ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ ଧାନ କିଣାବିକା ଚାଲିବ । ମାତ୍ର…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ ହୋଇଛି । ପାଟପୁର ପୋଲିସ ଟିମ୍…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ। ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ ଦେଶରେ ତୈଳର ଆବଶ୍ୟକତା ତୁଳନାରେ ଅମଳ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ ଶ୍ରଦ୍ଧା ଓ ଭାବଗମ୍ଭୀର ପରିବେଶରେ ଅନୁଷ୍ଠିତ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର ଜିଲାର ଜଣେ ଆଜୀବନ କଏଦୀ ଜେଲରୁ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି। ସରକାରୀ ସଂସ୍ଥାଗୁଡ଼ିକ ଉପରେ ଜନସାଧାରଣଙ୍କ ଆସ୍ଥା ହ୍ରାସ, ଇଥାନଲ ମିଶ୍ରିତ ଇନ୍ଧନ ଏବଂ…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି ବୈଠକରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ସମେତ ଆମ ଆଦମୀ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି । ୨୦ ଜୁଲାଇରେ ସଂସଦ ଅଭିମୁଖେ ଛାତ୍ରମାନଙ୍କ ମାର୍ଚ୍ଚ ସମୟରେ ଦିଲ୍ଲୀ ସହ…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ ସେମାନେ Intermediary definition ଅଧୀନରେ ଆସୁନାହାଁନ୍ତି। କେଉଁ କଣ୍ଟେଣ୍ଟ କାହା ପାଖକୁ ଯିବ,…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ ବଦଳରେ ଚ ଠାରୁ ବର୍ଣ୍ଣମାଳା ଆରମ୍ଭ ହୋଇଛି । ଚ ପରେ ରହିଛି…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ ଏହି ପ୍ରଶ୍ନ ଅଛି ଯେ ଏହି ନୋଟ୍ ଆପଣଙ୍କ ୱାଲେଟ୍‌ରେ କେବେ ପହଞ୍ଚିବ,…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି ଆସିଥିବା ୟୁରୋପ ମହାଦେଶବାସୀ ୪୦ରୁ ଊର୍ଦ୍ଧ୍ୱ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାକୁ ଦେଖି ସେମାନଙ୍କ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା ଏବଂ ହର୍ମୁଜ ଜଳପଥ (Strait of Hormuz) ପୁନର୍ବାର ଖୋଲିବାର ସମ୍ଭାବନା ଯୋଗୁ…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି। ସେ ପୋଷ୍ଟରେ ଲେଖିଛନ୍ତି, ଆମ ‘ଗଜନୀ’ ଏବଂ ‘ଲଗାନ’ର ଦେବା,…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ ସେହି ଗାଡ଼ିଗୁଡ଼ିକୁ ପେଟ୍ରୋଲ ପମ୍ପରେ ତେଲ ଦିଆ ନ ଯାଉ। ଏହାକୁ ନେଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live