ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ଏହି କ୍ରମରେ ରବିବାର…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି ।…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳର ସାଧାରଣ ସମ୍ପାଦକ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ସ୍ପଷ୍ଟ କରିଛନ୍ତି…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ ଚାପ ଯୋଗୁ ଦିଗହରା ହୋଇ ବୁଲୁଥିବା…

ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…

ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣକ କୁନ୍ତୀ…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଏହି କଡ଼ା ମୁକାବିଲାରେ ଆଇଆଇଟି ଗୁଆହାଟୀ ପ୍ରଥମ ରନର୍ସ-ଅପ୍…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର ଡି.ଏ.ଭି. ପବ୍ଲିକ ସ୍କୁଲ, ୟୁନିଟ-୮ ଚାମ୍ପିୟନ୍ ହେବାର ଗୌରବ ଅର୍ଜନ କରିଛି। ତୀବ୍ର…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ,…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ୍‌ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୋଟ ୩୮ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଫଳରେ ଓଡ଼ିଶାକୁ ୬୬,୩୯୨…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍‌ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିଅର ବର୍ଗରେ ମୋଟ୍‌ ୩୯ ଟିମ୍‌ ଭାଗ ନେଇଥିବା ବେଳେ…

Mettle Meet 2026: Live Updates: ଆରମ୍ଭ ହେଲା କୁଇଜ ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ୍‌’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ ହେଉଛି। ପିଲାଙ୍କ ମଧ୍ୟରେ ଚାପ ବୃଦ୍ଧି ପାଉଛି। କିଏ ଉପରକୁ ଉଠିବ? କିଏ…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମଦିନ ପ୍ରିଲିମ୍ସ ହେବାକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live