୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ ୧୭ ଅଗଷ୍ଟରେ ସୂର୍ଯ୍ୟ ସିଂହ ରାଶିରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ ସୋମବାର କୋର୍ଟ ଚାଲାଣ କରିଛି। ଗିରଫ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସାମିଲ ଅଛନ୍ତି। ଉତ୍ତର ପ୍ରଦେଶର ଆମେଠି…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅଭିଜ୍ଞତା ଏବଂ ଉତ୍ସାହରେ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ ଗ୍ରାମର ମିଶ୍ର ପ୍ରଧାନ (୪୫)। ହତ୍ୟାକାରୀ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ ସଙ୍କେତ ୧୬ ଫୁଟ ଥିବା ବେଳେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ ଦେଶର ନେତାମାନେ ସାମିଲ ଅଛନ୍ତି। ଆସନ୍ତା ବର୍ଷ ୭ଟି ରାଜ୍ୟରେ ହେବାକୁ ଥିବା…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬ ଜଣ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ବସୁନ୍ଧରା ରାଜେ ସିନ୍ଧିଆ, ତିରଥ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ ଘୋଷଣା କରିଛନ୍ତି । ଫଳରେ ୭୫ ହଜାର ପର୍ଯ୍ୟନ୍ତ ସମବାୟ କୃଷି ଋଣ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ କିସ୍ତି । ଆସନ୍ତା ଅଗଷ୍ଟ ୨୮ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ପଡୁଥିବା ବେଳେ…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି। ସେ ଭାରତର ବୀରତ୍ୱ ଓ ବିକାଶର କଥା କହିଛନ୍ତି। ତେବେ ଭାଷଣ ବେଳେ…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ ପ୍ରାର୍ଥନା କରୁଥିବା ସମୟରେ ହଠାତ ଦଳାଚକଟା ଘଟିଥିଲା। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ଏହି…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ ହମାସ ନେତାଙ୍କ ସହ ସାକ୍ଷାତ କରିଥିଲେ। ଆଲୋଚନାର ମୁଖ୍ୟ ଲକ୍ଷ୍ୟ ଥିଲା ଗାଜାରେ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ ସୋସିଓଲୋଜି ଏହି ୩ଟି ବିଷୟର ପରୀକ୍ଷା ପୁଣି ଥରେ କରାଇପାରେ । ଏହି…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା ହୋଇପାରେ। ଖବର ଅନୁସାରେ, ଅଭିଜ୍ଞ ନେତାଙ୍କ ସହ ବହୁ ସଂଖ୍ୟକ ଯୁବ ଓ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live