ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ ଉପଲବ୍ଧତା ରହିଛି ଏବଂ ଆଗାମୀ ମାସଗୁଡ଼ିକରେ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର ଗାନ୍ଧୀଛକସ୍ଥିତ ଅସ୍ଥାୟୀ ପୂଜାମଣ୍ଡପରେ ଶୁଭଖୁଣ୍ଟି ସ୍ଥାପନ…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ ପଡିକଲ ଶତକ ହାସଲ କରିଥିବା ବେଳେ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ବିଶ୍ୱ ବିକାଶ ଉପରେ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ କରିଛନ୍ତି। ପ୍ରତିଯୋଗିତାର ୯ମ ତଥା ଫାଇନାଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ଛାତ୍ରୀ ସେଲ୍‌ଫି…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର ତାଙ୍କର କୌଣସି ଇଚ୍ଛା ନାହିଁ। ସେ ଆହୁରି କହିଛନ୍ତି ଯେ, ଭାଜପାକୁ ତଳିତଳାନ୍ତ…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି। ଏହାକୁ ନେଇ ଆସନ୍ତା ୫ ସେପ୍ଟେମ୍ବର ୨୦୨୬ରେ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ ସଂଘ (ISMA) କହିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ISMA ଅଧ୍ୟକ୍ଷ ନୀରଜ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ ସମ୍ପର୍କରେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେବାକୁ ଶିକ୍ଷାମନ୍ତ୍ରୀମାନଙ୍କୁ ଅପିଲ କରିଛନ୍ତି। ଏଥିରେ ସ୍କୁଲ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା ପଛରେ ଇଥାନଲ ଉତ୍ପାଦନ ପାଇଁ ଆଖୁ ବ୍ୟବହାରକୁ ଦାୟୀ କରାଯାଉଥିବା ବେଳେ, କେନ୍ଦ୍ର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ ବୟାନକୁ ସମର୍ଥନ କରିଛନ୍ତି ଉତ୍ତରପ୍ରଦେଶ କ୍ୟାବିନେଟ୍ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ତେବେ…

ବିଚାରପତି ଭଗବାନ୍‌ ନୁହନ୍ତି

ସାଧାରଣରେ ଲୋକେ କହିଥାଆନ୍ତି, ବିଚାର କୋର୍ଟରେ ହେବ। ଅର୍ଥାତ୍‌ କୌଣସି ବିବାଦ ଦେଖାଦେଲେ ଅଦାଲତ ଉପରେ ଜନସାଧାରଣଙ୍କ ଭରସା ଥିଲା। ଏବେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। କ୍ଷମତାସୀନ ବ୍ୟକ୍ତିମାନେ କଥାକଥାକେ ବର୍ତ୍ତମାନ ମଧ୍ୟ କହୁଛନ୍ତି ଯେ, ନାଗରିକଙ୍କର ଯଦି…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ କରିଛନ୍ତି। ଏଆଇ ସହାୟତାରେ ପ୍ରସ୍ତୁତ ଏହି ପ୍ଲାଟ୍‌ଫର୍ମ ଦ୍ୱାରା ମାତ୍ର କେଇ ସପ୍ତାହ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨ ଜଣ ମନ୍ତ୍ରୀ କହିଛନ୍ତି। ଦେଶର ଜାତୀୟ ସ୍ବାର୍ଥ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯିବା…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା ହସ୍ପିଟାଲର ନବଜାତ ୱାର୍ଡରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ପୋଡ଼ି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live