ସୂର୍ଯ୍ୟ ନମସ୍କାରର ସୁଫଳ

ନିୟମିତ ଯୋଗ କଲେ ମନୁଷ୍ୟ ସୁସ୍ଥ ରହିଥାଏ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ବର୍ତ୍ତମାନର ବ୍ୟସ୍ତ ବହୁଳ ଜୀବନଶୈଳୀ ଯୋଗୁ ଅନେକେ ଧୀରେ ଧୀରେ ଯୋଗଠାରୁ ଦୂରେଇ ଯାଉଛନ୍ତିି। ଫଳରେ ମଣିଷ ଅନେକ ରୋଗର ଶିକାର ହେଉଛି। ହେଲେ ଆଜିବି ଯେଉଁମାନେ ନିୟମିତ ଯୋଗ କରୁଛନ୍ତି ସେମାନେ ଦୀର୍ଘାୟୁ ହେବା ସହ ସୁସ୍ଥ ଓ ନିରୋଗ ଜୀବନ ଅତିବାହିତ କରୁଛନ୍ତି ବୋଲି ମତ ଦିଅନ୍ତି ଯୋଗ ବିଶେଷଜ୍ଞ। ଏହି ଯୋଗ ମଧ୍ୟରେ ‘ସୂର୍ଯ୍ୟ ନମସ୍କାର’ ଏକ ସାଧାରଣ ଯୋଗ ହୋଇଥିବା ବେଳେ ଏହା ଶରୀରକୁ ସୁସ୍ଥ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏଥିରେ ଯୋଗ ସହ ସୂର୍ଯ୍ୟଙ୍କର ଭିନ୍ନ ଭିନ୍ନ ୧୨ଟି ମନ୍ତ୍ର ଉଚ୍ଚାରଣ କରାଯାଇଥାଏ। ହେଲେ ଏହାର ଅର୍ଥ ଗୋଟିଏ। ତାହା ହେଲା ସୂର୍ଯ୍ୟଙ୍କୁ ନମସ୍କାର। ପ୍ରାତଃ ସମୟରେ ଏହି ଆସନଟି କଲେ ଶରୀରକୁ ଅନେକ ଲାଭ ମିଳିଥାଏ। ତେବେ ନମସ୍କାର ମୁଦ୍ରାରେ ରହି ଏହାକୁ କରିବାକୁ ପଡିଥାଏ। କିନ୍ତୁ ପ୍ରଥମେ ଜଣେ ଯୋଗଗୁରୁଙ୍କ ଠାରୁ ଏହାର ପ୍ରଣାଳୀ ଜାଣିବା ପରେ ନିୟମିତ ଏହାକୁ ଅଭ୍ୟାସ କରିବା ଭଲ। ନଚେତ୍‌ ଏହା ଶରୀର ଉପରେ କୁପ୍ରଭାବ ବି ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri