କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଅଟକ

ଆନନ୍ଦପୁର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ଅଟକ ଥିବା ଜଣାପଡ଼ିଛି। ଗୁରୁବାର ଅପରାହ୍ନରେ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ସେଠୀ ବିଦ୍ୟାଳୟ ପରିସରରେ ଥିବା ବେଳେ ଦୁଇ ଜଣ ସ୍ଥାନୀୟ ବ୍ୟକ୍ତି ତାଙ୍କ ଉପରକୁ ମରଣାନ୍ତକ ଆକ୍ରମଣ କରିଥିଲେ। ଆକ୍ରମଣରେ ଅଧ୍ୟକ୍ଷଙ୍କ ଦେହରେ ଗଭୀର ଆଘାତ ଲାଗିଛି। ଘଟଣାକୁ ନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଅଧ୍ୟକ୍ଷ ସେଠୀ। ଆକ୍ରମଣ ସମୟରେ ବିଦ୍ୟାଳୟରେ ଅନ୍ୟ ଶିକ୍ଷକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri