ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ ଲଳିତ ପୂଜାରୀ (୩୫)। ଅଭିଯୋଗ ଅନୁସାରେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ ପୂର୍ବେ ମହିଳା ଜଣକ ତାଙ୍କ ଝିଅ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ ପଡିଛନ୍ତି। ଆହତ ଦୁଇଜଣ ହେଲେ କୁକୁରଗୁଡ଼ା…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ କରିଛି। ଏହାର ବଜାର ମୂଲ୍ୟ ୩୦…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ ଗ୍ରାହକଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଡିଜିଟାଲ୍…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ଯ୍ୟ କରୁଥିବା ୧୯୯୩ ବ୍ୟାଚର ଆଇପିଏସ୍…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ ଜାତୀୟ ପର୍ବର ଶୁଭେଚ୍ଛା ଜଣାଇବା ସହ ଆମର ଜାତୀୟ ପତାକା ତ୍ରିରଙ୍ଗା ଆମର…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା ନେଇ ଏକ ଘରୋଇ ହସ୍ପିଟାଲ୍‌ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଅସୁସ୍ଥତା…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି ନୂଆ ଦର ଶୁକ୍ରବାରଠାରୁ ଲାଗୁ ହୋଇଛି। ପେଟ୍ରୋଲ ଦର ଲିଟର ପିଛା ୦.୪୫…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି। ଏହି ଘଟଣା ୩ ନମ୍ବର ପ୍ଲାଟଫର୍ମ ନିକଟରେ ଘଟିଛି। ସୌଭାଗ୍ୟବଶତଃ ଟ୍ରେନ ଧିର…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୧୦ ଜଣଙ୍କୁ ପ୍ରଶଂସନୀୟ ସେବା…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା ଆଘାତ ପାକିସ୍ତାନକୁ ଯନ୍ତ୍ରଣା ଦେଉଛି। ଫଳସ୍ବରୂପ, ସ୍ବାଧୀନତା ପାଳନ କରିବା ପରିବର୍ତ୍ତେ, ପାକିସ୍ତାନର…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା ସହ୍ୟ କରିଥିଲେ। ସେମାନଙ୍କୁ ଦେଶ ଶ୍ରଦ୍ଧାଞ୍ଜଳି ଜଣାଉଛି। ୧୯୪୭ରେ ଭାରତ ସ୍ବାଧୀନତା ପାଇଲା…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା ପରାମର୍ଶଗୁଡ଼ିକୁ ବିଚାର କରିବାକୁ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର ଏବଂ ଅନ୍ୟମାନଙ୍କୁ ନିର୍ଦ୍ଦେଶ…

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରକାରର ମହାଜାଗତିକ ପିଣ୍ଡର ଆବିଷ୍କାର କରିଛନ୍ତି, ଯାହାକୁ ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’ଆଖ୍ୟା…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ ୧୮ ରାଜ୍ୟରେ ପେଟ୍ରୋଲ୍‌ରେ ନିର୍ଦ୍ଧାରିତ ମାତ୍ରାଠାରୁ ଯଥେଷ୍ଟ ଅଧିକ କ୍ଲୋରାଇଡ ଏବଂ ଜଳୀୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live