ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ଆପୋଲୋ ହସ୍ପିଟାଲକୁ ୪ ସପ୍ତାହ ମହଲତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ଥାନୀୟ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି ୪ ସପ୍ତାହ ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ହସ୍ପିଟାଲ ପକ୍ଷରୁ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଯୁକ୍ତି ରଖିବାକୁ ମଧ୍ୟ ନିିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଏନ୍‌ଏଚ୍‌ଆର୍‌ସି ମାମଲାର ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri