ଗାନ୍ଧୀ ବିଚାରର ପ୍ରାସଙ୍ଗିକତା ଯୁଗେ ଯୁଗେ ରହିବ

ବଲାଙ୍ଗୀର ଅଫିସ, ୧୩ା୯-ବଲାଙ୍ଗୀର ଜିଲା ପ୍ରଶାସନ ଓ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ସ୍ଥାନୀୟ ମ୍ୟୁନିସିପାଲିଟି ଟାଉନ୍‌ ହଲଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧୀ ଦର୍ଶନ ଉପରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା ା ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାରେ ଆଲୋଚକଭାବେ ବିଶିଷ୍ଟ ଶିକ୍ଷାବିତ୍‌ ପ୍ରଫେସର ଡ ମଧୁସୂଦନ ପତି, ଐତିହାସିକ ପ୍ରଫେସର ଡ, ଶିବପ୍ରସାଦ ନନ୍ଦ, ଗୁଜରାଟ କେନ୍ଦ୍ରୀୟ ବିଶ୍ୱଦ୍ୟାଳୟର ପ୍ରଫେସର ସ୍ମୃତିରଞ୍ଜନ ଧଳ, ରାଜେନ୍ଦ୍ର କଲେଜର ବାଣିଜ୍ୟ ବିଭାଗ ପ୍ରାଧ୍ୟାପକ ରବିଶଙ୍କର ପାଣ୍ଡିଆ, ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା, ଜିଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥୀ ମଞ୍ଚାସୀନ ହୋଇଥିଲେ ା ସଭାକୁ କବି ଆନନ୍ଦ କୁମାର ସାହୁ ପରିଚାଳନା କରିଥିଲେ ା ସଭାରେ ବକ୍ତବ୍ୟ ରଖି ଜିଲାପାଳ ଡାକୁଆ ଆଧୁନିକ ସମାଜର ବେଗ ବଢ଼ିଛି ଓ ଆବେଗ କମୁଛି ବୋଲି କହିଥିଲେ ା ଗାନ୍ଧିଜୀ ଦେଶର ସ୍ବାଧୀନତା ଆନ୍ଦୋଳନକୁ ଯେତିକି ଗୁରୁତ୍ୱ ଦେଇଥିଲେ ତା ଠୁ ଢ଼େର ଅଧିକ ଚରିତ୍ର ଗଠନ ଉପରେ ଗୁରୁତ୍ୱ ଦେଇଥିଲେ ବୋଲି କହିଥିଲେ ା ପ୍ରଫେସର ପତି ତାଙ୍କ ବକ୍ତବ୍ୟରେ ଗାନ୍ଧୀ ବିଚାର ଉପରେ କହିଥିଲେ ା ବୌଦ୍ଧିକତାଠାରୁ ହୃଦୟ ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ା ତେବେ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ଗାନ୍ଧୀଙ୍କୁ ଅଧିକ ଆଲୋଚନାର ସାମଗ୍ରୀ ନ କରି ତାଙ୍କ ବିଚାର ଅନୁଯାୟୀ କାର୍ଯ୍ୟ କଲେ ହିଁ ତାଙ୍କୁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ କହିଥିଲେ ା ଗୁଜରାଟରୁ ଆସିଥିବା ପ୍ରଫେସର ଧଳ ଗାନ୍ଧୀଙ୍କ ଜୀବନଯାତ୍ରା, ସ୍ବାଧୀନତା ଆନ୍ଦୋଳନ, ଅର୍ଥନୈତିକ ସ୍ବାଧୀନତା, ମହିଳା ସଶକ୍ତିକରଣ ଉପରେ କହିଥିଲେ। ଚମ୍ପାରନ୍‌ ଆନ୍ଦୋଳନର ଗାନ୍ଧୀ, ହିନ୍ଦ୍‌ସ୍ବରାଜ ଉପରେ ଆଲୋଚନା କରିଥିଲେ ା ଇଂରେଜଙ୍କ ଆଧୁନିକ ଯନ୍ତ୍ର ଓ ବସ୍ତୁବାଦୀ ସଭ୍ୟତା ଓ ଗାନ୍ଧୀଙ୍କ ସତ୍ୟାଗ୍ରହ ଉପରେ ଆଲୋଚନା କରିଥିଲେ ା ଅନ୍ୟତମ ଆଲୋଚକ ପଣ୍ଡା ତାଙ୍କ ବକ୍ତବ୍ୟରେ ଗାନ୍ଧୀଙ୍କ ଗୀତା ଦର୍ଶନ ଓ ଅହିଂସା ଉପରେ ଆଲୋଚନା କରିଥିଲେ ା ଆଲୋଚକ ପାଣ୍ଡିଆ ଗାନ୍ଧୀ ବିଚାରଧାରା ଓ ସାମ୍ପ୍ରତିକ ସମାଜ ଏବଂ ଆଲୋଚକ ପ୍ରଫେସର ଡ. ନନ୍ଦ ଗାନ୍ଧୀଙ୍କ ଶିକ୍ଷା ଓ ସମାଜବାଦୀ ଚିନ୍ତନ ଉପରେ ଆଲୋଚନା କରିଥିଲେ ା ଏହି ସଭାରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନେ ମଧ୍ୟ ଗାନ୍ଧୀଜୀଙ୍କ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri