ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ ଘଟଣା ଘଟିଛି। ବାର୍ଦ୍ଧକ୍ୟଭତ୍ତା ପାଇଁ କୂଳସରିଚୁଆଁ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର ସକାଳେ ଦକ୍ଷିଣ ଫିଲିପାଇନ୍ସର ଜାମ୍ବୋଆଙ୍ଗା ସହରର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦ ତମ ସ୍ବାଧୀନତା ଦିବସ ଅବସରରେ ଶନିବାର…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି। ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡିକୁ ନେଇ ଆରମ୍ଭରୁ…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା ସୁପ୍ରିମକୋର୍ଟରେ ଦାଖଲ ରାଜନୀତିରେ ଅପରାଧୀକରଣ ରିପୋର୍ଟରୁ…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର ବ୍ରାଜିଲ, ରୁଷିଆ, ଭାରତ, ଚାଇନା, ଦକ୍ଷିଣ ଆଫ୍ରିକା, ଇଜିପ୍ଟ, ଇଥିଓପିଆ, ଇଣ୍ଡୋନେସିଆ, ଇରାନ,…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା ଲାଗି ଶିଶୁ ବାଟିକାଠାରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ବହୁବିଧ ଯୋଜନା ହାତକୁ ନିଆଯାଇଛି…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରାଯିବାର ପ୍ରାୟ ଆଠ ମାସ ପରେ ଏହି ପୁନର୍ଗଠନ…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦଶରଥପୁର ବ୍ଲକର ବିଭିନ୍ନ ବନ୍ୟାଞ୍ଚଳକୁ ମୋଟରଚାଳିତ…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ,…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ଏହା ବ୍ୟତୀତ ୨୦୧୪ ପରଠାରୁ ଘଟିଥିବା ସମସ୍ତ ଛୋଟ କିମ୍ବା…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ ଭାଜପା ୟୁପିରେ ୨୦୨୭ ବିଧାନସଭା ନିର୍ବାଚନ ପାଇଁ ମୂଳଦୁଆ ପକାଇବାକୁ ଲକ୍ଷ୍ୟ ରଖିଛି…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ ଦେଶର ନେତାମାନେ ସାମିଲ ଅଛନ୍ତି। ଆସନ୍ତା ବର୍ଷ ୭ଟି ରାଜ୍ୟରେ ହେବାକୁ ଥିବା…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬ ଜଣ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ବସୁନ୍ଧରା ରାଜେ ସିନ୍ଧିଆ, ତିରଥ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ ଘୋଷଣା କରିଛନ୍ତି । ଫଳରେ ୭୫ ହଜାର ପର୍ଯ୍ୟନ୍ତ ସମବାୟ କୃଷି ଋଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live