ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର ଦୁର୍ଗମ ତଥା ଆଦିବାସୀ ବହୁଳ ଲଇମୁରା…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ କରିଛି। ‘ଭାରତ ସରକାର’ ବୋର୍ଡ ଲାଗିଥିବା…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର ପଡ଼ୋଶୀ ଇକ୍ୱୋଡୋର ଥରିଉଠିଥିବାବେଳେ ଭୟଭୀତ ଲୋକେ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର ପ୍ରଥମ ଦିବସରେ ଭାରତ ୪ ସ୍ବର୍ଣ୍ଣ,…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦ ତାରିଖରୁ ଆରମ୍ଭ ହୋଇଥିବା ଛାତ୍ରୀ ଆତ୍ମସୁରକ୍ଷା…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ ଜବତ କରିଛି ଅବକାରୀ ବିଭାଗ। ବିଶେଷ…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶତାଧିକ ମହିଳା ଏକାଠି ହୋଇ ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ କରି ନିଜର ପ୍ରଭାବ ଜାହିର କରି ରଖିଛି। ପାକିସ୍ତାନ ମଧ୍ୟସ୍ଥତାରେ ଶାନ୍ତି ଆଲୋଚନାରେ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର ଜେନେରାଲ ଅଲି ଜାହାନଶାହୀ ରବିବାର କହିଛନ୍ତି ଯେ ଇରାନ ମାଟିରେ ପାଦ ଦେଉଥିବା…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି ଯେ ଯଦି ଏକ ଚୁକ୍ତି ହୁଏ, ତେବେ ଆମେରିକା ଏହାର ପ୍ରମୁଖ ସର୍ତ୍ତଗୁଡ଼ିକୁ…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଏହି କଡ଼ା ମୁକାବିଲାରେ ଆଇଆଇଟି ଗୁଆହାଟୀ ପ୍ରଥମ ରନର୍ସ-ଅପ୍…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର ଡି.ଏ.ଭି. ପବ୍ଲିକ ସ୍କୁଲ, ୟୁନିଟ-୮ ଚାମ୍ପିୟନ୍ ହେବାର ଗୌରବ ଅର୍ଜନ କରିଛି। ତୀବ୍ର…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ,…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ୍‌ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୋଟ ୩୮ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଫଳରେ ଓଡ଼ିଶାକୁ ୬୬,୩୯୨…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live