ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି।…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର ପ୍ରକାଶ କରିଛନ୍ତି। ଦଳ କହିଛି ଯେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ ଉର୍ଦ୍ଧ୍ଵ ଦଣ୍ଡୁଆ ଆହତ ହୋଇଭନ୍ତି ।…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ ରଖି ତ୍ୱରାନ୍ବିତ ଭାବେ କାମ ସମ୍ପୂର୍ଣ୍ଣ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବ ପାରିତ ହୋଇଛି। ପାର୍ବତୀ ଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ୱ…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି ରାଜ୍ୟ ସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା ପାଇଁ ଚାଲିଥିବା ମହାଭିଯୋଗ ପ୍ରକ୍ରିୟା ମଧ୍ୟରେ ଏହି ଇସ୍ତଫା ଦିଆଯାଇଛି। ଗତ ବର୍ଷ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି ପରିବର୍ତ୍ତନ ଏପ୍ରିଲ ୧୦ ତାରିଖରୁ କାର୍ଯ୍ୟକାରୀ ହୋଇଛି । ଏହି ନୂତନ ନିୟମ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ଯୁଦ୍ଧ ଚାହୁଁନାହିଁ, କିନ୍ତୁ ନିଜର ଅଧିକାର ତ୍ୟାଗ କରିବ ନାହିଁ। ଏହା କୌଣସି…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି ଗୋଟିଏ ଜିଲାରେ ମଧ୍ୟ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ ।…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ, ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣରେ ୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୩୮ତମ ରାଜ୍ୟ କ୍ୟାବିନେଟ୍‌ ବୈଠକକୁ ପଞ୍ଚାୟତିରାଜ,…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼ ସହାୟତା। କିନ୍ତୁ ଆପଣ ଜାଣନ୍ତି କି ଏହି ଯୋଜନାର ଲାଭ ଉଠାଉଥିଲେ ଏହି…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା ମୁଖ୍ୟ ନଇମ କାସେମଙ୍କ ଭଣଜାଙ୍କୁ ହତ୍ୟା କରିବାର ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri