ପିସିସି ସଭାପତିଙ୍କୁ ସମାଲୋଚନା ପ୍ରସଙ୍ଗ: ନିରଞ୍ଜନ କହିଲେ ‘ଅସନ୍ତୋଷ ହୋଇ ଇତୀଶ ଏପରି ପିଲାଳିଆ କଥା କହିଛନ୍ତି’

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଗୁରୁବାର ଏଆଇସିସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଥିବା ବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଥିଲେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ଶୁକ୍ରବାର ଏନେଇ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ। ସେ କହିଛନ୍ତି, ଇତୀଶ ଅସନ୍ତୋଷ ହୋଇ ଏଭଳି କହିଛନ୍ତି। କେବଳ ଆମ ରାଜ୍ୟରେ ନୁହେଁ, ଅନ୍ୟ ସବୁଠି ବି ଭଲ ଫଳାଫଳ ହୋଇନାହିଁ। ଏଥିପାଇଁ କ’ଣ ଆମେ ଦୁଇ ଭାଇ ଦାୟୀ ବୋଲି ସେ ପ୍ରଶ୍ନ କରିଛନ୍ତି। ଇତୀଶଙ୍କ କଥା ପିଲାଳିଆ। ସେ ତ ନିଜେ ଗୋଟିଏ ଜାଗାରୁ ଲଢ଼ିଥିଲେ। ଯେପରି ଭାବେ ତାଙ୍କୁ ଭୋଟ ମିଳିଛି, ସେ କାହା ଉପରେ ଦୋଷ ଲଦିବେ ବୋଲି ନିରଞ୍ଜନ କହିଛନ୍ତି।

ପ୍ରକାଶଯୋଗ୍ୟ, ଇତୀଶ ଏକ ଖବରଦାତା ସମ୍ମିଳନୀ କରି କହିଥିଲେ ଯେ, ନିରଞ୍ଜନଙ୍କ ନିଦ ହଜାଇ ଦିଆଯିବ। ଦିଲ୍ଲୀରୁ ଫେରିବା ପରେ ତାଙ୍କୁ ରାଜ୍ୟରେ ପୁରାଇ ଦିଆଯିବ ନାହିଁ। ନିଜ ଭାଇଙ୍କୁ ମଧ୍ୟସ୍ଥ କରି ଦଳକୁ ସମ୍ପୂର୍ଣ୍ଣ ବିକ୍ରି କରିଦେଇଛନ୍ତି। ଦଳକୁ ନେଇ ବେପାର ଚଳାଇଛନ୍ତି, ହେଲେ ଏହାକୁ ସହ୍ୟ କରାଯିବନାହିଁ। ବିଜେଡିକୁ ଜିତାଇବା ସକାଶେ ଭିତିରି ବୁଝାମଣାା କରି କଂଗ୍ରେସକୁ ରାସ୍ତାରେ ବସାଇଛନ୍ତି। ପିସିସି ସଭାପତିଙ୍କ ଏଭଳି କାର୍ଯ୍ୟ ସହ୍ୟ କରାଯିବ ନାହିଁ ବୋଲି ଇତିଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri