କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର କଡ଼ା ନିଷେଧାଦେଶ ରହିଛି। ହେଲେ ସମ୍ବଲପୁର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକଙ୍କ ସହିତ ଇକ୍ୱେଡରର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଫଳରେ ବରଗଡ଼ ଜିଲାରେ ପଞ୍ଜୀକରଣ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ ଦୁଃଖ ପ୍ରକାଶ କରିଛନ୍ତି ଯେ ସେମାନେ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ ବିଦ୍ୟୁତ୍‌ ଉପଭୋକ୍ତା ଅଛନ୍ତି। ସେମାନଙ୍କ ମଧ୍ୟରୁ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ ପ୍ରସ୍ତାବ ପାରିତ କରିଛି। କଂଗ୍ରେସ କହିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ ଜଷ୍ଟିସ ଅତୁଲ ଏସ୍‌ ଚନ୍ଦୁରକରଙ୍କ ଖଣ୍ଡପୀଠ ଜଣେ କ୍ଲର୍କ ଏବଂ ଜଣେ ପିଅନଙ୍କୁ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲୋକସେବା ଭବନର ତୃତୀୟ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା ଉପରେ ଦଳ ଗୁରୁତ୍ୱ ଦେବ। ଏମପି, ବିଧାୟକ ଓ ବରିଷ୍ଠ ନେତାମାନେ କଲେଜ,…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC)। ମାତ୍ର ବର୍ତ୍ତମାନ TMC ପାଇଁ କିଛି…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ ସମ୍ମାନ ଶାରଳା ପୁରସ୍କାର ପାଇବେ। ତାଙ୍କର ପ୍ରତିଷ୍ଠିତ କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ…

ଛାତ୍ର ଆନ୍ଦୋଳନ ୨ ମାସ ପାଇଁ ସ୍ଥଗିତ, ସରକାରଙ୍କୁ ଦେଲେ ଅଲ୍ଟିମେଟମ୍‌

ନୂଆଦିଲ୍ଲୀ, ୧୯।୮: ରାଞ୍ଚିର ଜେପିଏସ୍‌ସି ଷ୍ଟାଡିୟମରେ ଜୁଲାଇ ୨୫ରୁ ଚାଲିଥିବା ଛାତ୍ର ଆନ୍ଦୋଳନକୁ ବର୍ତ୍ତମାନ ପାଇଁ ଦୁଇ ମାସ ସ୍ଥଗିତ ରଖାଯାଇଛି। ଆନ୍ଦୋଳନକାରୀ ଛାତ୍ରମାନେ ଝାଡ଼ଖଣ୍ଡ ସରକାରଙ୍କୁ ୬୦ ଦିନର ଅଲ୍ଟିମେଟମ୍‌ ଦେଇଛନ୍ତି। ଏହି ସମୟ ମଧ୍ୟରେ ପରୀକ୍ଷାରେ ହୋଇଥିବା କଥିତ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ…

ଦିଗହରା ଆମେରିକା

ଇରାନ ଉପରେ ୨୮ ଫେବୃଆରୀ ୨୦୨୬ରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ହୋଇଥିବା ଘମାଘୋଟ ଯୁଦ୍ଧ ବେଳେ ଗତ ୬୦ ଦିନିଆ ଅସ୍ତ୍ରବିରତି ସାମୟିକ ଆଶ୍ୱସ୍ତି ଆଣିଥିଲା। ଅବଶ୍ୟ ଯୁଦ୍ଧବିରତି ଉଲ୍ଲଂଘନ ଦ୍ୱାହି ଦେଇ ଉଭୟ ପକ୍ଷ ମଧ୍ୟରେ…

ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ବୁଧବାରଠାରୁ ଶୁକ୍ରବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live