ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୋହେଲା…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି । ଏହି…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ ହାଇସ୍କୁଲ ମିନିଷ୍ଟାଡିୟମରେ ଚାଲିଥିବା ଦ୍ୱି-ଦିବସୀୟ ଫୁଟବଲ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ରବିବାର…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା ପରେ ନଦୀକୂଳ ବାସୀ ଆତଙ୍କିତ ହୋଇପଡିଛନ୍ତି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ ସୋସିଓଲୋଜି ଏହି ୩ଟି ବିଷୟର ପରୀକ୍ଷା ପୁଣି ଥରେ କରାଇପାରେ । ଏହି…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା ହୋଇପାରେ। ଖବର ଅନୁସାରେ, ଅଭିଜ୍ଞ ନେତାଙ୍କ ସହ ବହୁ ସଂଖ୍ୟକ ଯୁବ ଓ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ ମାତରମ’ ଗାନ କରାଯାଉଥିଲା ଯେତେବେଳେ ସୋନିଆ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷଙ୍କୁ ଜାତୀୟ ସଙ୍ଗୀତ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ଏବଂ ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରେ ତାଙ୍କ ସ୍ମାରକୀ ‘ସଦୈବ ଅଟଳ’…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି ମରଣୋତ୍ତର ସମେତ ୭୮ ଟି ବୀରତ୍ୱ ପୁରସ୍କାର ପ୍ରଦାନ କରିବାକୁ ଅନୁମୋଦନ କରିଛନ୍ତି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬ ଅଗଷ୍ଟ ୨୦୨୬) ସକାଳେ ତାଙ୍କ ଘର ନିକଟରେ ଥିବା ପାର୍ଟି ଅଫିସରୁ ତାଙ୍କର…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର ଯୁଦ୍ଧପୋତକୁ ଫେରାଇ ଆଣିଛନ୍ତି। ଏହା ଏସିଆ-ପ୍ରଶାନ୍ତ କ୍ଷେତ୍ରରେ ମୁତୟନ ଥିବା ଶେଷ ଆମେରିକୀୟ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ ମଧୁବାବୁ ପେନସନ୍ ଯୋଜନା, ତେବେ ଆସନ୍ତୁ ଏହି ଘୋଷଣା ଉପରେ ନଜର ପକାଇବା……

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live