ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ ହେବେ ପରବର୍ତ୍ତୀ ଡିଜିପି, ତାହାକୁ ନେଇ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ ଜିଲାରେ ଦମନ କରାଯାଇ ପାରୁନାହିଁ ବୋଲି…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ । ଏହା ପୂର୍ବରୁ ଶନିବାର ରାତିରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ ସିଜେପି ନେତାଙ୍କ ମଧ୍ୟରେ ଅନୁଷ୍ଠିତ ୨ଘଣ୍ଟାର…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ କୃଷି ବିଭାଗ ଆକ୍ସନ ମୋଡରେ ବାହାରିଛି।…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ ମାସରୁ ଅଧିକ ସମୟ ଧରି ଛାତ୍ରଛାତ୍ରୀମାନଙ୍କର…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା। ଦଳର ଜାତୀୟ ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ସରକାର…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ ଯେ ସରକାରୀ କାର୍ଯ୍ୟ ବ୍ୟାହତ ହେଉଛି ତାହା ନୁହେଁ, ସମ୍ପୃକ୍ତ ବିଭାଗ ମଧ୍ୟ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ ସର୍ବାଧିକ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦ ମିଲିୟନ ଡଲାର(୫୩୫୦ କୋଟିରୁ ଅଧିକ ଟଙ୍କା) ଦେବା ପାଇଁ ସିଓଲ ହାଇକୋର୍ଟ ନିର୍ଦ୍ଦେଶ…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ଏକ ସ୍ବତନ୍ତ୍ର ୱେବ୍‌ସାଇଟ୍‌ ଆରମ୍ଭ କରିବାକୁ ଘୋଷଣା କରିଛି।…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି । ସେ ଏହି ଇଭେଣ୍ଟରେ ଭାରତ ପାଇଁ ପ୍ରଥମ ପଦକ ହାସଲ କରି…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ ସେ ପୂର୍ବ ଭିଡିଓରେ ମିଳିଥିବା ପ୍ରତିକ୍ରିୟା ଏବଂ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ ଅଂଶବିଶେଷ ଭାବେ NTA ଶୁକ୍ରବାର ଦିନ ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବିଦା…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଶୁକ୍ରବାର ଉଦଯାପିତ ହୋଇଯାଇଛି । ମନ୍ଦିର ପରିଚାଳନା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live