ଭିନ୍ନ ଢଙ୍ଗରେ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ, ଷ୍ଟାଲିନ କହିଲେ, ‘ଆଦରଣୀୟ ନେତା ପ୍ରତିପକ୍ଷ…’

ନୂଆଦିଲ୍ଲୀ,୧୯।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ସୁପରଷ୍ଟାର ଥଲାପତି ବିଜୟ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କ ଦୀର୍ଘ ଜୀବନ କାମନା କରିଛନ୍ତି। କଂଗ୍ରେସ ଏମପି ରାହୁଲ…

କୋଟପାଡ଼ ଯନ୍ତ୍ରୀଙ୍କ ପୈତୃକ ଘର ଡେରାବିଶରେ ଚାଲିଛି ଚଢ଼ାଉ

ଡେରାବିଶ,୧୯ା୬(ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗର କୋରାପୁଟ ଜିଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିବା ପରେ ତାଙ୍କର ପୈତୃକ ଗ୍ରାମ…

ପ୍ରେମ ନାଁରେ ପ୍ରତାରଣା, ପ୍ରେମିକଙ୍କୁ ଭେଟିବା ପାଇଁ ଯାଇଥିବା ବେଳେ ଆଦିବାସୀ ଯୁବତୀଙ୍କୁ ରାସ୍ତାରେ ଆକ୍ରମଣ

ତିହିଡି,୧୯।୬(କାଳନ୍ଦୀ ବେହେରା): ପ୍ରେମ ନାଁରେ ପ୍ରତାରଣା ପରେ ଜଣେ ଆଦିବାସୀ ଯୁବତୀଙ୍କୁ ସାର୍ବଜନୀନ ଭାବେ ଆକ୍ରମଣ କରାଯାଇଥିବା ଅଭିଯୋଗ ଧୂଷୁରୀ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ନ୍ୟାୟ ଦାବି କରି ଯୁବତୀ ଧୂଷୁରୀ ଥାନାରେ…

ସମାଜସେବୀ ତଥା ପୂର୍ବତନ ୱାର୍ଡ ସଭ୍ୟାଙ୍କ ପରଲୋକ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୯।୬ (ବିଦ୍ୟାଧର ସାହୁ):  ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତର ଝାଟିପଦର ଗ୍ରାମର ସମାଜସେବୀ ତଥା ପୂର୍ବତନ ୱାର୍ଡ ସଭ୍ୟା ତୁଳସୀ ପ୍ରଧାନଙ୍କ ପରଲୋକ ଘଟିଛି। ସେ ଜଣେ ପରୋପକାରୀ ଓ ଧର୍ମପରାୟଣ ମହିଳା ଭାବେ…

ପିଏମ୍‌ ଆବାସ ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି

ଭୁବନେଶ୍ୱର,୧୯।୬: ପିଏମ୍‌ ଆବାସ ଯୋଜନାରେ ସହରାରାଞ୍ଚଳ ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ରାଜ୍ୟ ସରକାର ପିଏମ୍‌ ଆବାସ ଯୋଜନାରେ ହିତାଧିକାରୀଙ୍କ ଘର ପଞ୍ଜୀକରଣ ଖର୍ଚ୍ଚକୁ ୧%ରୁ କମ୍‌ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏନେଇ…

ପୁରୁଷୋତ୍ତମପୁର ଏନଏସି ବନ୍ଧା ପଡ଼ିଛି ଷ୍ଟ୍ରିଟ୍ ଲାଇଟ୍ ପୋଲ୍‌: ଲୋକଙ୍କୁ ମିଳୁନି ଆଲୋକ ସୁବିଧା ସରକାରଙ୍କୁ ସହରବାସୀଙ୍କ ସମାଲୋଚନା….

ପୁରୁଷୋତ୍ତମପୁର, ୧୯।୬ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଏନଏସିରୁ ଏକ ସଙ୍ଗୀନ ଘଟଣାକୁ ନେଇ ଅଭିଯୋଗ ଆସିଛି। ସହରକୁ ଆଲୋକିତ କରି ଜନସାଧାରଣଙ୍କୁ ଆଲୋକ ସୁବିଧା ଯୋଗାଇବା ପାଇଁ ସରକାର ଯୋଗାଇ ଦେଇଥିବା…

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଇରଙ୍ଗପୁର,୧୯।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପ୍ରତିକୂଳ ପାଗ ଯୋଗୁ ରାଷ୍ଟ୍ରପତି ମୁର୍ମୁ ପଶ୍ଚିମବଙ୍ଗ କଲାଇକୁଣ୍ଡାରୁ ସଡ଼କ ପଥରେ ଆସି ଶୁକ୍ରବାରେ ସନ୍ଧ୍ୟାରେ ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ନିର୍ଦ୍ଧାରିତ ସମୟର ପ୍ରାୟ ୨ ଘଣ୍ଟା ବିଳମ୍ବରେ ସେ…

କରୋନା ଭାଇରସକୁ ନେଇ ତୁଲସୀ ଗବାର୍ଡଙ୍କ ବଡ଼ ଦାବି, କହିଲେ ଗବେଷଣା ପାଇଁ ଆମେରିକୀୟ ବୈଜ୍ଞାନିକ ଉହାନ ଲ୍ୟାବକୁ ଲକ୍ଷ ଲକ୍ଷ ଟଙ୍କାର ପାଣ୍ଠି ଯୋଗାଇଥିଲେ

ଓ୍ବାଶିଂଟନ,୧୯।୬: ବିଦାୟୀ ଆମେରିକୀୟ ଗୁପ୍ତଚର ମୁଖ୍ୟ ତୁଲସୀ ଗାବାର୍ଡ ତାଙ୍କ କାର୍ଯ୍ୟକାଳର ଶେଷ ଦିନରେ ଏକ ବଡ଼ ରାଜନୈତିକ ବିସ୍ଫୋରଣ ଘଟାଇଛନ୍ତି। ସେ ଏପରି ଗୋପନୀୟ ଦସ୍ତାବିଜ ପ୍ରକାଶ କରିଛନ୍ତି ଯାହା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପୂର୍ବତନ ମୁଖ୍ୟ ଚିକିତ୍ସା…

ଆକାଶର ରାଜା ‘ଏୟାର ଫୋର୍ସ ୱାନ’ର ଯାତ୍ରା ଶେଷ, ୩୫ ବର୍ଷ ଧରି ଆମେରିକାର ରାଷ୍ଟ୍ରପତିଙ୍କ ସେବା କରିବା ପରେ ଅବସର ନେଲା ‘SAM 29000’

ଓ୍ବାଶିଂଟନ,୧୯।୬: ‘ଏୟାର ଫୋର୍ସ ୱାନ’ର ଇତିହାସରେ ଏକ ଚମତ୍କାର ଯୁଗ, ବିଶ୍ୱର ସବୁଠାରୁ ସୁରକ୍ଷିତ, ସବୁଠାରୁ ଅଭେଦ୍ୟ ଏବଂ ଶକ୍ତିଶାଳୀ ବିମାନର ଯାତ୍ରା ଶେଷ ହୋଇଛି। ତିନି ଦଶନ୍ଧିରୁ ଅଧିକ ସମୟ ଧରି ଆମେରିକାର ରାଷ୍ଟ୍ରପତିମାନଙ୍କୁ ଆଖି ପିଛୁଳାକେ ବିଶ୍ୱର ଗୋଟିଏ…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ ଚାକିରିରୁ ନିଲମ୍ବିତ (ସସପେଣ୍ଡ) କରାଯାଇଛି। ଏହି ବରିଷ୍ଠ ଅଧିକାରୀ ବିବାଦଘେରକୁ ଆସିବା ପରେ…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ (NH-୪୯) ମୟୂରଭଞ୍ଜ ଜିଲାକୁ ଯାଉଥିବା ସମୟରେ ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ନିକଟରେ…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ ଏ ବାବଦରେ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଛୋଟ ପିଲାଙ୍କ ବହିରେ ଶିକ୍ଷକମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦାମ କମିବ କି ନାହିଁ, ସେ ନେଇ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ସନ୍ଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍‌ ସେଣ୍ଟର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live