ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ ସିଧାସଳଖ ଇରାନକୁ ଦାୟୀ କରିବା ସହିତ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର ପ୍ରାଚୀରରୁ ତାଙ୍କ ଭାଷଣ ଶେଷ କରିବା…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁସାରେ,…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ ବନ୍ଦ କରିଦିଆଯାଇଥିବାରୁ ଜଳ ନିଷ୍କାସନ ବାଧାପ୍ରାପ୍ତ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଓଡ଼ିଶାର ଜନ ଆନ୍ଦୋଳନ ବିନା ସ୍ବାଧୀନତା ପରିକଳ୍ପନା…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ ଏବଂ ଦେଶକୁ 75-76 ମିନିଟ ପର୍ଯ୍ୟନ୍ତ ସମ୍ବୋଧିତ କରିଥିଲେ। ଏହି ୮୦ତମ ସ୍ବାଧୀନତା…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଗାମୀ ବର୍ଷ ମଧ୍ୟରେ ସରକାର ଏକ କୋଟି ଯୁବକଙ୍କୁ AI ଦକ୍ଷତାରେ ତାଲିମ…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର ମୁକାବିଲା ପାଇଁ କରାଯାଇଥିବା ପ୍ରସ୍ତୁତି ପ୍ରଭାବଶାଳୀ ପ୍ରମାଣିତ ହୋଇଛି। ପ୍ରଧାନମନ୍ତ୍ରୀ ଜୋର ଦେଇ…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି। ପ୍ରଥମ ଥର ପାଇଁ ଲାଲକିଲ୍ଲାରେ ‘ବନ୍ଦେ ମାତରମ’ ଗାନ କରାଯାଇଥିଲା। ଲାଲକିଲ୍ଲାରେ ପ୍ରାୟ…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଓଡ଼ିଶାରେ ବର୍ଷା ସମ୍ଭାବନା…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ ଯୁବଶକ୍ତିର ଅବଦାନ ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି ସ୍ପେନର ଜଣେ ଗବେଷକ। ସୁଦୂର ୟୁରୋପୀୟ ଦେଶ ସ୍ପେନର ବାର୍ସିଲୋନା ସହରରୁ ଆସିଥିବା…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ ଜାତୀୟ ପର୍ବର ଶୁଭେଚ୍ଛା ଜଣାଇବା ସହ ଆମର ଜାତୀୟ ପତାକା ତ୍ରିରଙ୍ଗା ଆମର…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା ନେଇ ଏକ ଘରୋଇ ହସ୍ପିଟାଲ୍‌ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଅସୁସ୍ଥତା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live