ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ: ୧୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୬ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପ୍ରଧାନଶିକ୍ଷକ, ୪ଜଣ ଇଞ୍ଜିନିୟର, ୨ଜଣ ରେଭିନ୍ୟୁ ଅଫିସର(ଆର୍‌ଆଇ), ଜଣେ ଫାର୍ମାଶିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ଇକ୍ଜିକ୍ୟୁଟିଭ୍‌ ଅଫିସର ଏବଂ ୨ଜଣ କିରାଣୀ ଅଛନ୍ତି। ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତ ଏକ ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ୩୭ଜଣ ଅଧିକାରୀଙ୍କୁ ବରଖାସ୍ତ କରିଥିବା ବେଳେ ୬ଜଣଙ୍କ ପେନ୍‌ସନ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri