସ୍ବାମୀନାଥନଙ୍କୁ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…

ସ୍ପଷ୍ଟ ହେଲା ବିଜୟ ଥାଲାପତିଙ୍କ ରାଜତିଳକ, TVKକୁ ସମର୍ଥନ କଲା ଏହି ଦଳ..

ଚେନ୍ନାଇ,୯।୫: ଥାଲାପତି ବିଜୟ ତାମିଲନାଡୁରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ଶନିବାର ସେ ଆଉ ଏକ ଦଳର ସମର୍ଥନ ପାଇଲେ, ଯାହା ପରେ ତାଙ୍କ ଦଳ ସରକାର ଗଠନ ପାଇଁ ଆବଶ୍ୟକ ୧୧୮ ଆସନର ମ୍ୟାଜିକ ନମ୍ବର ଅତିକ୍ରମ କଲା। କଂଗ୍ରେସ,…

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ‘ନୂଆ ବସ୍‌’: ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

କୋଲକାତା,୯।୫: କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ କେ.ଏନ୍‌ ରବି ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଶାହା, ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର…

ଶପଥ ନେବା ପୂର୍ବରୁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ଅଧିକାରୀ: ଆଜିଠାରୁ ଆରମ୍ଭ ହେବ…

କୋଲକାତା,୯।୫: ବରିଷ୍ଠ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ପଶ୍ଚିମବଙ୍ଗ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ସହ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା…

ପଶ୍ଚିମବଙ୍ଗ ମାଟିରେ ଥାଇ ଏମିତି କଥା କହିଦେଲେ ମୋହନ ମାଝୀ: ଚାରିଆଡ଼େ ଚର୍ଚ୍ଚା

ଭୁବନେଶ୍ୱର,୯ା୫(ସୁନିତ୍‌ ମିଶ୍ର):କୋଲକାତାଠାରେ ଶୁକ୍ରବାର ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବୈଠକରେ ଯୋଗଦେଇଥିଲେ। ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି। ଏହି…

ବିଜୟଙ୍କୁ ମନା, ଶୁଭେନ୍ଦୁ ନୂଆ ମୁଖ୍ୟମନ୍ତ୍ରୀ

ତାମିଲନାଡୁରେ ସରକାର ଗଠନ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରୁ ନାହିଁ। ଟିଭିକେ ମୁଖ୍ୟ ବିଜୟ ରାଜ୍ୟପାଳଙ୍କ ନିକଟରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେଇପାରି ନ ଥିବାରୁ ଶେଷ ମୂହୂର୍ତ୍ତରେ ଅନିଶ୍ଚିତତା ବୃଦ୍ଧି ପାଇଛି। ୨୩୪ ଆସନ ବିଶିଷ୍ଟ ବିଧାନସଭାରେ ସରକାର…

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ ଭେଟି ତାମିଲନାଡୁରେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଟିଭିକେକୁ ସିପିଆଇ ଏବଂ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଦିନ ଶୁଭେନ୍ଦୁଙ୍କ ନାମ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି। ଅମିତ ଶାହ ଏବଂ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ଲଗାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁଭେନ୍ଦୁ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଦଳକୁ ବହୁମତ ଦେଇଛି। ସିପିଆଇ, ସିପିଏମ ଏବଂ ଭିସିକେଙ୍କ ମିଳିତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri