ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର ଝିଅକୁ ବଳାତ୍କାର ଉଦ୍ୟମ କରିଥିବା ନେଇ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ ବିତର୍କ ସୃଷ୍ଟି କରିଛି। ସେ କହିଛନ୍ତି…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ ଦେଇ ନଥିଲେ। ଭାଜପାରେ ଯୋଗଦେବାର ନିଷ୍ପତ୍ତି…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ ତୀବ୍ର ହୋଇଛି। ଉତ୍ତରାଖଣ୍ଡ କଂଗ୍ରେସ ୟୁନିଟ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ସୁଖବୀର ବାଦଲଙ୍କ…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ ଆରଜି କର ମାମଲାର ଦ୍ୱିତୀୟ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପୋଲିସକୁ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା ଭାରୀ ପଡ଼ିଲା। ସମର୍ଥକଙ୍କ ସହ ପାର୍କରେ ବୈଠକ ଆରମ୍ଭ କରିବା ମାତ୍ରେ ସ୍ଥାନୀୟ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ସମୟରେ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ ଗ୍ରହଣ କରି କହିଛି ଯେ, ଉଭୟ ଦେଶ ମଧ୍ୟରେ ସୀମା ପରିସ୍ଥିତି ବର୍ତ୍ତମାନ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ ଆୟୋଜିତ ଏକ ବ୍ୟକ୍ତିଗତ ଉତ୍ସବରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ସ୍ବତନ୍ତ୍ର…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ଡିଜି(ଏଡିଜି) ଭାବେ ଦାୟିତ୍ୱ ତୁଲାଉଥିବା ୧୯୯୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୀବ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏହି ବୈଠକରେ ମୁଖ୍ୟମନ୍ତ୍ରୀ…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ଏହି ପ୍ରସଙ୍ଗକୁ ନେଇ ଏବେ ଭାଜପା ଏମପି ତଥା ଅଭିନେତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live