ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି। ଏହା ତାଙ୍କର କ୍ରମାଗତ ତୃତୀୟ ରାଜ୍ୟଗୋଷ୍ଠୀ…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏହି ବିଜୟ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି ଲିଫ୍ଟର ମୋଟ ୨୬୪ (୧୨୧+ ୧୪୩)…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ ଆଗରୁ କେନାଲରେ ପାଣି ଛଡ଼ାଯାଇଥିବାରୁ ସ୍ଥାନୀୟ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇଯାଇଛି । ବିକାଶ ଆବାସିକ ବିଦ୍ୟାଳୟ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ମଧ୍ୟ ଗ୍ରହଣ କରି ନିଆଯାଇଛି। ବର୍ତ୍ତମାନ ଏହି ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେ ତାଙ୍କର ବିଦ୍ୟମାନ ମନ୍ତ୍ରଣାଳୟର ଦାୟିତ୍ୱ ନିର୍ବାହ କରିବା ସହିତ ଶିକ୍ଷା ମନ୍ତ୍ରୀର…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ ଏହା ଜଣାପଡ଼ିଛି। ପ୍ରକାଶିତ ତଥ୍ୟ ଅନୁଯାୟୀ, ଏକ ନକ୍ଷତ୍ରକୁ ପରିକ୍ରମଣ କରୁଥିବା ଏକ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍‌ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍‌ ୨୦ରୁ ଆନ୍ଦୋଳନ ଜାରି…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରୀକ୍ଷା ପେପର ଲିକ୍‌କୁ ନେଇ ଚାଲିଥିବା ବିରୋଧ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ ସାରା ଦେଶରେ ଚାଲିଥିବା ଛାତ୍ର ଆନ୍ଦୋଳନ ଚାପରେ ଧର୍ମେନ୍ଦ୍ର ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ କଂଗ୍ରେସ ଏମ୍‌ପି ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ ସାମ୍ନାକୁ ଆସିଛି।…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି। ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଇସ୍ତଫା ପଛରେ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନର ଚାପ ରହିଛି।…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ନୂଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ସରକାରଙ୍କ ପାଇଁ ଏକ ବଡ଼ ରାଜନୈତିକ ଘଟଣା ଭାବରେ ଦେଖାଯାଉଛି।…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି। ଏହା ଉଲ୍ଲେଖଯୋଗ୍ୟ ଯେ, ଧର୍ମେନ୍ଦ୍ର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live