ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ ଗୁଣା ଲାଭ ମିଳିପାରିବ। ଏବେ ଦିଲ୍ଲୀର…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି, ହାତୀଖୋଜ, ସିର୍ଜାପାଲି, ତୁଣ୍ଡଲା, ତୁର୍ଲାଖମନ ପଞ୍ଚାୟତଗୁଡ଼ିକର…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା ଟାଙ୍କିରେ ପଡି ଦୁଇ ନିଷ୍ପାପ ଶିଶୁଙ୍କ…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ ଅପାର ପ୍ରଶଂସା କରାଯାଉଛି। ଟ୍ରେଲର ଦେଖିବା…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି ଯାଇଥିବାରୁ ଅନେକ କ୍ଷୟକ୍ଷତି ହୋଇଥିବା ଜଣାଯାଇଛି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ କରିଛି । ଗୁଇନ୍ଦା ସୂତ୍ରରୁ ମିଳିଥିବା…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ ସୁରକ୍ଷା ସହିତ ଜଡିତ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଉଛି । ପ୍ରତିରକ୍ଷା,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ କିଛି ବର୍ଷ ଧରି ଭାରତ ପାଇଁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନଥିଲେ।…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ରାଜ୍ୟ ସରକାର ଏବଂ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

୬ ଜିଲାରେ ବନ୍ୟା, ୯ରେ ସ୍ଥିତି ଜଟିଳ

ଭୁବନେଶ୍ୱର,୩୦।୭ (ରବିନାରାୟଣ ଜେନା): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି ଏବଂ ବରିଷ୍ଠ ଭାଜପା ନେତାଙ୍କ ସହ ମଧ୍ୟ କଥା ହୋଇଛନ୍ତି, ତଥାପି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କୁ ଜବାବ ଦେଇଛନ୍ତି ମନ୍ତ୍ରୀ ଜିତେନ୍ଦ୍ର ସିଂ । ପ୍ରତିବାଦ କରୁଥିବା ଛାତ୍ରମାନଙ୍କ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ତାଙ୍କୁ କ୍ଲିନଚିଟ୍ ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ ଅଭିଯୁକ୍ତ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର ଲିକ୍ ଓ ସଂଗଠିତ ଦୁର୍ନୀତିକୁ ରୋକିବା ପାଇଁ ଏହି ବିଲ୍‌ରେ କଠୋର ଦଣ୍ଡ…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ ଥିଲେ, ଦିନ କେଇଟାରେ ବ୍ୟବସ୍ଥାରେ ଫରକ ଦେଖାଇପାରିଲା ସାମ୍ପ୍ରତିକ ଛାତ୍ର ଆନ୍ଦୋଳନ। ଅଭିଜିତ୍‌…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live