ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ ସହଯୋଗୀ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଏସ୍‌ପି ପ୍ରତୀକ ସିଂଙ୍କ ନିକଟକୁ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍ ପାଣି ପଶି ଯାଇଛି। ଏହାସହ ସହରର…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଗତ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି କରି ଆତଙ୍କ ସୃଷ୍ଟି କରୁଥିବା ଏକ…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍.ଉଦୟଗିରି ଓ ନୂଆଗଡ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ ଗୋଟିଏ ଆକ୍ରମଣରେ ନିପାତ କରିପାରିଥାନ୍ତେ । ଇରାନରେ ଦିବଂଗତ ସର୍ବୋଚ୍ଚ ନେତା ଅଲୀ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛି। ଉଲ୍ଲେଖନୀୟ ଯେ ବାଙ୍କିପୁରରେ ଉପନିର୍ବାଚନ ଜୁଲାଇ ୩୦ରେ ହେବାକୁ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର ଅନୁସାରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ମେଟାକୁ ଏକ ନୋଟିସ…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ଜରୁରୀକାଳୀନ ଯୋଗାଣ (Emergency Supply) ନିୟମରେ ପରିବର୍ତ୍ତନ କରିବାକୁ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୪ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ତାଙ୍କୁ ଭାରତ ପାଇଁ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓମ୍‌ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ ସୁପାରିଶ କ୍ରମେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୦ ରୁ ଅଗଷ୍ଟ ୧୩…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ ଘମାଘୋଟ ମାନସମନ୍ଥନ ଚାଲିଥିବା ବେଳେ ନୂଆ ଅପଡେଟ୍‌ ଆସୁଛି । କିଛି ମନ୍ତ୍ରୀଙ୍କ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ ଗ୍ରୀଷ୍ମ ଲହର ସୃଷ୍ଟି କରିବା ସହ ଅନାବୃଷ୍ଟି, ଅତ୍ୟଧିକ ବୃଷ୍ଟି ଏବଂ ଅନ୍ୟାନ୍ୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live